ସେକ୍ସ ରାକେଟ୍ ଠାବ କଲା ପୋଲିସ
ସୁବର୍ଣ୍ଣପୁର : ସେକ୍ସ ରାକେଟ୍ ଠାବ କଲା ପୋଲିସ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଞ୍ଚଳରେ ସେକ୍ସ ରାକେଟ୍ ଠାବ କରିଛି ପୋଲିସ ।ଦୁଇ ଜଣ ଦେହଜୀବୀ ଓ ଦୁଇଜଣ ଯୁବକଙ୍କୁ ଅଟକ ରଖି ପଚରା ଉଚରା ଜାରି ରଖିଛି ପୋଲିସ । ଅଟକ ଯୁବକ ଦୁଇଜଣ ସୁବଲୟା ଅଞ୍ଚଳର ସୁରେଶ ମେହେର (୨୮ ) ଓ ଧର୍ମଶାଳା…