Latest Odisha News

BREAKING NEWS

Yearly Archives

2021

ପତ୍ନୀଙ୍କ ସହ ବଳପୂର୍ବକ ଶାରୀରିକ ସମ୍ପର୍କ ଦୁଷ୍କର୍ମ ନୁହେଁ: ହାଇକୋର୍ଟ

ରାୟପୁର: ପତ୍ନୀଙ୍କ ସହ ବଳପୂର୍ବକ ଶାରୀରିକ ସମ୍ପର୍କ ଦୁଷ୍କର୍ମ ନୁହେଁ ବୋଲି ଛତିଶଗଡ ହାଇକୋର୍ଟ କହିଛନ୍ତି । ଦାମ୍ପତ୍ୟ ଦୁଷ୍କର୍ମ ଅଭିଯୋଗ ମାମଲାର ଏକ ଶୁଣାଣୀ କରି ମାନ୍ୟବର କୋର୍ଟ ଏହି ରାୟ ଶୁଣାଇବା ସହ ଅଭିଯୁକ୍ତ ବ୍ୟକ୍ତିଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ଆଇନଗତ ଉପାୟରେ ବିବାହ…

ଯୁବକଙ୍କ ମୃତଦେହ ଉଦ୍ଧାର

ଯାଜପୁର:ଜାମ୍ମୁକୋଳି ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ବିଂଝାରପୁର ଥାନା ଶିଶିରଣା ଗାଁ ନିକଟରେ ଥିବା ଜାମ୍ମୁ କୋଳି ଗଛରେ ମୃତଦେହ ଝୁଲୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ମୃତ ଯୁବକ ଜଣକ ହେଇଛନ୍ତି ରାମ ମଲ୍ଲିକଙ୍କ ପୁଅ ଅଞ୍ଜନ ମଲ୍ଲିକ। ପାରିବାରିକ କଳହ…

[ଭିଡିଓ] ମୋବାଇଲ ଧରି ଚମ୍ପଟ୍ ମାରିଲା ଶୁଆ

ଭୁବନେଶ୍ୱର: ସୋସିଆଲ୍ ମିଡିଆରେ ଏକ ଭିଡିଓ ବହୁଳ ମାତ୍ରାରେ ଭାଇରାଲ୍ ହୋଇଛି । ଏହି ଭିଡିଓରେ ଜଣେ ବ୍ୟକ୍ତିଙ୍କ ମୋବାଇଲ ଧରି ଗୋଟିଏ ଶୁଆ ଉଚ୍ଚ ଆକାଶରେ ଉଡିବା ଦେଖାଯାଇପାରେ । ତେବେ ସବୁଠୁ ମଜାଦାର ଘଟଣା ହେଉଛି ଏହି ସମସ୍ତ ଦୃଶ୍ୟ ସେହି ମୋବାଇଲରେ ହିଁ କଏଦ ହୋଇଥିଲା । Parrot takes…

ଯୁବକଙ୍କ ମୃତ୍ୟୁ ନେଇ ରାସ୍ତାରୋକ

କେନ୍ଦୁଝର:ଟ୍ରକ ଧକ୍କାରେ ଯୁବକଙ୍କ ମୃତ୍ୟୁ ନେଇ ରାସ୍ତାରୋକ । କେଉଁଝର ଜିଲ୍ଲା ସଦର ଥାନା ଶୁଆକାଟି ଫାଣ୍ଡି ବାୟାପଣ୍ଡାଧାର ଛକରେ ବିଳମ୍ବିତ ରାତିରେ ଟ୍ରକ ଧକ୍କା ଦେବା ଫଳରେ ଜଣେ ୨୫ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଯାଇଛି । ମୃତକ ଜଣକ କତରାପାଲି ଗାଁ ର ରବି ପ୍ରଧାନ ବୋଲି ଜଣାପଡିଛି…

ଗୁରୁଙ୍କୁ ଟିକା: ସବୁ ଡିଇଓ ଓ ବିଇଓଙ୍କୁ ଶିକ୍ଷକଙ୍କ ତାଲିକା ମାଗିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୫ ତାରିଖ ଗୁରୁ ଦିବସ ପୂର୍ବରୁ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଟିକା ଦେବା ଉପରେ ଗୁରୁତର ଦେଇଛନ୍ତି କେନ୍ଦ୍ର ସରକାର । ରାଜ୍ୟଗୁଡ଼ିକୁ ଅତିରିକ୍ତ ଭାବରେ ଟିକା ଯୋଗାଣ କରାଯିବ । ଏହାପରେ ଶିକ୍ଷକଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକା ଦେବାକୁ ଓଡ଼ିଶା…

ଭିଜିଲାନ୍ସ ଜାଲରେ ପିଇଓ, ୩ଟି ସ୍ଥାନରେ ରେଡ୍

ବରଗଡ଼: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ । ବରଗଡ଼ ଜିଲ୍ଲା ବେହେରାପାଲି ପିଇଓ ଅନୀଲ କୁମାର ପାଢ଼ୀଙ୍କ ଘରେ ପଞ୍ଝା ମାରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ରେଡ୍ ଚାଲିଛି । ୩ଟି ଟିମ୍ ତାଙ୍କ ଘର ଓ ଅଫିସରେ ଚଢ଼ାଉ…

ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୧୨ ଶିଶୁ କରୋନା ପଜିଟିଭ୍

ବାଲେଶ୍ୱର: ପିଲାଙ୍କ ପ୍ରତି ବଢ଼ିଛି କରୋନା ଭୟ । ରାଜ୍ୟରେ ଛୋଟ ଛୁଆଙ୍କୁ ସଂକ୍ରମଣ ବଢୁଛି । ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୧୨ ଶିଶୁ କରୋନା ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ ଏସଏନସିୟୁରେ ରହି ଚିକିତ୍ସିତ ହେଉଥିବା ବେଳେ କରୋନା ସଂକ୍ରମିତ ହୋଇଛନ୍ତି । ଆଉ ୮…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଧଉଳି

ଭୁବନେଶ୍ୱର:ଦୀର୍ଘ ୫ ମାସ ପରେ ଆଜି ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଧଉଳି । କରୋନା ସଂକ୍ରମଣ ହ୍ରାସ ପାଇବା ପରେ ପ୍ରଶାସନର ନିଷ୍ପତି କ୍ରମେ ଧଉଳି ଖୋଲିଛି ।ପର୍ଯ୍ୟଟକ ମାନଙ୍କ ଆଗମନରେ ପୁଣି ଚଳଚଂଞ୍ଚଳ ହୋଇଉଠିବ ଧଉଳି ଶାନ୍ତିସ୍ତୁପ । ପୁଣି ଲାଇଟ୍ ଆଉ ସାଉଣ୍ଡର ମଜା ନେବେ ଦର୍ଶକ । କିଛି ଦିନ…

ହୁ ହୁ ହୋଇ ଜଳିଗଲା ବାଇକ୍

ବାରିପଦା: ବାଇକରେ ହଠାତ୍ ଲାଗିଲା ନିଆଁ । ହୁ ହୁ ହୋଇ ଜଳିଗଲା । କେହି କିଛି ବୁଝି ପାରିଲେ ନାହିଁ । ଚାହୁଁ ଚାହୁଁ ସମ୍ପୂର୍ଣ୍ଣ ଜଳିଗଲା ପଲସର ବାଇକ୍ । ବାରିପଦା ମଧୁବନ ମିନି ଷ୍ଟାଡିୟମ ଆଗରେ ଆଜି ସକାଳେ ଏହି ଘଟଣା ଦେଖିବାକୁ ମିଳିଥିଲା । ତେବେ କିଛି ଲୋକଙ୍କ ସାହସିକତା ପାଇଁ ପାଖରେ…

TOLO ନ୍ୟୁଜ୍ ରିପୋର୍ଟରଙ୍କୁ ନିସ୍ତୁକ ପିଟିଲେ ତାଲିବାନୀ

କାବୁଲ: ଆଫଗାନିସ୍ତାନ କବଜା ପରେ ତାଲିବନର ବର୍ବରତା ବଢ଼ିଲାଣି । ଟୋଲୋ ନ୍ୟୁଜର ଜଣେ ସାମ୍ବିଦିକଙ୍କୁ ତାଲିବାନୀ ମାଡ଼ ମାରିଛନ୍ତି । ତାଙ୍କ ନାଁ ଜାୟର ଖାନ୍ ୟାଦ୍ । ତେବେ ତାଙ୍କୁ ତାଲିବାନ ହତ୍ୟା କରିଥିବା କିଛି ସମୟ ପୂର୍ବରୁ ଖବର ଆସିଥିଲା । ଯାହାକୁ ନିଜେ ଜାୟର ଖଣ୍ଡନ କରିଛନ୍ତି । ସେ…