Latest Odisha News

BREAKING NEWS

Yearly Archives

2021

ବଦଳିଲେ ୪ ରାଜ୍ୟର ରାଜ୍ୟପାଳ

ନୂଆଦିଲ୍ଲୀ: ବଦଳିଲେ ୪ ରାଜ୍ୟର ରାଜ୍ୟପାଳ। ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ୪ଟି ରାଜ୍ୟରେ ନୂତନ ରାଜ୍ୟପାଳ ନିଯୁକ୍ତି କରିଛନ୍ତି। ଗୁରୁବାର ଦିନ ରାଷ୍ଟ୍ରୀୟ ଭବନ ଦ୍ବାରା ଜାରି ପ୍ରେସ କମ୍ୟୁନିକେସନ ଅନୁଯାୟୀ ଚାରିଟି ରାଜ୍ୟରେ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି।…

ମୁକବଧିର ଛାତ୍ରଛାତ୍ରୀମାନଙ୍କ ପାଇଁ ସମ୍ବର୍ଦ୍ଧନା ଉତ୍ସବ

ଭୁବନେଶ୍ୱର : ସତ୍ୟଭାମା ଦେବୀ ମୁକବଧିର ମହାବିଦ୍ୟାଳୟର  +୨ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା ୫ ଜଣ ଛାତ୍ରଛାତ୍ରୀଙ୍କୁ,  ସତ୍ୟଭାମା ଦେବୀ ୱେଲଫେୟାର ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ ।…

ଚକା ଚକା ଭଉଁରୀ ମାମୁଁଘର ଚଉଁରୀ

ବିଷ୍ଣୁପ୍ରିୟା ହୋତାଙ୍କ ସ୍ମୃତିର ଫରୁଆରୁ ମଣିଷର ବ୍ୟକ୍ତିତ୍ୱ ତାର ଜନ୍ମଗତ ପ୍ରକୃତି ସହ ପରିବେଶକୁ ନେଇ ଗଢିଉଠେ। ଜୀବନକାଳ ଭିତରେ ବିଶେଷ କରି ବାଲ୍ୟ କାଳରେ ସେ ଯେଉଁ ବ୍ୟକ୍ତି ବିଶେଷମାନଙ୍କ ସମ୍ପର୍କରେ ଆସେ, ସେମାନଙ୍କର ଆଚାର, ବ୍ୟବହାର ଶିଶୁର ମନ ଉପରେ ଗଭୀର ପ୍ରଭାବ ପକାଇଥାଏ।…

ଏକାମ୍ର ପରମ୍ପରା : ଶ୍ରୀ ଲିଙ୍ଗରାଜ ମନ୍ଦିରରେ ଗଣେଶ ପୂଜା

ସୁକାନ୍ତ ପଣ୍ଡା ହିନ୍ଦୁ ପରମ୍ପରାରେ ଶ୍ରୀ ଗଣେଶ ହେଉଛନ୍ତି ଅଗ୍ରପୂଜ୍ୟ। ପ୍ରଥମେ ଗଣନାଥଙ୍କ ଦର୍ଶନ ଓ ପୂଜା ପରେ ଅନ୍ୟ ଦେବୀ ଦେବତାଙ୍କ ପୂଜାର୍ଚ୍ଚନା କରାଯିବା ଆମର ବିଧି । ଶୈବପୀଠ ଭାବରେ ଲିଙ୍ଗରାଜ ମନ୍ଦିରରେ ଗଣନାଥଙ୍କ ପୂଜା ସ୍ଵତନ୍ତ୍ର ମହତ୍ଵ ରଖେ । ଶ୍ରୀ ଲିଙ୍ଗରାଜ ମନ୍ଦିର…

ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା ( ୩୨ )

ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୩୨  ଅତୀତ ସହ ବର୍ତ୍ତମାନ ,  ଆଶା ସହ ଆଶଙ୍କା ଏକବାରେ  ଫେଣ୍ଟାଫେଣ୍ଟି ହୋଇ ନୂଆ ରଙ୍ଗରେ  ଉଭା। ଉଃ , କାହିଁକି  ଏମିତି  ହୁଏ  ଯେ ! ଧଇଁସଇଁ  ହୋଇ ଫେରୁଥିଲେ ସେପଟ ଗଳିରୁ ତିନିଜଣଯାକ। ସଫଳତା କି ବିଫଳତାକୁ ମୁଠେଇଥିଲେ…

ଜ୍ଞାନଦାତା ଶ୍ରୀଗଣେଶାୟଂ

ଓଁ ନମୋ ଗଣେଶାୟ ବିଘ୍ନେଶ ଗିରିଜା ନନ୍ଦନ ପ୍ରଭୃ !  ସର୍ବବିଘ୍ନ ନିହତ୍ୟାଶୁ ସର୍ବସିଦ୍ଧ ପ୍ରଦୋଭବ ।" ପବିତ୍ର ଗଣେଶ ପୂଜା ଉତ୍କଳରେ ନୁହେଁ, ହିମାଳୟଠାରୁ କୁମାରୀକା ପର୍ଯ୍ୟନ୍ତ ସମଗ୍ର ଭାରତ ବର୍ଷରେ ପାଳିତ ହେଉଛି । ଗଣେଶ ଜ୍ଞାନଦାତା, ବିଦ୍ୟାଦାତା, ବିଘ୍ନ ବିନାଶକାରୀ ପ୍ରଭୃ ଗଣନାଥ…

ଆଜି ରିଲିଜ ହେବ ‘ହେ ଗଣେଷ ଦିଅଁ’

ଭୁବନେଶ୍ୱର : ପବିତ୍ର ଗଣେଶ ପୂଜା ଅବସରରେ ଜଗା ଜେଡି କ୍ରିୟେସନ ପକ୍ଷରୁ , ବିଦ୍ୟାଦାତା ଗଣେଶଙ୍କ ଭଜନ “ହେ ଗଣେଷ ଦିଅଁ ଯେବେଠୁ ଖଡିଛୁଆଁ ହେଲା ସେବେଠୁ ତୁମ ସହିତ ମୋର ଭାବ” ରିଲିଜ୍ ହେବାକୁ ଯାଉଛି । ଏହି ଭଜନ ପରିବେଷଣ ଭିଡିଓରେ, କଳାକାର ପ୍ରଜ୍ଞା, ଶଙ୍କର, ମିଲି ମହାନ୍ତି ଓ ଜୁନିୟର…

ବିନୋଦିନୀ ଦେବୀଙ୍କୁ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର

ଭୁବନେଶ୍ବର : ଉଦଯାପିତ ହୋଇଛି ନୃତ୍ୟାନୁଷ୍ଠାନ ‘ସୃଜନ’ ପକ୍ଷରୁ ଆୟୋଜିତ ୨୭ତମ ଓଏମସି ଗୁରୁ କେଳୁଚରଣ ମହାପାତ୍ର ଆଓ୍ବାର୍ଡ ଉତ୍ସବ ୨୦୨୧ । ଜୀବନବ୍ୟାପୀ ସାଧାନା ପାଇଁ ବରିଷ୍ଠ ମଞ୍ଚ ଅଭିନେତ୍ରୀ ବିନୋଦିନୀ ଦେବୀଙ୍କୁ ଗୁରୁ କେଳୁଚରଣ ମହାପାତ୍ର ଆଓ୍ବାର୍ଡ ପ୍ରଦାନ କରାଯାଇଛି । ପୁରସ୍କାର…

ପ୍ରକାଶ ପାଇଲା ଯୁକ୍ତ ୩ କଟ୍‌ ଅଫ୍‌ ମାର୍କ

ଭୁବନେଶ୍ବର : ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଲା ଚଳିତ ବର୍ଷର କଟ୍‌ ଅଫ୍‌ ମାର୍କ । ଏହି ତାଲିକାରେ ସବୁଠୁ ଆଗରେ ରହିଛି ବିଜେବି ସ୍ବଂୟଶାସିତ ମହାବିଦ୍ୟାଳୟ । ଭୂଗୋଳରେ କଟ୍‌ଅଫ୍‌ ମାର୍କ ୯୫.୨୦ ପ୍ରତିଶତ, ପଦାର୍ଥ ବିଜ୍ଞାନରେ କଟ୍‌ ଅଫ୍‌ ମାର୍କ ୯୬.୪୦ ପ୍ରତିଶତ ରହିଛି । ପ୍ରାଣୀ…

ଚତୁର୍ଥ ଖେଳାଳି ଭାବେ ଗୋଟିଏ ଓଭରରେ ୬ ଛକା ମାରିଲେ ଯସକରନ

ନୂଆଦିଲ୍ଲୀ: ଆମେରିକା ପକ୍ଷରୁ ଖେଳୁଥିବା ଭାରତୀୟ ବଂଶୋଦ୍ଭବ ଯସକରନ ସିଂ ମାଲହୋତ୍ରା ଆଜି ୪ର୍ଥ ଖେଳାଳି ଭାବେ ଆନ୍ତର୍ଜାତୀୟ କ୍ରିକେଟରେ ଗୋଟିଏ ଓଭରରେ ୬ ଛକା ମାରିବା ଗୌରବ ଅର୍ଜନ କରିଛନ୍ତି । ଓମାନରେ ପାପୁଆ ନିଉ ଗିନି ବିପକ୍ଷରେ ସେ ଏହି ସଫଳତା ହାସଲ କରିଛନ୍ତି । ୩୧ ବର୍ଷୀୟ ମାଲହୋତ୍ରା…