Latest Odisha News

BREAKING NEWS

Yearly Archives

2021

ଫୁଲୁଛି ଜଳକା: ବାଲେଶ୍ୱର ଜିଲ୍ଲା ମଥାନୀରେ ବିପଦ ସଙ୍କେତ ଉପରେ ପ୍ରବାହିତ

ବାଲେଶ୍ୱର: ଲଗାଣ ବର୍ଷାରେ ଫୁଲୁଛି ଜଳକା ନଦୀ । ଜଳସ୍ତର କ୍ରମାଗତ ଭାବରେ ବଢି ଚାଲିଛି । ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ମଥାନୀଠାରେ ଜଳକା ବିପଦ ସଙ୍କେତ ଚପିଛି । ଏବେ ସେଠାରେ ଜଳସ୍ତର ରହିଛି ୬.୨୨ ମିର ରହିଛି । ମଥାନୀଠାରେ ବିପଦ ସଙ୍କେତ ରହିଛି ୫.୫ ମିଟର । ଜଳସ୍ତର ୬.୫ ମିଟର ପାର କଲେ…

ସେରୋ ସର୍ଭେରେ ୭୧% ପିଲାଙ୍କଠାରେ ଆଣ୍ଟିବଡି ବିକଶିତ ହୋଇଛି; PGIMER

ନୂଆଦିଲ୍ଲୀ: ୨୭୦୦ ପିଲାଙ୍କ ମଧ୍ୟରେ PGIMER ଦ୍ୱାରା କରାଯାଇଥିବା ଏକ ସେରୋ ସର୍ଭେ ଅନୁଯାୟୀ ୭୧ ପ୍ରତିଶତ ନମୁନା କୋଭିଡ -୧୯ ବିରୁଦ୍ଧରେ ଆଣ୍ଟିବଡି ବିକଶିତ କରିଛି। ଚଣ୍ଡିଗଡ଼, ଗ୍ରାମାଞ୍ଚଳ, ସହରାଞ୍ଚଳ ଏବଂ ବସ୍ତି ବାସିନ୍ଦାଙ୍କଠାରୁ ଏହି ନମୁନା ସଂଗ୍ରହ କରାଯାଇଥିଲା। "ଆମେ କରୋନା…

ଭୁବନେଶ୍ୱରରେ ଅଙ୍ଗନବାଡି ଦିଦିଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଅଙ୍ଗନବାଡ଼ି ଦିଦି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ । ଭୁବନେଶ୍ୱର କରୋଡ଼କଣ୍ଟାର ଅଙ୍ଗନବାଡ଼ି କର୍ମୀ କବିତା ମଥାନଙ୍କ ଘରେ ରେଡ୍ ଚାଲିଛି। ତାଙ୍କ ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ ।…

ବର୍ଷା ବିତ୍ପାତ ମୁକାବିଲା: ରନ୍ଧା ଓ ଶୁଖିଲା ଖାଦ୍ୟ ବ୍ୟବସ୍ଥା ପାଇଁ ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଲଗାଣ ବର୍ଷା ଓଡ଼ିଶାରେ ବିଭୀଷିକା ରଚିଛି । ଆହୁରି ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ଦୃଷ୍ଟିରୁ ସତର୍ତ ରହିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଆହୁରି ଅଧିକ ତଳିଆ ଅଞ୍ଚଳରେ ବନ୍ୟା ଆସିପାରେ । ଜନବସତି…

ରାସ୍ତା ଉପରେ ଚାଲୁଛି ୪ ଫୁଟ୍ ପାଣି, ଯାତାୟତ ଠପ୍

କଟକ: ଲଗାଣ ବର୍ଷାରେ ରାଜ୍ୟରେ ସ୍ଥିତି ବେହାଲ୍ । ଚାରିଆଡେ ଖାଲି ପାଣି ଆଉ ପାଣି । ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ଚାଲୁଛି ବନ୍ୟା ପାଣି। ଆଠଗଡ଼ରେ ପୁରୁଣା କଟକ ସମ୍ବଲପୁର ରାସ୍ତାର ଆଠଗଡ-ଦହିସରା-ମାଧପୁରଠାରେ ରାସ୍ତା ଉପରେ ଲହଡି ମାରୁଛି ୪ ଫୁଟର ପାଣି । ଫଳରେ ଆଠଗଡ଼ ବ୍ଲକର ୨ଟି ଗାଁ…

ଅନୁଗୋଳ-ତାଳଚେର ରୋଡ୍‌ରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ, ଏସବୁ ଟ୍ରେନ୍ ଚଳାଚଳ ବାତିଲ

ଭୁବନେଶ୍ୱର: ଅନୁଗୋଳ-ତାଳଚେର ରୋଡ୍‌ରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଫଳରେ ଢେଙ୍କାନାଳ-ସମ୍ବଲପୁର ରେଳ ଲାଇନରେ ବାଧାପ୍ରାପ୍ତ ହୋଇଛି ଟ୍ରେନ୍ ଚଳାଚଳ । ୧୨ଟି ଟ୍ରେନର ଚଳାଚଳ ବାତିଲ ହୋଇଥିବା ବେଳେ ୮ଟି ଟ୍ରେନ୍‌ର ଗତିପଥ ବଦଳିଥିବା ନେଇ ପୂର୍ବତଟ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି ।…

ଆଜି ପାଳନ ହେବ ଅତିବଡୀ ଜଗନ୍ନାଥ ଦାସଙ୍କ ଜୟନ୍ତୀ

ଭୁବନେଶ୍ୱର : ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ, ଓଡ଼ିଶା ସାହିତ୍ୟ ଏକଡେମୀ ପକ୍ଷରୁ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ,  ଆଜି ଓଡ଼ିଆ ଭାଗବତକାର ଅତିବଡୀ ଜଗନ୍ନାଥ ଦାସଙ୍କ ଜୟନ୍ତୀ ପାଳନ କରାଯିବ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର…

ମହାମାରୀ ମଧ୍ୟରେ ପାର୍ବଣ ୠତୁ ସୃଷ୍ଟି କରୁ ନୂତନ ପରମ୍ପରା

ପାର୍ବଣ ଋତୁରେ ମୂର୍ତ୍ତି ପୂଜା ପାଇଁ ଅନୁମତି ହେଲେ ସାର୍ବଜନୀନ ହେବନି ଏବଂ ମୂର୍ତ୍ତିର ଉଚ୍ଚତା ୪ଫୁଟରୁ ଅଧିକା ହେବନି , ଯାହା ଦିନେ ଦଶ ଫୁଟରୁ ଅଧିକା ଥିଲା । ପ୍ରଶ୍ନ ଆସୁଛି, ଯଦି ମୂର୍ତ୍ତିର ଉଚ୍ଚତା ଏବଂ କଟକଣା ମହାମାରୀ ବ୍ୟାପିବାରେ ବାଧକ ସୃଷ୍ଟି କରିପାରେ, ତେବେ ପାର୍ବଣ ଋତୁ ଏବଂ…

ପୋଥି ବାହାରେ ଜ୍ଞାନ

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ : ‘ସମୟର ସ୍ୱର’… ଚଳିତ ବର୍ଷ ଆମ୍ବର ପାଳକ ବହୁତ ଭଲ ଥିଲା । ଗଛ ଗୁଡ଼ିକ ଭରି ହୋଇଥିଲା ଆମ୍ବରେ । ଆମେ ପ୍ରଚୁର ଆମ୍ବ ଖାଇଲେ । ଏବେ ଆମେ ସ୍ୱଳ୍ପ ବୃଷ୍ଟିକୁ ଭୋଗୁଛେ । ଚାଷବାସ ପାଇଁ ପାଣି ହେଉନାହିଁ । ଧାନ ରୁଆରୁଇ ବେଳକୁ ଜମିରେ ପାଣି…

ପ୍ରେରଣାର ଉତ୍ସ ବନ୍ଦେ ମାତରମ୍‌

ପ୍ରହଲାଦ କୁମାର ସିଂହଙ୍କର ନିୟମିତ ସ୍ତମ୍ବ ‘ଗାନ୍ଧୀ କଥା’ ବନ୍ଦେ ମାତରମ୍‍ ସୁଜଳାମ୍‍ ସୁଫଳାମ୍‍ ମଲୟଜ ଶୀତଲମ୍‍ ଶସ୍ୟ ଶ୍ୟାମଲାମ୍‍ ମାତରମ୍‍..... ସ୍ୱାଧୀନତା ସଂଗ୍ରାମର ଘନଘଟା ମଧ୍ୟରେ ୧୮୮୨ ମସିହାରେ ବଙ୍କିମ୍‍ଚନ୍ଦ୍ରଙ୍କ କାଳଜୟୀ ଉପନ୍ୟାସ ‘ଆନନ୍ଦ ମଠ’ରେ ପ୍ରକାଶ ପାଇଥିଲା…