Latest Odisha News

BREAKING NEWS

Yearly Archives

2021

ବିଶିଷ୍ଟ ଶିଳ୍ପପତି ତାରା ରଞ୍ଜନ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ବର : ଫାଲକନ୍ ଗ୍ରୁପ୍ ଅଫ୍ କମ୍ପାନୀ ଅଧ୍ୟକ୍ଷ ତଥା ବିଶିଷ୍ଟ ଶିଳ୍ପପତି ତାରା ରଞ୍ଜନ ପଟ୍ଟନାୟକ ଅସୁସ୍ଥ । ନିଶ୍ବାସ ପ୍ରଶ୍ବାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି । ସେ ଏବେ ଆଇସିୟୁରେ ଭେଣ୍ଟିଲେଟର…

କୋଭିଡ-୧୯ ନେଇ ଭୁଲ ତଥ୍ୟ ପ୍ରଦାନ କରିଥିବା ୧୮୦୦୦ ପୋଷ୍ଟ ହଟାଇଲା ଫେସବୁକ

ନୂଆଦିଲ୍ଲୀ: କୋଭିଡ-୧୯ ନେଇ ଭୁଲ ତଥ୍ୟ ତଥା ଗୁଜବ ସୃଷ୍ଟି କରିଥିବା ୧୮୦୦୦ ପୋଷ୍ଟକୁ ଫେସବୁକ ହଟାଇ ଦେଇଛି । କମ୍ୟୁନିଷ୍ଟ ଷ୍ଟାଣ୍ଡାର୍ଡ ଇନଫୋର୍ସମେଂଟ ରିପୋର୍ଟ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଏଥିରେ ଆକାଂଉଟସ, ପେଜ ଓ ଗ୍ରୁପ ରହିଛି । ଓଭରାଲ ଫେସବୁକ ଏବଂ ଇନଷ୍ଟାଗ୍ରାମରେ ଏ…

ଅଡୁଆରେ ସାଂସଦ ଭର୍ତ୍ତୃହରି ମହତାବ, ବୋହୂ ଆଣିଲେ ଯୌତୁକ ନିର୍ଯାତନା ଅଭିଯୋଗ

ଭୁବନେଶ୍ବର : ଅଡୁଆରେ ବିଜେଡି ସାଂସଦ ଭର୍ତ୍ତୃହରି ମହତାବ । ଭର୍ତ୍ତୃହରିଙ୍କ ବିରୋଧରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି ବୋହୂ ସାକ୍ଷୀ ମହତାବ । ମଧ୍ୟପ୍ରଦେଶର ଭୋପାଳ ମହିଳା ଥାନାରେ ଏନେଇ ଅଭିଯୋଗ କରିଛନ୍ତି ବୋହୂ ସାକ୍ଷୀ । ଭର୍ତ୍ତୃହରିଙ୍କ ସହ ସ୍ବାମୀ ଲୋକରଞ୍ଜନ ମହତାବ ଓ…

ସେପ୍ଟେମ୍ବର ସୁଦ୍ଧା ଦେଶରେ ପିଲାଙ୍କ ଲାଗି ଉପଲବ୍ଧ ହେବ କୋଭିଡ ଟିକା

ନୂଆଦିଲ୍ଲୀ : ଆସନ୍ତା ମାସ ସୁଦ୍ଧା ଦେଶରେ ପିଲାଙ୍କ ଲାଗି ଉପଲବ୍ଧ ହେବ କୋଭିଡ ଟିକା । ଏଥିପାଇଁ ସମସ୍ତ ପ୍ରକ୍ରିୟା ଚୂଡାନ୍ତ ହୋଇଛି ବୋଲି କହିଛନ୍ତି ଆଇସିଏମଆର-ଏନଆଇଭିର ନିର୍ଦ୍ଦେଶିକା ପ୍ରିୟା ଆଭାରାମ । ସେ କହିଛନ୍ତି, କୋଭିଡର ମୁକାବିଲା ଲାଗି ଭାରତୀୟ ମେଡିକାଲ ଗବେଷଣା ପରିଷଦ ଓ…

ଆଫଗାନିସ୍ତାନ ଦଖଲ ପରେ ଭାରତ ସହ ସମ୍ପର୍କ ଛିନ୍ନ କଲା ତାଲିବାନ୍

ନୂଆଦିଲ୍ଲୀ : ଭାରତ ଆଫଗାନିସ୍ତାନ ମଧ୍ୟରେ ଥିବା ବନ୍ଧୁତ୍ବପୂର୍ଣ୍ଣ ସମ୍ପର୍କରେ ଫାଟ । ଆଫଗାନିସ୍ତାନକୁ ଅକ୍ତିଆରକୁ ନେବା ପରେ ଭାରତ ସହ ସମସ୍ତ ପ୍ରକାର ବ୍ୟାବସାୟିକ ସମ୍ପର୍କ ଚ୍ଛିନ୍ନ କରିଛି ତାଲିବାନ୍ । ଫଳର ଭାରତ ଓ ଆଫଗାନ ମଧ୍ୟରେ ସମସ୍ତ ପ୍ରକାରର ଆମଦାନୀ- ରପ୍ତାନୀ ଉପରେ ରୋକ…

ଏବେ ବି ଆଫଗାନିସ୍ତାନରେ ଫସିଛନ୍ତି ୧୬୩୫ ଭାରତୀୟ

ଆଫଗାନିସ୍ତାନ : ଆଫଗାନିସ୍ତାନକୁ ଏବେ କବ୍‌ଜା କରିଛି ତାଲିବାନ । ତାଲିବାନର ରାଜୁତି ପରେ ଭାରତୀୟଙ୍କୁ ସେଠାରୁ ଉଦ୍ଧାର କରିବା ଭାରତ ପାଇଁ ସବୁଠୁ ଅଧିକ ଚ୍ୟାଲେଞ୍ଜ ହୋଇଛି । ଏବେ ବି ୧୬୩୫ ଭାରତୀୟ ଆଫଗାନିସ୍ତାନରେ ଫସି ରହିଛନ୍ତି । ଭାରତୀୟ ଦୂତାବାସର କର୍ମଚାରୀଙ୍କୁ ସୁରକ୍ଷିତ ଭାବେ…

ସତରେ କଣ ଗାନ୍ଧାରୀଙ୍କ ଅଭିଶାପ ଯୋଗୁ ଅଶାନ୍ତ ରହୁଛି ଆଫଗାନିସ୍ତାନ !

ନୂଆଦିଲ୍ଲୀ: ଆଫଗାନିସ୍ତାନରେ ଏବେ ତାଲିବାନ ଶାସନ । ଦେଶ ଅଶାନ୍ତ । ତେବେ ଏହି ଅଶାନ୍ତ ପଛରେ କଣ ରହିଛି ଗାନ୍ଧାରୀଙ୍କ ଅଭିଶାପ । ଯୁକ୍ତିସଂଗତ ନ ହେଲେ ମଧ୍ୟ ପୌରାଣିକ ଗାଥା ଅନୁସାରେ ଏହା ସତ୍ୟ ହେଉଛି । ମହାଭାରତ ସହିତ ଆଫଗାନିସ୍ତାନର ବହୁତ ପୁରୁଣା ସମ୍ପର୍କ ରହିଛି । ଏହିଠାରୁ ହିଁ…

ଦିଦିଙ୍କୁ ଝଟକା, ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ତୃଣମୂଳ କଂଗ୍ରେସକୁ ଆଜି ଶକ୍ତ ଧକ୍କା ଲାଗିଛି । ନିର୍ବାଚନ ପରବର୍ତୀ ହିଂସାକାଣ୍ଡର ତଦନ୍ତ ସିବିଆଇକୁ ଦେବା ପାଇଁ ହାଇକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହା ବ୍ୟତୀତ ଏସଆଇଟି ଗଠନ କରିବା ସହ ୬ ସପ୍ତାହ ମଧ୍ୟରେ ରିପୋର୍ଟ…

[ଭିଡିଓ] ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ, ଶୁଭାରମ୍ଭ ହେବ ବିଜୁ କଲ୍ୟାଣ ସ୍ୱାସ୍ଥ୍ୟ ଯୋଜନା

ମାଲକାନଗିରି: ପ୍ରଥମେ ମାଲକାନଗିରି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧିନରେ ସ୍ମାର୍ଟ କାର୍ଡ ବଣ୍ଟନ ହେବ । ଏଥିପାଇଁ ଆସନ୍ତକାଲି ମାଲକାନଗିରି ଗସ୍ତ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଏହା ପୂର୍ବରୁ ଜିଲ୍ଲା ପ୍ରଶାସନ ବ୍ୟାପକ ପ୍ରସ୍ତୁତି କରିଥିଲାବେଳେ…

ସ୍ୱାମୀଙ୍କ ବଡ ବୟାନ, ଘାନିଙ୍କୁ ଭାରତ ଶରଣ ଦେବାର ଥିଲା !

ନୂଆଦିଲ୍ଲୀ: ବିଜେପି ନେତା ସୁବ୍ରମଣ୍ୟମ ସ୍ୱାମୀ ତାଲିବାନ ଘଟଣାରେ ଭାରତର ପଦକ୍ଷେପ ନେଇ ମୁହଁ ଖୋଲିଛନ୍ତି । ତାଲିବାନ ଆଫଗାନିସ୍ତାନକୁ କବଜା କରିବା ପୂର୍ବରୁ ଭାରତ ରାଷ୍ଟ୍ରପତି ଅଶ୍ରଫ ଘନିଙ୍କୁ ନିମନ୍ତ୍ରଣ ଦେଇ ଶରଣ ଦେଇଥିଲେ ବୁଦ୍ଧିମାନର କାମ ହୋଇଥାନ୍ତା । ଆଗାମୀ ଦିନରେ ପିଓକେରେ…