ଜ୍ଞାନ ଓ ଶ୍ରଦ୍ଧା
ଗଣେଶ ଚନ୍ଦ୍ର କୁଣ୍ଡ
ଭାରତ ଏକ ଧର୍ମ ପରମ୍ପରାର ଦେଶ ।ଏଠାରେ ପ୍ରତ୍ୟକ ବ୍ୟକ୍ତି ପ୍ରତ୍ୟକ୍ଷ ଭାବରେ କେଉଁ ନା କେଉଁ ଧର୍ମକୁ ଆପଣେଇଥାନ୍ତି । କାରଣ ମନୁଷ୍ୟ ଏକ ସାମାଜିକ ପ୍ରାଣୀ । ସେ ସର୍ବଦା ଅନ୍ୟ ଉପରେ ନିର୍ଭରଶୀଳତାକୁ ଗୁରୁତ୍ୱ ଦେଇଥାଏ । ଯେପରିକି ଆଶ୍ରା, ଆଶ୍ରିତ ଓ ଆଶ୍ରୟକୁ ନେଇ…