Latest Odisha News

BREAKING NEWS

Yearly Archives

2021

ଡ୍ୟାମ୍‌ର ସମସ୍ତ ଗେଟ୍‌ ବନ୍ଦ କଲା ହୀରାକୁଦ

ସମ୍ବଲପୁର: ମହାନାଦୀର ଉପରମୁଣ୍ଡରେ କମ୍ ବର୍ଷା ହେତୁ ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ ସୋମବାର ଡ୍ୟାମ୍‌ର ସମସ୍ତ ଗେଟ୍‌ ବନ୍ଦ କରିଦେଇଛନ୍ତି। ଜଳଭଣ୍ଡାରର ଜଳ ସ୍ତର ସକାଳ ୯ଟା ସୁଦ୍ଧା ୬୨୯.୩୩ ଫୁଟ ଥିଲା। ରବିବାର ଦିନ ବନ୍ୟା ଜଳ ଛାଡିବା ପାଇଁ ଡ୍ୟାମ କର୍ତ୍ତୃପକ୍ଷ ୬ ଟି ଗେଟ୍‌…

ପୁଣି ମାତିଲା ହାତୀ, ଏକର ଏକର ଧାନ ଫସଲ ନଷ୍ଟ

ତେଲକୋଇ: ପୁଣି ମାତିଲା ହାତୀ । ବିଭିନ୍ନ ସ୍ଥାନରେ ହାତୀ ଉପଦ୍ରବ ଲାଗି ରହିଛି । ହାତୀ ଗାଁଗୁଡିକରେ ପଶିବା ସହିତ ଆତଙ୍କ ଖେଳାଇବାରେ ଲାଗିଛନ୍ତି । ସେହିଭଳି ତେଲକୋଇରେ ମଧ୍ୟ ହାତୀ ଉପଦ୍ରବ ଜାରି ରହିଛି । ଗାଁରେ ପ୍ରାୟ ୮ଟିକିଆ ହାତୀ ପଲ ପଶି ଆତଙ୍କ ଖେଳାଇଛନ୍ତି । ତେଲକୋଇ ରେଞ୍ଜ ତାଳପଦା…

ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଲଞ୍ଚ୍‌ କଲେ ମୋଦୀ ; ଏଣିକି ସବୁ ନାଗରିକଙ୍କୁ ମିଳିବ ହେଲ୍‌ଥ ଆଇଡି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଧାନମନ୍ତ୍ରୀ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଆରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ ଆରମ୍ଭ କରିଛନ୍ତି। ସରକାର ଏହି ମିଶନକୁ ଐତିହାସିକ ବୋଲି କହିଛନ୍ତି ଏବଂ…

୨୨ଲକ୍ଷ ଟଙ୍କାର ଗଂଜେଇ ଜବତ, ୪ ଗିରଫ

କୋରାପୁଟ: ପୁଣି ଜବତ ହେଇଛି ଗଞ୍ଜେଇ । ଚଢାଉ ବେଳେ ପ୍ରାୟ ୨୨ଲକ୍ଷ ଟଙ୍କାର ଗଞ୍ଜେଇ ଜବତ ହୋଇଛି । କୋରାପୁଟ ଲମତାପୁଟ ନକଟରେ ଥିବା ସଗର ଛକରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି । ଚାଲାଣ ବେଳେ ଖବରପାଇଁ ମାଛକୁଣ୍ଡ ପୁଲିସ ଅତର୍କିତ ଚଢାଇ କରିଥିଲା । ଆନ୍ଧ୍ର ସୀମାନ୍ତ ପାଡେର…

ଅନ୍ତର୍ଜାତୀୟ ବିମାନ ଉଡ଼ାଣ ପାଇଁ ପ୍ରସ୍ତୁତ କାବୁଲ ବିମାନବନ୍ଦର

କାବୁଲ: ଅନ୍ତର୍ଜାତୀୟ ବିମାନ ଉଡ଼ାଣ ପାଇଁ କାବୁଲ ବିମାନବନ୍ଦର ବର୍ତ୍ତମାନ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇଛି ଏବଂ ସମସ୍ତ ବିମାନ ସେବା ପୁନଃ ଆରମ୍ଭ ହୋଇପାରିବ ବୋଲି ତାଲିବାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଘୋଷଣା କରିଛନ୍ତି। କାବୁଲ ଅନ୍ତର୍ଜାତୀୟ ବିମାନବନ୍ଦରରେ ଥିବା ସମସ୍ୟାର…

ବାତ୍ୟା ଗୁଲାବ ପ୍ରଭାବ, ଅଶାନ୍ତ ଚିଲିକା

ଟାଙ୍ଗୀ: ବାତ୍ୟା ଗୁଲାବ ପ୍ରଭାବରେ ଅଶାନ୍ତ ଚିଲିକା ବାତ୍ୟା ଗୁଲାବ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ବିତ୍ପାତ । କିଛି ସ୍ଥାନରେ ମାଟି ଧସି ଯାଇଥିବା ବେଳେ କିଛି ସ୍ଥାନରେ ବର୍ଷ ଯୋଗୁ ବେହାଲ ସ୍ଥିତି ଉପୁଜିଛି । ସେହିଭଳି ବାତ୍ୟା ଯୋଗୁ ଚିଲିକା ବି ଅଶାନ୍ତ ହୋଇପଡିଛି । ଜୁଆର ଆସିବା…

ଦିଲ୍ଲୀ-ଗୁରୁଗ୍ରାମ ସୀମାରେ ମହାଜାମ୍: ଦେଢ଼ କିଲୋମିଟର ଯାଏ ଲମ୍ବିଛି ଗାଡ଼ି

ନୂଆଦିଲ୍ଲୀ: କୃଷି ଆଇନ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନ ଦେଇଥିବା ଭାରତ ବନ୍ଦ ବେଳେ ଦିଲ୍ଲୀରୁ ସାମନାକୁ ଆସିଛି ଆଶ୍ଚର୍ୟ୍ୟ କଲା ଭଳି ଚିତ୍ର । ଦିଲ୍ଲୀ-ଗୁରୁଗ୍ରାମ ବର୍ଡରରେ ମହାଜାମ୍ । କିଲୋମିଟର କିଲୋମିଟର ଯାଏ ଲମ୍ବିଛି ଗାଡ଼ି । ସକାଳୁ ହଜାର ହଜାର ଗାଡ଼ି ପଛକୁ ପଛ ଠିଆ ହୋଇଛନ୍ତି ।…

ଧସିଲା ମାଟି ଅତଡା,୨୬ ନମ୍ବର ଜାତୀୟ ରାଜପଥ ଅବରୋଧ

କୋରାପୁଟ: ଧସିଲା ମାଟି ଅତଡା,୨୬ ନମ୍ବର ଜାତୀୟ ରାଜପଥ ଅବରୋଧ । କୋରାପୁଟ ଜିଲ୍ଲା ପଟାଙ୍ଗୀ ବ୍ଲକ ସୁଙ୍କି ଘାଟିର ରାଲେଗଡ଼ା ଓ ସୁଙ୍କି ଗାଁରେ ଖସିଲା ମାଟି ଅତଡା । ମାଟି ଅତଡ଼ା ଖସି ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ ହୋଇଛି ।ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ି ମଟର ଅଟକି ରହିଛି । ଯାତାୟତରେ…

କୋରାପୁଟ ଜିଲ୍ଲାରେ ପ୍ରଭାବ ଛାଡ଼ିଛି ବାତ୍ୟା ଗୁଲାବ

କୋରାପୁଟ: ଆନ୍ଧ୍ର-ଓଡ଼ିଶା ଉପକୂଳର କଳିଙ୍ଗପଟ୍ଟନମରେ ସ୍ଥଳଭାଗ ଛୁଇଁବା ପରେ ଦକ୍ଷିଣ ଓଡ଼ିଶା ଦେଇ ଓଡ଼ିଶା ଅତିକ୍ରମ କରିଛି ବାତ୍ୟା ଗୁଲାବ । କୋରାପୁଟ ଜିଲ୍ଲା ଦେଇ ଯିବା ବେଳେ ସାମାନ୍ୟ ପ୍ରଭାବ ଦେଖାଇଥିଲା ବାତ୍ୟା । କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି ।…

ଆଫ୍‌ଗାନ ନାଗରିକଙ୍କୁ ଦାଢି କାଟିବା ମନା; ତାଲିବାନର ନୂଆ ନିୟମ

କାବୁଲ: ଗୋଟିଏ ପରେ ଗୋଟିଏ ନୂଆ ନିୟମ ଲାଗୁ କରି ଚାଲିଛି ତାଲିବାନ। କ୍ରୁରତାର ସବୁ ସୀମା ଟିପିବାରେ ଲାଗିଛି ତାଲିବାନ। ନୂତନ ତାଲିବାନ ଶାସନ ଆଫଗାନିସ୍ତାନର ହେଲମାଣ୍ଡ ପ୍ରଦେଶରେ ନୂଆ ନିୟମ ଅନୁଯାୟୀ ଏବେ ଆଫଗାନର ନାଗରିକଙ୍କୁ ସେଭିଂ ହେବାର ତଥା ଦାଢି କାଟିବାକୁ ଆଉ ଅନୁମତି ମିଳିବ…