ଛତିଶଗଡ ସୀମାନ୍ତ ବିଜାପୁରରେ ସିଆରପିଏଫ କ୍ୟାମ୍ପ ଉପରେ ନକ୍ସଲ ହମଲା
ଛତିଶଗଡ଼ : ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ସିଆରପିଏଫ କ୍ୟାମ୍ପ ଉପରେ ନକ୍ସଲଙ୍କ ହମଲା । ପାମେଡ ଥାନା ଅନ୍ତର୍ଗତ ଧର୍ମଗଡ ସିଆରପିଏଫ କ୍ୟାମ୍ପ ଉପରେ ଶତାଧିକ ମାଓବାଦୀ ଆକ୍ରମଣ କରିଥିବା ଜଣାପଡିଛି । ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଉଭୟ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଚାଲିଛି…