Latest Odisha News

BREAKING NEWS

Yearly Archives

2021

ପାଟଣାଗଡରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଜନ ଆଶୀର୍ବାଦ ଯାତ୍ରା

ପାଟଣାଗଡ଼ : ପାଟଣାଗଡ଼ରେ ଅନୁଷ୍ଠିତ ହୋଇଛି ବିଜେପିର ଜନ ଆଶୀର୍ବାଦ ଯାତ୍ରା । ଶେଷ ଦିନରେ ଏହି ଆଶୀର୍ବାଦ ଯାତ୍ରାରେ ସାମିଲ ହୋଇଥିଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । କେନ୍ଦ୍ରମନ୍ତ୍ରୀ ପହଞ୍ଚିବା ପରେ ଗଙ୍ଗାସାଗର ଠାରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ସେଠାରୁ ଏକ…

ଆରପାରିରେ ଭାରତର ମହାନ ଫୁଟବଲର ଶାହିଦ ହକିମ

ନୂଆଦିଲ୍ଲୀ: ମହାନ ଭାରତୀୟ ଫୁଟବଲ ସୟେଦ ଶାହିଦ ହକିମଙ୍କ ଆଜି ୮୨ ବର୍ଷ ବୟସରେ ପରଲୋକ ହୋଇଯାଇଛି । ୧୯୬୦ ଅଲିମ୍ପିକ୍ସରେ ସେ ଭାରତ ପକ୍ଷରୁ ଖେଳିଥିଲେ । ୫ ଦଶନ୍ଧି ଧରି ଭାରତୀୟ ଫୁଟବଲ ସହିତ ଜଡିତ ଥିବା ହକିମ ଦ୍ରୋଣାଚାର୍ଯ୍ୟ ଏବଂ ଧ୍ୟାନଚାନ୍ଦ ପୁରସ୍କାରରେ ସମ୍ମାନୀତ ହୋଇଥିଲେ । ୧୯୮୨…

ହରିୟାଣାରେ ସେପ୍ଟେମ୍ବର ୬ ଯାଏଁ ବଢ଼ିଲା ଲକଡାଉନ ଅବଧି

ଚଣ୍ଡିଗଡ଼ : ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମଣ । ମାମଲା ଧିରେ ଧିରେ ସ୍ବାଭାବିକ୍ ହେଉଥିବା ବେଳେ, ହରିୟାଣା ସରକାର ବଢ଼ାଇଛନ୍ତି ଲକଡାଉନ୍ ଅବଧି । ଆସନ୍ତା ସେପ୍ଟେମ୍ବର ୬ ତାରିଖ ଯାଏଁ ଲକଡାଉନ ଅବଧି ବଢ଼ାଇଛନ୍ତି ହରିୟାଣା ସରକାର । ନୂଆ ଗାଇଡଲାଇନ୍ ଅନୁସାରେ, କଟକଣାରେ କିଛିଟା କୋହଳ…

ପଞ୍ଜଶୀର ଅଭିମୁଖେ ତାଲିବାନ !

କାବୁଲ: ଆଫଗାନିସ୍ତାନ କବଜା କରିଥିବା ତାଲିବାନ ଏବେ ପଞ୍ଜଶୀର ଅକ୍ତିଆର କରିବା ପାଇଁ ଉଦ୍ୟମ ଆରମ୍ଭ କରିଛି । ତାଲିବାନକୁ ବାରମ୍ବାର ପାଣି ପିଆଇଥିବା ପଞ୍ଜଶୀରା ଯୋଦ୍ଧା କିଭଳି ମୁକାବିଲା କରୁଛନ୍ତି ସେଥିପ୍ରତି ସାରା ବିଶ୍ୱର ନଜର ରହିଛି । ଏଠାରେ ଗଠନ କରାଯାଇଥିବା ନଦର୍ଣ୍ଣ ଆଲିୟାନ୍ସ…

ଆଫଗାନିସ୍ତାନରେ ସରକାର ଗଠନ ନେଇ ଚାଲିଛି ଆଲୋଚନା

ଆଫଗାନିସ୍ତାନ : ଆଫଗାନିସ୍ତାନରେ ଘଡିକେ ଛୁଟୁଛି ଘୋଡା । ସରକାର ଗଠନ ନେଇ ପୂର୍ବତନ ରାଷ୍ଟ୍ରପତି ହମିଦ କାରଜାଇ ଓ ତାଲିବାନ ନେତା ମୁଲ୍ଲା ଅବଦୁଲ ଘନି ବାରଦାରଙ୍କ ସହ ଆଲୋଚନା ହୋଇଛି । ସେପଟେ ପ୍ରତିରକ୍ଷା ମନ୍ତ୍ରୀ ଜେନରାଲ ବିସମିଲ୍ଲା ମହମ୍ମଦି ଏବେ ଚର୍ଚ୍ଚାକୁ ଆସିଛନ୍ତି । ସେ ଏବେ…

ଗାଁ ଦାଣ୍ଡରେ ବୁଲୁଛି ଭାଲୁ, ଭୟରେ ଗ୍ରାମବାସୀ

ଯାଜପୁର : ଗାଁ ଦାଣ୍ଡରେ ବୁଲୁଛି ଭାଲୁ । ଭୟରେ ଗ୍ରାମବାସୀ । ଯାଜପୁର ଜିଲ୍ଲା ଦାନଗଦି ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ଗ୍ରାମରେ ଦେଖିବାକୁ ମିଳିଛି ଏପରି କିଛି ଦୃଶ୍ୟ । ଗତ ଦୁଇ ଦିନ ହେବ ବିଳମ୍ବିତ ରାତିରେ ଗାଁ ଦାଣ୍ଡରେ ଏକ ଭାଲୁ ବୁଲୁଥିବାର ଦେଖିବାକୁ ମିଳୁଛି । ଯାହାକୁ ନେଇ ଗାଁ ଲୋକ…

୬୦ ବର୍ଷରୁ ଅଧିକ ବୟସ୍କଙ୍କୁ ଏଣିକି ଦିଆଯାଇପାରିବ ସିଙ୍ଗଲ ଡୋଜ ଭାକ୍ସିନ ସ୍ପୁଟନିକ୍ ଲାଇଟ୍

ନୂଆଦିଲ୍ଲୀ : ୬୦ ବର୍ଷରୁ ଅଧିକ ବୟସ୍କଙ୍କୁ ଏଣିକି ଦିଆଯାଇପାରିବ ସିଙ୍ଗଲ ଡୋଜ ଭାକ୍ସିନ ସ୍ପୁଟନିକ୍ ଲାଇଟ୍ ଟିକା । ଏହାକୁ ମଞ୍ଜୁର ଦେଇଛି ଋଷ । କୋଭିଡରୁ ଆରୋଗ୍ୟ କରିବା କ୍ଷମତା ୯୩.୫ ପ୍ରତିଶତ ଥିବାରୁ ଏହି ଟିକା ଜରିଆରେ କରୋନାକୁ ଦୂର କରାଯାଇପାରିବ ବୋଲି କୁହାଯାଇଛି । ଋଷ…

ୟୁକେର ମାଞ୍ଚେଷ୍ଟରରେ ଶ୍ରୀଜଗନ୍ନାଥଙ୍କର ବିଗ୍ରହ ପ୍ରତିଷ୍ଠା ଉତ୍ସବ

ମାଞ୍ଚେଷ୍ଟର : ୟୁନାଇଟେଡ୍‍ କିଙ୍ଗଡମର ଦ୍ବିତୀୟ ବୃହତ୍ତମ ନଗରୀ ମାଞ୍ଚେଷ୍ଟରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ବିଗ୍ରହ ପ୍ରତିଷ୍ଠା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ସକାଳୁ ପୂଜାର୍ଚ୍ଚନା, ଅଧିବାଶ, କଳସ ଯାତ୍ରା, ଅଭିଷେକ, ମୂର୍ତ୍ତି ସ୍ଥାପନା ଓ ପ୍ରାଣ ପ୍ରତିଷ୍ଠା ଆଦି ଧାର୍ମିକ…

କମାଲ କଲା ସ୍ୱଦେଶୀ ରାକ୍ଷୀ, ଚୀନର କ୍ଷତି ହେଲା ୫୦୦୦ କୋଟି ଟଙ୍କା

ନୂଆଦିଲ୍ଲୀ: ସ୍ୱଦେଶୀ ମନୋଭାବ ଯୋଗୁ ଆଜି ରାକ୍ଷୀ ପୂର୍ଣ୍ଣିମାରେ ଭାରତୀୟ ବ୍ୟବସାୟୀମାନେ ଚୀନକୁ ଶକ୍ତ ଧକ୍କା ଦେଇଛନ୍ତି । ସ୍ୱଦେଶୀ ରାକ୍ଷୀ ଯୋଗୁ ଚୀନ ୫୦୦୦ କୋଟି ଟଙ୍କାର କ୍ଷତି ସହିଛି । କନଫେଡେରେଶନ ଅଫ ଅଲ ଇଣ୍ଡିଆ ଟ୍ରେଡର୍ସ ଚୀନରୁ ରାକ୍ଷୀ ନ ଆଣି ସ୍ୱଦେଶୀ ଶୈଳୀ ରାକ୍ଷୀ ବ୍ୟବସାୟ…

ଲା ଗଣେଶନ ମଣିପୁରର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ

ନୂଆଦିଲ୍ଲୀ: ଲା ଗଣେଶନକୁ ମଣିପୁରର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଏହି ଗୁରୁ ଦାୟିତ୍ୱ ପ୍ରଦାନ କରିଛନ୍ତି । ତାମିଲନାଡୁର ଏହି ପୂର୍ବତନ ବିଜେପି ସଭାପତି ରାଜ୍ୟସଭା ସଦସ୍ୟ ମଧ୍ୟ ରହି ସାରିଛନ୍ତି । ସେ ଏକ ଅଭିଜ୍ଞ ସମ୍ପନ୍ନ ରାଜନେତା…