Latest Odisha News

BREAKING NEWS

Yearly Archives

2021

ପିପିଲିରେ କଂଗ୍ରେସ ଓ ବିଜେପିର ଶତାଧିକ କର୍ମୀ ବିଜେଡିରେ ଯୋଗଦେଲେ

ପିପିଲି : ପିପିଲିରେ ବିଜେଡିର ମିଶ୍ରଣ ପର୍ବ । ପୁରୀ ଜିଲ୍ଲା ପିପିଲିରେ ବିଜେଡିର ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ଆଜି ବିଜେଡିରେ ସାମିଲ ହୋଇଛନ୍ତି । ପିପିଲି ବିଧାୟକ ରୁଦ୍ର ପ୍ରତାପ ମହାରଥୀ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ଉପସ୍ଥିତିରେ ଏହି କର୍ମୀମାନେ ବିଜେଡିରେ ସାମିଲ…

ପାକିସ୍ତାନୀ ମାଛଧରା ବୋଟରୁ ଧରାପଡ଼ିଲା ୪୦୦କୋଟି ଟଙ୍କାର ହେରୋଇନ

ଅହମଦାବାଦ: ଗୁଜୁରାଟ ଜଖାଉ ବନ୍ଦର ପାଖରୁ ଧରାପଡ଼ିଲା ୪୦୦କୋଟି ଟଙ୍କାର ହେରୋଇନ । ପାକିସ୍ତାନୀ ମାଛଧରା ବୋଟରୁ ୭୭କିଲୋଗ୍ରାମ ଓଜନର ହେରୋଇନ ଜବତ ହୋଇଛି । ଏଥିରେ ସମ୍ପୃକ୍ତ ଥିବା ୬ଜଣଙ୍କୁ ଗିରଫ କରିଛି ଭାରତୀୟ ତଟରକ୍ଷୀ ବାହିନୀ । ଏନେଇ ଅଧିକାରୀ ସୂଚନା ଦେଇଥିଲେ । ସେମାନେ କହିଛନ୍ତି,…

[ଭିଡିଓ] ଆଖି ସାମ୍ନାରେ ଦଳିଦେଲା ଦନ୍ତା

ଭୁବନେଶ୍ୱର: ଗତ ଶନିବାର ଜଣେ ୩୦ ବର୍ଷୀୟ ବ୍ୟକ୍ତିଙ୍କୁ ଗୋଟିଏ ଜଙ୍ଗଲି ହାତୀ ଗୁରୁତର ଭାବେ ଆହତ କରିଥିଲା । ଆସାମର ଧୁବୁରୀ ଜିଲ୍ଲା ତାମାରହାଟରୁ ସାମ୍ନାକୁ ଆସିଛି ଏଭଳି ଚାଂଚଲ୍ୟକର ଘଟଣା । ମୋବାଇଲ କ୍ୟାମେରାରେ କଏଦ ହୋଇଥିବା ଏହି ଦୃଶ୍ୟରେ ଗୋଟିଏ ଦନ୍ତା ହାତୀର କ୍ରୋଧ ଜର୍ଜରିତ କାରନାମା…

ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା, ୫ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ଜିଲ୍ଳାପାଳ

ନବରଙ୍ଗପୁର: ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ନବରଙ୍ଗପୁର ଜିଲ୍ଲା ପ୍ରଶାସନର ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ନିଯୁକ୍ତିମେଳା ଅନୁଷ୍ଠିତ ହୋଇଯାଇଛି । ଏହି ମେଳାରେ ଜିଲ୍ଲାର ୧୦ଟି ବ୍ଲକ ସମେତ ୨ଟି ପୌରପାଳିକାର ନିଯୁକ୍ତି ଆଶାୟୀ ଯୁବବର୍ଗ ଯୋଗ ଦେଇଥିଲେ । ୫୦୦ରୁ ଉର୍ଦ୍ଧ୍ବ ବେକାର…

ଆନନ୍ଦପୁରରେ ମହିଳା ଆରଆଇଙ୍କୁ ମରଣାତ୍ମକ ଆକ୍ରମଣ ଅଭିଯୋଗ

କେନ୍ଦୁଝର : ଆନନ୍ଦପୁରରେ ମହିଳା ଆରଆଇଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଅଭିଯୋଗ । ଆରଆଇ ସିମନ୍ତିନୀ ସାହୁଙ୍କ କାର୍ଯ୍ୟାଳୟରେ ପଶି ଜଣେ ବୃଦ୍ଧ ମହିଳା ଆରଆଇଙ୍କୁ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ଆରଆଇ ଜଣକ ଗୁରୁତର ହୋଇପଡିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଛି । ଏହି…

‘ବ୍ୟାଚେଲର୍‌ ଡାଡ୍‌’; ନିଜ ଡେବ୍ୟୁ ବୁକ୍‌ ଲଞ୍ଚ୍‌ କଲେ ତୁଷାର କପୁର

ମୁମ୍ବାଇ: ତୁଷାର କପୁର ସୋସିଆଲ ମିଡିଆରେ ସେୟାର କରିଛନ୍ତି ଯେ ସେ 'ବ୍ୟାଚେଲର ଡାଡ୍‌' ନାମକ ପ୍ରଥମ ପୁସ୍ତକ ଲେଖିଛନ୍ତି। ତୁଷାର ସିଙ୍ଗଲ୍‌ ଫାଦର୍‌ ହେବାର ଯାତ୍ରାକୁ ନୂତନ ପୁସ୍ତକରେ ସେୟାର୍‌ କରିଛନ୍ତି। ଜୁନ୍ ୧ରେ ତୁଷାର କପୁରଙ୍କ ପୁଅ ଲକ୍ଷ୍ୟ କପୁରଙ୍କୁ  ୫ ବର୍ଷ ପୂରିଛି। ବହିର…

[ଭିଡିଓ] କଫି ଫ୍ଲାସ୍କରୁ ବାହାରିଲା ସୁନା, କେନିଆ ବାସିନ୍ଦା ଗିରଫ

ମୁମ୍ବାଇ: ଭାରତୀୟ କଷ୍ଟମ୍ ଅଥରିଟିଙ୍କ ହୋସ୍ ଉଡାଇଛି ସୁନା ସ୍ମଗଲିଂ । ପ୍ରତିଦିନ ସାମ୍ନାକୁ ଆସୁଛି ଚାଲେଂଜ କଲାଭଳି ପରିସ୍ଥିତି । ବିଦେଶରୁ ସୁନା ତସ୍କରି କରି ଧରାପଡୁଛନ୍ତି ଅନେକ ଭାରତୀୟ ତଥା ବିଦେଶୀ ନାଗରିକ । ଏଭଳି ସ୍ଥିତିରେ ଶାରଜାହରୁ ଫେରିଥିବା କେନିଆର ୧୮ଜଣ ମହିଳାଙ୍କ କାରନାମା…

ନରେନ୍ଦ୍ର ନାଥ ଦାଶଙ୍କ ‘ପ୍ରୀତି ପ୍ରମୋଦିନୀ’ ଉନ୍ମୋଚିତ

ଭୁବନେଶ୍ୱର : କବି ନରେନ୍ଦ୍ର ନାଥଙ୍କ ରଚିତ ଗୀତି କବିତା ପୁସ୍ତକ 'ପ୍ରୀତି ପ୍ରମୋଦିନୀ' ସ୍ଥାନୀୟ ବୁଦ୍ଧ ମନ୍ଦିର ପରିସରରେ , ଆଶ୍ରାକ୍ଳବର ବିଂଶତମ ସ୍ୱନକ୍ଷେତ୍ର ଦିବସ ଅବସରରେ ଉନ୍ମୋଚିତ ହୋଇ ଯାଇଛି। ବିଷ୍ଣୁପ୍ରିୟା ଓତାଙ୍କ ପରିଚାଳନାରେ ଏହି କାର୍ଯ୍ୟକ୍ରମରେ ସୌମେନ୍ଦ୍ର ପ୍ରିୟଦର୍ଶୀ…

ଓମିକ୍ରନ ମୁକାବିଲା ପାଇଁ ଆମେ ପ୍ରସ୍ତୁତ : ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର : ଚିନ୍ତା ବଢାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ । ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ଓମିକ୍ରନ ମୁକାବିଲା ପାଇଁ ଆମେ ପ୍ରସ୍ତୁତ ,ବ୍ୟସ୍ତ ହେବାର କିଛି ନାହିଁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ…

ଗୁଟଖା କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ୨୫ ଜଣ ଆହତ

ସମ୍ବଲପୁର: ଗୁଟଖା କାରଖାନାରେ ଅଗ୍ନିକାଣ୍ଡ । ସମ୍ବଲପୁର ଜିଲ୍ଲା ଶରଧାପାଲିରେ ଥିବା ଗୁଟଖା କାରଖାନାରେ ନିଆଁ ଲାଗିଛି । ଏଥିରେ ୨୫ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତମାନଙ୍କୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ।…