ଡିଆରଡିଓ ତଥ୍ୟ ଲିକ୍ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ
ଭୁବନେଶ୍ବର : ପ୍ରତିରକ୍ଷା ବିଭାଗର ଗୁପ୍ତ ତଥ୍ୟ ଲିକ୍ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ପୋଲିସ ଡିଜି ଅଭୟଙ୍କ ନିର୍ଦ୍ଦେଶରେ କ୍ରାଇମବ୍ରାଞ୍ଚ ଏହି ତଦନ୍ତ ଭାର ନେଇଛି । ମାମଲାର ତଦନ୍ତ ପାଇଁ ଅତିରିକ୍ତ ଏସ୍ପି ପ୍ରଶାନ୍ତ ବିଷୋୟୀଙ୍କ ନେତୃତ୍ବରେ ୪ ଜଣିଆ ଟିମ୍ ଗଠନ ହୋଇଛି । ତଦନ୍ତ…