Latest Odisha News

BREAKING NEWS

Yearly Archives

2021

୩୧ ଅଗଷ୍ଟ ପୂର୍ବରୁ ସରକାର ଗଠନ କରିବନି ତାଲିବାନ

କାବୁଲ: ୩୧ ଅଗଷ୍ଟ ପୂର୍ବରୁ ତାଲିବାନ ଆଫଗାନିସ୍ତାନରେ ସରକାର ଗଠନ ନ କରିବା ପାଇଁ ନିଷ୍ପତି ନେଇଛି । ଆମେରିକା ସେନା ସମ୍ପୂର୍ଣ୍ଣ ଭାବେ ଆଫଗାନିସ୍ତାନ ଛାଡିବା ପରେ ସରକାର ଗଠନ ସମ୍ପର୍କରେ ବିସ୍ତୃତ ଆଲୋଚନା ହେବ । ତାଲିବାନ ପ୍ରବକ୍ତା ଅନସ ହକ୍କାନୀଙ୍କ ଏହି ବୟାନ ପରେ ଆଫଗାନବାସୀଙ୍କ…

ତାଲିବାନକୁ ସମର୍ଥନ କରିବେ ପୂର୍ବତନ ରାଷ୍ଟ୍ରପତି ଅଶରଫ୍‌ ଘନିଙ୍କ ଭାଇ

ନୂଆଦିଲ୍ଲୀ: ଆଫଗାନିସ୍ତାନ ସମ୍ପୂର୍ଣ୍ଣ ରୂପେ ତାଲିବାନ ନିୟନ୍ତ୍ରଣକୁ ଗଲା ପରେ ଆଫଗାନିସ୍ତାନର ସଙ୍କଟ ବଢିବାରେ ଲାଗିଛି। ଏଭଳି ସଙ୍କଟ ମଧ୍ୟରେ ପୂର୍ବତନ ରାଷ୍ଟ୍ରପତି ଅଶରଫ୍‌ ଘନି ମଧ୍ୟ ଦେଶ ଛାଡି ପଳାୟନ କରିଛନ୍ତି। ତେବେ ସଦ୍ୟ ରିପୋର୍ଟ ଅନୁଯାୟୀ ଆଫଗାନିସ୍ତାନର ପୂର୍ବତନ ରାଷ୍ଟ୍ରପତି…

କ୍ଲବ ଘର ଭିତରୁ ମୃତଦେହ ଉଦ୍ଧାର

ସୋନପୁର: କ୍ଲବ ଭିତରୁ ମୃତଦେହ ଉଦ୍ଧାର । ସୋନପୁର ସହରର ବ୍ଲକ ଛକ ନିକଟରେ ଥିବା ରୟାଲ ସ୍ପୋର୍ଟିଂ କ୍ଲବ ଭିତରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ସୋନପୁର ଗ୍ରୀଡକୋ ଅଞ୍ଚଳର ୫୫ ବର୍ଷୀୟ ଶଙ୍କର ସାହୁ । ସାଇଣ୍ଟିଫିକ୍ ଟିମର ଉପସ୍ଥିତିରେ ମୃତଦେହକୁ ଉଦ୍ଧାର କରି ଖୋଳତାଡ…

ଡ୍ରାଇଭର୍ ରଚିଥିଲା ଏଟିଏମ୍ ଭ୍ୟାନ୍ ଅପହରଣ ନାଟକ

ବ୍ରହ୍ମପୁର: ଡ୍ରଇଭର୍ ୪୨୦ । ଯେଉଁ ଏଟିଏମ୍ ଟଙ୍କା ଭର୍ତ୍ତି ଭ୍ୟାନ୍ ଚଳାଉଥିଲା ତାକୁ ଅପହରଣ କରି ଟଙ୍କା ଲୁଟ୍ କରିବାକୁ ମାଷ୍ଟରପ୍ଲାନ୍ କରିଥିଲା । ସହଯୋଗୀଙ୍କୁ ନେଇ ଅପରହଣ ନାଟକ ରଚିଥିଲା । ବ୍ରହ୍ମପୁର ବଡ଼ବଜାର ଥାନା ଅଞ୍ଚଳରୁ ଏଟିଏମ୍ ଟଙ୍କା ଭର୍ତ୍ତି ଭ୍ୟାନକୁ ଅପହରଣ ଘଟଣାର…

ଆକ୍ଟିଭ୍‌ ହେଲା ସୁଶାନ୍ତ ସିଂ ରାଜପୁତଙ୍କ ଫେସ୍‌ବୁକ୍‌ ଆକାଉଣ୍ଟ; ତାଜୁବ ହେଲେ ଫ୍ୟାନ୍ସ

ମୁମ୍ବାଇ: ସ୍ବର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୧ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ସେ ତାଙ୍କ ପ୍ରଶଂସକଙ୍କ ହୃଦୟରେ ଏବେ ବି ଜୀବିତ ଅଛନ୍ତି। ତେବେ କିଛିଦିନ ତଳେ ଯେତେବେଳେ ସୁଶାନ୍ତଙ୍କ ଫେସବୁକ୍ ଆକାଉଣ୍ଟ ଅଚାନକ ସକ୍ରିୟ ହୋଇଥିଲା ସେତେବେଳେ ତାଙ୍କ ପ୍ରଶଂସକ…

ତାଲିବାନୀଙ୍କୁ ବାଇଡେନଙ୍କ ଚେତାବନୀ, ଫସିଥିବା ଲୋକଙ୍କୁ ଆଶ୍ୱାସନା

ନୂଆଦିଲ୍ଲୀ: କାବୁଲ ଦଖଲ ପରେ ଉତ୍ସାହିତ ତାଲିବାନ । ଲୋକଙ୍କ ଉପରେ ପୁଣି ଥର ବର୍ବରତା ଆରମ୍ଭ କରି ଦେଇଛନ୍ତି । ଆମେରିକା ସେନା ଅପସାରଣ କରିବା ଓ ତାଲିବାନଙ୍କ ଭୟରେ ଏବେ ଆଫଗାନିସ୍ତାନ ଛାଡୁଛନ୍ତି ଲୋକ । ଏଭଳି ସ୍ଥିତିରେ ଆଫଗାନିସ୍ତାନ ସ୍ଥିତି ଉପରେ କଡ଼ା ନଜର ରଖିଛି ଆମେରିକା ।…

ସୁରକ୍ଷାକର୍ମୀ ଗୁଳିରେ ୩ ଆତଙ୍କୀ ସଫା

ଶ୍ରୀନଗର: ଜମ୍ମୁ କଶ୍ମୀର ପୁଣି ଆତଙ୍କୀ-ସୁରକ୍ଷାକର୍ମୀ ମୁହଁମୁହିଁ । ଗୁଳି ବିନିମୟରେ ଟଳିଲେ ୩ ଆତଙ୍କୀ । ଅବନ୍ତିପୁରାର ନାଗବେରନ୍ ତ୍ରାଲ ଅଞ୍ଚଳର ଜଙ୍ଗଲରେ ଏହି ଏନକାଉଣ୍ଟର ହୋଇଛି । ସୁରକ୍ଷାକର୍ମୀ ଗୁଳିରେ ୩ ଜଣ ଜୈସ-ଏ-ମହମ୍ମଦ ଆତଙ୍କବାଦୀ ନିହତ ହୋଇଛନ୍ତି । ତେବେ ସେମାନଙ୍କର ପରିଚୟ…

ଆଫଗାନିସ୍ତାନ ସଙ୍କଟ; ତାଲିବାନ ପ୍ରତି ବଦଳିଲା କି ବ୍ରିଟେନର ସ୍ୱର?

ନୂଆଦିଲ୍ଲୀ: ଆଫଗାନିସ୍ତାନ ସଙ୍କଟ ଭତିରେ ତାଲିବାନ ପ୍ରତି ବଦଳିଛି କି ବ୍ରିଟେନର ସ୍ୱର! ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କହିଛନ୍ତି ଯେ ଆବଶ୍ୟକ ହେଲେ ବ୍ରିଟେନ ତାଲିବାନ ସହ କାମ କରିବ। ବ୍ରିଟେନ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ମୁଁ ଲୋକଙ୍କୁ ଆଶ୍ୱାସନା ଦେବାକୁ ଚାହୁଁଛି ଯେ…

ACF ସୌମ୍ୟ ମୃତ୍ୟୁ ମାମଲା: ଗଜପତି ଡିଏଫଓଙ୍କୁ କ୍ରାଇମବ୍ରାଞ୍ଚର ଜେରା

ପାରଳାଖେମୁଣ୍ଡି: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଜେରାରେ ପଡ଼ିଲା ଗଜପତି ଡିଏଫଓଙ୍କ ପାଳି । ଆଜି ତଦନ୍ତକାରୀ ଟିମ୍ ଆଗରେ ହାଜର ହୋଇଛନ୍ତି ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା । ପାରଳାଖେମୁଣ୍ଡି ପୋଲିସ ଗେଷ୍ଟ ହାଉସ୍‌ରେ କ୍ରାଇମବ୍ରାଞ୍ଚର ୪ ଜଣିଆ…

ଆଜି ଗଞ୍ଜାମ ଜିଲ୍ଲାରେ ୧୦ ଟି ସ୍ମାର୍ଟ ସ୍କୁଲର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ସ୍କୁଲର ରୂପାନ୍ତରୀକରଣର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ ଓ ହିଞ୍ଜିଳି ବ୍ଲକରେ ୫ଟି ଲେଖାଏ ସ୍ମାର୍ଟ ସ୍କୁଲର ଲୋକାର୍ପଣ କରିବେ । ଉର୍ଚୁଆଲ୍ ମୋଡରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୩୦ ତାରିଖ ଭିତରେ…