ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା (୪୭)
ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୪୭
କିଏ ସିଏ ? ସବୁ ପ୍ରତିକ୍ରିୟାକୁ ଲୁଚେଇ ଦିଦି କହିଲା। ଭାରି ସୁନ୍ଦର ସେ ନିଜକୁ ଲୁଚେଇପାରେ।
: ଚିହ୍ନିନ ତାଙ୍କୁ ଅବିଶ୍ବାସମିଶା ଗଳାରେ ପ୍ରଶ୍ନ।
:ନା, ଉତ୍ତର ଫେରେଇଲା ଦିଦି।
ଫେରିଗଲେ ସେଇଠୁ ମିସେସ…