Latest Odisha News

BREAKING NEWS

Yearly Archives

2021

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ନିଜ ପାଇଁ ଚିଠି  ଏଇ ଚିଠି- ମୋ' ନିଜ ପାଇଁ । ନିଜଠୁ ନିଜକୁ ଦୂରେଇ , କୌଣସି ନା କୌଣସି ଆଳରେ ନିଜର ସ୍ୱରୂପକୁ ସାମ୍ନା ନକରି , ନିଜର ସ୍ଥିତିକୁ ଯେଉଁଠି ସେଇଠି ଓହଳେଇ ଆଉ କାହା ସ୍ଥିତିର ଖୋଳପାରେ ଖୋଜି ଆସୁଥିବା ରଙ୍ଗବେରଙ୍ଗର ସ୍ଥିତି ପାଇଁ ମୁଁ ମୋ ଭିତରେ ଅପର୍ଯ୍ୟାପ୍ତ ଧଇଁସଇଁକୁ…

ପୁରୀରେ ୮୭ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ପୁରୀ : ଲଗାଣ ବର୍ଷା ଯୋଗୁଁ ଜନଜୀବନ ବିପର୍ଯ୍ୟସ୍ତ । ପୁରୀରେ ୮୭ ବର୍ଷ ପରେ ପୁଣି ସେପ୍ଟେମ୍ବର ମାସରେ ରେକର୍ଡ ଭାଙ୍ଗି ଅଧିକ ବର୍ଷା ହୋଇଛି ।  ୧୯୩୪ ସେପ୍ଟେମ୍ବର ୨୦ରେ ୨୩୪ମିମି ବର୍ଷା ହୋଇଥିଲା ।  ଜିଲ୍ଲାରେ ୨୪ ଘଂଟାରେ ସର୍ବାଧିକ ୩୪୧ ମିଲିମିଟର ବର୍ଷା ରେକର୍ଡ ହୋଇଛି ।ସେହିଭଳି…

ଟି୨୦ ବିଶ୍ୱକପ ପରେ ଅଧିନାୟକ ପଦ ଛାଡିବେ କୋହଲି !

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ କ୍ରିକେଟ ପରେ ବିରାଟ କୋହଲି ସୀମିତ ଓଭର ଅଧିନାୟକ ପଦରୁ ଓହରିଯିବା ପାଇଁ ନିଷ୍ପତି ନେଇଛନ୍ତି । ବିସିସିଆଇ ଓ ଟାଇମ୍ସ ଅଫ ଇଣ୍ଡିଆ ଅନୁସାରେ ହିଟମ୍ୟାନ ରୋହିତ ଶର୍ମା ଏହି ଗୁରୁ ଦାୟିତ୍ୱ ତୁଲାଇବେ । ବ୍ୟାଟିଂ ଉପରେ ମନୋନିବେଶ କରିବା ପାଇଁ କୋହଲି ଏହି ନିଷ୍ପତି…

ନଦୀ ପାଣି ସୁଅରେ ଭାସିଲେ ବାଇକ ଆରୋହୀ

ବରଗଡ଼ : ଜୀରା ନଦୀ ପାଣି ସୁଅରେ ଭାସିଲେ ବାଇକ ଆରୋହୀ । ଅମ୍ବାପାଲି ଓ ବରଗଡ଼ ସହରକୁ ସଂଯୋଗ କରୁଥିବା ବେଳେ ଜିରା ନଦୀ ଉପରେ ଏକ ଅସ୍ଥାୟୀ ରାସ୍ତା ନିର୍ମାଣ କରାଯାଇଛି । ବାଇକରେ ଆସୁଥିବା ଜଣେ ବ୍ୟକ୍ତି ଏହି ରାସ୍ତା ଦେଇ ଆସୁଥିବା ସମୟରେ ବାଇକ ସହ ଭାସିଯାଉଥିବା ସ୍ଥାନୀୟ ଲୋକେ ଦେଖିଥିଲେ ।…

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ,ପୋଲିସର ତଦନ୍ତ ଜାରି

ବରଗଡ଼ : ଝୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବରଗଡ଼ ଟାଉନ ଥାନା ଅନ୍ତର୍ଗତ ପାନିଛତର ଗାଁ ରାସ୍ତାକଡରେ ଥିବା ଏକ ପରିତ୍ୟକ୍ତ ଦୋକାନ ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ପାନିଛତର ଗାଁର ବୋଲି ବୋଲି ଜଣାପଡ଼ିଛି । ତାଙ୍କୁ ୨୨ ବର୍ଷ ବୟସ ହେବ ।ଯୁବକ ଜଣକ ଆତ୍ମହତ୍ୟା…

ଆଖଣ୍ଡଳମଣି ମନ୍ଦିର ଗର୍ଭଗୃହରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ଭଦ୍ରକ: ଲଗାଣ ବର୍ଷାରେ ଭଦ୍ରକ ଜିଲ୍ଲାରେ ବେହାଲ ସ୍ଥିତି। ଆରଡିପୀଠର ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ଲହଡି ଭାଙ୍ଗୁଛି ଆଣ୍ଠୁଏ ଉଚ୍ଚର ପାଣି । ଫଳରେ ମଣିବାବାଙ୍କ ବିଗ୍ରହ ଅର୍ଦ୍ଧାଧିକ ଭାଗ ବୁଡି ଯାଇଛି।  ଫଳରେ ମହାପ୍ରଭୁଙ୍କ ନୀତିକାନ୍ତୀରେ ବିଳମ୍ବ ହୋଇଛି। ମୋଟର ଚାଳିତ ପମ୍ପ ଦ୍ବାରା…

ବର୍ଷା ପାଇଁ ୧୨ ଜିଲ୍ଲାରେ ୨ଦିନ ସ୍କୁଲ ଛୁଟି

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଝଡି ବର୍ଷା। କାଲିଠୁ ଅବିରତ ବର୍ଷୁଛି । ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ରେଡ୍ ଆଲର୍ଟ ଜାରି ହୋଇଥିବା ୧୨ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ଦୁଇ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି ସରକାର। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।…

ଓଡ଼ିଶାରେ ୫୦୦ ତଳକୁ ଖସିଲା ଦୈନିକ କରୋନା କେସ, ୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ବର: ରାଜ୍ୟରେ ଖସୁଛି କରୋନାର ଦୈନିକ ସଂକ୍ରମଣ। ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ତଳକୁ ଖସିଛି। ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୭୧ ନୂଆ ଆକ୍ରାନ୍ତ। ଏମାନଙ୍କ ଭିତରେ ୧୮ ବର୍ଷ ବର୍ଗରେ ଆଉ ୫୭ ଜଣ ପଜିଟିଭ ବାହାରିଛନ୍ତି। ୯ ଜିଲ୍ଲାରୁ କେହି ନୂଆ ସଂକ୍ରମିତ ହୋଇ ନାହାନ୍ତି।…

ଗ୍ରୋସରୀ ଡେଲିଭରି ସେବା ବନ୍ଦ କରିବ ଜୋ‌ମାଟୋ

ନୂଆଦିଲ୍ଲୀ: ଜମାଟୋ, ଦେଶର ବୃହତ୍‌ ଖାଦ୍ୟ ବିତରଣ ପ୍ଲାଟ୍‌ଫର୍ମ ନିକଟରେ ଘୋଷଣା କରିଛି ଯେ ଜୋମାଟୋର ଗ୍ରୋସରୀ ଡେଲିଭରି ସେବା ସେପ୍ଟେମ୍ବର ୧୭ରୁ ବନ୍ଦ ହୋଇଯିବ। ଅର୍ଡର ପୂରଣ ପ୍ରକ୍ରିୟା ପୂରଣ କରିବାରେ ସମସ୍ୟା ଉପୁଜିବାରୁ ଏଭଳି ପଦ‌କ୍ଷେପ ନିଆଯାଇଥିବା ଜଣାପଡ଼ିଛି। ଠିକ୍‌ ସମୟରେ…

+୨ରେ ନାମଲେଖା ପାଇଁ ଆଜି ବାହାରିବ ପ୍ରଥମ ମେରିଟ ଲିଷ୍ଟ

ଭୁବନେଶ୍ବର:  ଯୁକ୍ତ ଦୁଇ କଲେଜରେ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ। ଦିନ ସାଢ଼େ ୧୧ଟାରେ ସାମସ୍ ଓ୍ୱେବସାଇଟରେ ତାଲିକା ପ୍ରକାଶ ପାଇବ। ସେଠାରୁ ଛାତ୍ରଛାତ୍ରୀ ମେଧା ତାଲିକା ଦେଖିପାରିବେ। ମେରିଟ୍ ଲିଷ୍ଟରେ ଥିବା ଛାତ୍ରଛାତ୍ରୀ ଆସନ୍ତାକାଲିଠୁ ୨୧ ତାରିଖ ମଧ୍ୟରେ…