Latest Odisha News

BREAKING NEWS

Yearly Archives

2021

ଗଣିତଜ୍ଞ ଶ୍ରୀନିବାସ ରାମାନୁଜନଙ୍କୁ ଚିତ୍ର କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ପ୍ରତିବର୍ଷ ୨୨ ଡିସେମ୍ବରକୁ ଜାତୀୟ ଗଣିତ ଦିବସ ଭାବେ ପାଳନ କରାଯାଇଥାଏ । ଭାରତୀୟ ଗଣିତଜ୍ଞ ଶ୍ରୀନିବାସ ରାମାନୁଜନ ଆୟାଙ୍ଗରଙ୍କ ୧୨୫ ତମ ଜନ୍ମ ବାର୍ଷିକୀ । ଜନ୍ମ ବାର୍ଷିକୀ ପାଳନ ଅବସରରେ ୨୬ ଫେବୃଆରୀ ୨୦୧୨ରେ ମାଡ୍ରାସ ବିଶ୍ୱବିଦ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ…

ଦିଲ୍ଲୀ ଓ ମୁମ୍ବାଇରେ ଖ୍ରୀଷ୍ଟମାସ ଓ ନୂଆବର୍ଷକୁ ନେଇ କେନ୍ଦ୍ର ସରକାର ଜାରି କଲେ କଟକଣା

ନୂଆଦିଲ୍ଲୀ : ଖ୍ରୀଷ୍ଟମାସ ଓ ନୂଆବର୍ଷକୁ ନେଇ କେନ୍ଦ୍ର ସରକାର ଜାରି କଲେ ନୂଆ ଗାଇଡ ଲାଇନ । ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏବେ ଦେଶରେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା୨୨୮ରେ ପହଁଞ୍ଚିଲାଣି । ଦିଲ୍ଲୀ ଓ ମହାରାଷ୍ଟ୍ର ବହୁ ସଂଖ୍ୟାରେ କେଶ୍ ସାମ୍ନାକୁ ଆସିଛି ।…

 ରାୱଡି ରାଠୋର ସିକ୍ୱେଲ ପାଇଁ ଅଂଟା ଭିଡିଲେ ଅକ୍ଷୟ, କାହାଣୀ ଲେଖିବେ ବାହୁବଳୀ ଫେମ୍ କେଭି ଭିଜେନ୍ଦ୍ର

ମୁମ୍ବାଇ: ୨୦୧୨ରେ ରିଲିଜ ହୋଇଥିବା ଅକ୍ଷୟ କୁମାରଙ୍କ ସୁପରହିଟ ଫିଲ୍ମ ରାୱଡି ରାଠୋର ସିକ୍ୱେଲ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଅକ୍ଷୟ ମଧ୍ୟ ଏ ନେଇ ସବୁଜ ସଙ୍କେତ ଦେଇ ସାରିଛନ୍ତି । ଏସଏସ ରାଜମୌଲୀଙ୍କ ବାପା ତଥା ବାହୁବଳୀ ଫେମ୍ କେଭି ଭିଜେନ୍ଦ୍ର ପ୍ରସାଦ ଏହାର କହାଣୀ ଲେଖିବେ । ସଞ୍ଜୟ…

ଅଖିଳେଶଙ୍କ ପତ୍ନୀ ଓ ଝିଅ କରୋନା ସଂକ୍ରମିତ

ଲକ୍ଷ୍ନୌ: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ପତ୍ନୀ ଡିମ୍ପଲ ଏବଂ ଝିଅ କରୋନା ସଂକ୍ରମିତ ହୋଇଛନ୍ତି । ଉଭୟଙ୍କ କୋଭିଡ ଟେଷ୍ଟ ପଜିଟିଭ ଆସିଛି । ସୋସିଆଲ ସାଇଟରେ ଡିମ୍ପଲ ଏ ନେଇ ସୂଚନା ଦେବା ସହ ନିଜକୁ ଆଇସୋଲେଟ କରିଛନ୍ତି । ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି…

ମଣ୍ଡିରେ ସମସ୍ୟା: ଧାନ ବୋଝେଇ ଟ୍ରାକ୍ଟର ରଖି ଚାଷୀଙ୍କ ବିରୋଧ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ପୂଜାରୀଗୁଡା ଧାନ ମଣ୍ଡିରେ ପିଛା ଛାଡ଼ୁନି ସମସ୍ୟା। ଆଜିବି ଚାଷୀଙ୍କ ଧାନ ଉଠିପାରିନଥିଲା। ନିୟନ୍ତ୍ରିତ ବଜାର କମିଟି ଅଧିକାରୀଙ୍କ ସମେତ ଧାନ କିଣିବା ଦାୟିତ୍ୱରେ ଥିବା ସ୍ୱୟଂ ସହାୟକ ଦଳ ଉପସ୍ଥିତ ଥିଲେ ବି କୌଣସି ମିଲର ଆସିନଥୁବାରୁ…

ବାଲିଷ୍ଟିକ୍ ମିସାଇଲ୍ ‘ପ୍ରଳୟ’ର ସଫଳ ପରୀକ୍ଷଣ

ବାଲେଶ୍ୱର: ପ୍ରତିରକ୍ଷା କ୍ଷେତ୍ରରେ ଆଉ ଏକ ସଫଳତା । ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ ହୋଇପାରୁଥିବା କ୍ଷେପଣାସ୍ତ୍ର ‘ପ୍ରଳୟ’ ସଫଳତାର ସହ ପରୀକ୍ଷଣ କରାଯାଇଥିଲା । ଡ଼ିଆରଡ଼ିଓ ପକ୍ଷରୁ ବୁଧବାର ଓଡ଼ିଶା ଉପକୂଳ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ପ୍ରଳୟର ପରୀକ୍ଷଣ ହୋଇଥିଲା । ଯାହା ସମ୍ପୂର୍ଣ୍ଣ ସଫଳ…

[ଭିଡିଓ] ମଦ ନିଷେଧ ରାଜ୍ୟରେ ମଦ ହରିଲୁଟ୍

ଭୁବନେଶ୍ୱର: ଭାରତର କିଛି ହାତଗଣତି ରାଜ୍ୟକୁ ମଦ ନିଷିଦ୍ଧାଂଚଳ ଭାବେ ଘୋଷଣା କରାଯାଇଛି । ତଥାପି ସେହି ରାଜ୍ୟମାନଙ୍କରେ ପ୍ରତିଦିନ ସାମ୍ନାକୁ ଆସିଥାଏ ବେଆଇନ ମଦ କାରବାର । ଏହି ତାଲିକାରେ ବିହାର ରାଜ୍ୟ ମଧ୍ୟ ସାମିଲ ଅଛି । ନିକଟରେ ଏହି ରାଜ୍ୟରେ ମଦ ହରିଲୁଟର ଘଟଣା ସୋସିଆଲ ମିଡିଆରେ…

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ପାକିସ୍ତାନକୁ ହରାଇ ବ୍ରୋଞ୍ଜ ଜିତିଲା ଭାରତ

ଢ଼ାକା: ଏସିଆନ ଚାମ୍ପିୟନ୍ସ ଟ୍ରଫି ହକିରେ ବୁଧବାର ଭାରତ ଚିର ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୪-୩ ଗୋଲରେ ହରାଇ ବ୍ରୋଞ୍ଜ ପଦକ ହାସଲ କରିନେଇଛି । ପାକିସ୍ତାନ ୪ର୍ଥ ସ୍ଥାନରେ ସନ୍ତୁଷ୍ଟ ହୋଇଛି । ଭାରତ ପକ୍ଷରୁ ସୁମି, ହରମନପ୍ରୀତ ସି. ଅକ୍ଷରଦୀପ ସିଂ ଓ ବରୁଣ କୁମାର ଗୋଲ ସ୍କୋର କରିଥିଲେ ।…

ସମ୍‌ରେ ଜଟିଳ ହୃଦରୋଗର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର: ସମରେ ଜଟିଳ ହୃଦରୋଗର ସଫଳ ଅସ୍ତ୍ରୋପଚାର । ଜନ୍ମରୁ ଜଟିଳ ହୃଦରୋଗରେ ପୀଡିତ ଥିବା ମହିଳାଙ୍କର ଅସ୍ତ୍ରୋପଚାର କରି ତାକୁ ସୁସ୍ଥ କରିବାରେ ସଫଳ ହୋଇ ପାରିଛନ୍ତି ସମ୍ ହସ୍ପିଟାଲର ଡାକ୍ତର । ହୃଦରୋଗ କୋଆର୍କଟେସନ ଅଫ୍ ଆଓର୍ଟା ଭଳି ସମସ୍ୟାରେ ପିଡିତ ଥିବା ଯାଜପୁର ଅଞ୍ଚଳର ୩୪…

ସିଦ୍ଧାର୍ଥ ମଲହୋତ୍ରାଙ୍କ ସହ କିଆରା ଆଡଭାନୀଙ୍କୁ ନେଇ ବଲିଉଡରେ ଚର୍ଚ୍ଚା

ମୁମ୍ବାଇ : ବଲିଉଡ ଅଭିନେତା ସିଦ୍ଧାର୍ଥ ମଲହୋତ୍ରା ଓ କିଆରା ଆଡଭାନୀଙ୍କ ନାଁ କୁ ନେଇ ଚର୍ଚ୍ଚା ଜୋର ଧରିଛି । କୁହାଯାଉଛି କି ଏହି ଯୋଡି କ୍ୟାଟ୍ରିନା-ଭିକିଙ୍କ ପରେ ଏମାନଙ୍କ ରିଲେସନସିପକୁ ନେଇ ଘୋଷଣା କରିପାରନ୍ତି । ଫିଲ୍ମ ସେରଶାହାରେ ଦୁହେଁ ନଜର ଆସିଥିଲେ । ହେଲେ ରିଲ୍ ଲାଇଫକୁ…