Latest Odisha News

BREAKING NEWS

Yearly Archives

2021

ତାଲିବାନର ଆଫଗାନିସ୍ତାନ ଦଖଲରେ ପାକିସ୍ତାନର ରହିଛି ମୁଖ୍ୟ ଭୂମିକା!

ନୂଆଦିଲ୍ଲୀ: ଆମେରିକାର ଆଇନଜୀବୀ ଦାବି କରିଛନ୍ତି ଯେ ତାଲିବାନ ଆଫଗାନିସ୍ତାନକୁ ଦଖଲ କରିବାରେ ପାକିସ୍ତାନ ଏବଂ ଏହାର ଗୁପ୍ତଚର ଏଜେନ୍ସି ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ରିପବ୍ଲିକାନ୍ ଆଇନଜୀବୀ ଷ୍ଟିଭ୍ ଚାବୋଟ୍ ଆହୁରି ମଧ୍ୟ କହିଛନ୍ତି ଯେ ଇସଲାମାବାଦ ଆଫଗାନିସ୍ତାନରେ ତାଲିବାନର…

ନିଅଣ୍ଟିଆ ବର୍ଷା ଓ ସମ୍ଭାବ୍ୟ ମରୁଡ଼ି ସ୍ଥିତି ନେଇ ଆଜି ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ରାଜ୍ୟରେ ଏବର୍ଷ ନିଅଣ୍ଟିଆ ବର୍ଷା ହୋଇଛି । ରେକର୍ଡ ସ୍ୱାଭାବିକଠାରୁ କମ୍ ବର୍ଷିଛି । ଶ୍ରାବଣ ଯାଇଥିଲେ ବି ବର୍ଷା ଉଭାନ । ଚାଷବାସ ଆଗେଇ ପାରିନି । ୨୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ପରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହେଲାଣି । ରାଜ୍ୟରେ ନିଅଣ୍ଟିଆ ବର୍ଷା ଓ ସମ୍ଭାବ୍ୟ…

ମୋଦୀଙ୍କ ବିଗ୍‌ ଫ୍ୟାନ୍‌; ମୋଦୀଙ୍କୁ ଭେଟିବା ଲାଗି ଚାଲି ଚାଲି ଶ୍ରୀନଗରରୁ ଦିଲ୍ଲୀ ଯିବେ ଯୁବକ

ଉଦ୍ଧମପୁର: ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିଗ୍‌ ଫ୍ୟାନ୍‌। ମୋଦୀଙ୍କୁ ଭେଟିବା ଲାଗି ଫାହିମ ନାଜିର ଶାହା ଶ୍ରୀନଗରରୁ ଦିଲ୍ଲୀ ଚାଲି ଚାଲି ଆସିଛନ୍ତି। ସେ ଏହା ଆଶା ମଧ୍ୟ କରିଛନ୍ତି ଯେ ସୁଦୂରରୁ ପ୍ରାୟ ୮୧୫ କିଲୋମିଟର ଯାତ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଷ୍ଟି ଆକର୍ଷଣ କରିବ ଏବଂ…

ଆଫଗାନିସ୍ତାନରୁ ଦିଲ୍ଲୀ ଫେରିଲେ ଆଉ ୧୪୬ ଜଣ

ନୂଆଦିଲ୍ଲୀ: ଆଉ ୧୪୬ ଜଣ ଲୋକଙ୍କୁ ଆଫଗାନିସ୍ତାନରୁ ସ୍ଥାନାନ୍ତରିତ କରାଯାଇ ଦିଲ୍ଲୀ ଅଣାଯାଇଛି। ସୋମବାର ସକାଳେ ବିଭିନ୍ନ ବିମାନରେ ସେମାନଙ୍କୁ ଦିଲ୍ଲୀ ଅଣାଯାଇଛି। ଏହି ସମୟରେ, ଆଫଗାନିସ୍ତାନରୁ ଆମେରିକା ୩୦ ହଜାରରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରିବାରେ ସଫଳ ହୋଇଥିବାବେଳେ ଦେଶରେ…

ଆଜିଠୁ ୟୁ-ଟ୍ୟୁବରେ ପଢ଼ିବେ ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଆଜିଠୁ ଅନଲାଇନ୍ ମୋଡରେ ପାଠପଢିବେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ । ୟୁ-ଟ୍ୟୁବରେ ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ପାଠ ପଢ଼ିବେ । ପୂର୍ବରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ୟ୍ୟନ୍ତ ପିଲାଙ୍କୁ ୟୁ-ଟ୍ୟୁବ ଜରିଆରେ ପାଠ ପଢ଼ାଯାଇଥିଲା । ଏଥିରେ ସଫଳତା ପରେ ଯୁକ୍ତ ଦୁଇ…

୩୦୦ ତାଲିବାନୀଙ୍କୁ ମୃତ୍ୟୁଦଣ୍ଡ ଦେଲେ ବିରୋଧୀ, ପଞ୍ଜଶିର ଦଖଲ ପୂର୍ବରୁ ରକ୍ତପାତ

କାବୁଲ: ଆଫଗାନିସ୍ତାନରେ ସରକାର ଗଠନ ନେଇ ତାଲିବାନ କସରତ ଚଳାଇଥିବା ବେଳେ ପଞ୍ଜଶିରରେ କଡ଼ା ବିରୋଧର ସାମନାକୁ କରିବାକୁ ପଡ଼ିଛି । ପଞ୍ଜଶିର ଦ୍ୱାର ଦେଶରେ ପହଞ୍ଚି ଧସେଇ ପଶିବାକୁ ଉଦ୍ୟମ ବେଳେ ୩୦୦ ଶହ ତାଲିବାନୀଙ୍କୁ ହତ୍ୟା କରିଛନ୍ତି ତାଲିବାନ ବିରୋଧୀ । କିଛି ତାଲିବାନୀଙ୍କୁ ନିଜ କବଜାକୁ…

ଭତରକନିକାରେ ଆଜିଠୁ ଦେଶୀୟ ପକ୍ଷୀ ଗଣନା

କେନ୍ଦ୍ରାପଡ଼ା: ଆଜିଠାରୁ ଭିତରକନିକା ଜାତୀୟ ଉଦ୍ୟାନରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ ହୋଇଛି । ୭ ଦିନ ଧରି ଚାଲିବ ପକ୍ଷୀ ଗଣନା । ଏହି କାମରେ ନିୟୋଜିତ ଅଛନ୍ତି ୨ଟି ଟିମ୍ । ପ୍ରତି ଟିମ୍‌ରେ ୭ ଜଣ ଲେଖାଏ ସଦସ୍ୟ ଦେଶୀୟ ପକ୍ଷୀ ଗଣନା କରିବେ । ମୌସୁମୀ ସିଜିନରେ ଦେଶୀୟ ପକ୍ଷୀଙ୍କ ସମାଗମ…

ଦିଲ୍ଲୀ ବାହୁଡ଼ିବେ ଅଶ୍ୱିନୀ ବୈଷ୍ଣବ: ଓଡ଼ିଶାରେ ରେଳ ପ୍ରକଳ୍ପକୁ ଅଗ୍ରାଧିକାର ଦେବାକୁ ପ୍ରତିଶ୍ରୁତି

ଭୁବନେଶ୍ୱର: ଜନ ଆଶୀର୍ବାଦ ଯାତ୍ରାରେ ଓଡ଼ିଶା ଗସ୍ତରେ ଆସିଥିବା ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଦିଲ୍ଲୀ ବାହୁଡ଼ିବେ । ୪ ଦିନିଆ ଓଡ଼ିଶା ରହଣିରେ ସେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଜନ ଆଶୀର୍ବାଦ ଯାତ୍ରାରେ ସାମିଲ ହୋଇଥିଲେ । ମାରାଥନ୍ କାର୍ୟ୍ୟକ୍ରମରେ ରାୟଗଡ଼ା, କୋରାପୁଟ,…

ଆଜିଠୁ ଭୁବନେଶ୍ୱରରେ ଖୋଲିଲା ସବୁ ଧର୍ମାନୁଷ୍ଠାନ

ଭୁବନେଶ୍ୱର: ଆଜିଠୁ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଖୋଲିଛି ସବୁ ଧର୍ମାନୁଷ୍ଠାନ । କୋଭିଡ୍ କଟକଣାରେ ଖୋଲିବାକୁ ଅନୁମତି ମିଳିଥିଲା । ତେବେ ଆଜି ଲିଙ୍ଗରାଜ ମନ୍ଦିର ଖୋଲିନାହିଁ । ଲିଙ୍ଗରାଜ ମନ୍ଦିର ସେପ୍ଟେମ୍ବର ୧ ତାରିଖରୁ ସର୍ବସାଧାରଣ ଦର୍ଶନ ପାଇଁ ଖୋଲିବ । କୋଭିଡ୍ ନିୟମ ମାନି…

ଆଜି ରାଜ୍ୟରୁ ୭୬୧ କରୋନା ପଜିଟିଭ୍, ୦-୧୮ ବର୍ଷ ଭିତରେ ୧୦୧ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ସଂକ୍ରମଣ । ଏଣିକି ହଜାରେ ଭିତରେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୬୧ ସଂକ୍ରମିତ । ଏମାନଙ୍କ ଭିତରେ ୦-୧୮ ବର୍ଷ ଭିତରେ ୧୦୧ ଜଣ ଅଛନ୍ତି । ମୋଟ୍ ସଂକ୍ରମିତଙ୍କ ଭିତରୁ କ୍ୱାରେଣ୍ଟାଇନରୁ ୪୪୩ ଜଣ ଚିହ୍ନଟ ହୋଇଥିବା…