Latest Odisha News

BREAKING NEWS

Yearly Archives

2021

ଭାର୍ଗବୀ ନଦୀଗର୍ଭରୁ ପୁରାତନ ମନ୍ଦିରର ଅଂଶ ବିଶେଷ ଠାବ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ନଦୀ ଗର୍ଭରୁ ବହୁ ପୁରାତନ ମନ୍ଦିରର ଅଂଶ ବିଶେଷ ଠାବ । ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳର ଭାର୍ଗବୀ ନଦୀ ଗର୍ଭରୁ ଏମିତି କିଛି ସନ୍ଧାନ ପାଇଛନ୍ତି ଐତିହାସିକ ଓ ପ୍ରତ୍ନକାତ୍ତିକ । 'Rediscover Lost Heritage' ସଂସ୍ଥାର ଏକ ଚାରି  ଜଣିଆ ସଦସ୍ୟ ବିଶିଷ୍ଟ…

ପରଲୋକରେ ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନା

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ପିସିସି ସଭାପତି  ଜୟଦେବ ଜେନାଙ୍କ ପୁଅ ତଥା ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ପରଲୋକ ।  ୪୪ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। କୋଭିଡ୍ ପରବର୍ତ୍ତୀ ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁ ହାଇଦ୍ରାବାଦରେ ଚିକିତ୍ସାଧୀନ…

ସ୍ଵାଭିମାନ ଅଞ୍ଚଳରେ ମାଓ ବିରୋଧୀ ପୋଷ୍ଟର

ମାଲକାନଗିରି: ସ୍ୱାଭିମାନ ଅଞ୍ଚଳରେ ଲାଗିଲା ମାଓ ବିରୋଧୀ ପୋଷ୍ଟର। ଆନ୍ଧ୍ର କ୍ୟାଡର ମାଓନେତାଙ୍କ ଅତ୍ୟାଚାରକୁ ବିରୋଧ କରି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳରେ ଆଦିବାସୀ ଅଧିକାର ମଞ୍ଚ ପକ୍ଷରୁ ଏହି ପୋଷ୍ଟର ଲଗାଯାଇଛି । ବିଶେଷ କରି ସ୍ୱାଭିମାନ ଅଞ୍ଚଳରେ ସରକାରଙ୍କ…

ରୋଷେଇ ବେଳେ ଫାଟିଲା ଗ୍ୟାସ୍ ଟାଙ୍କି, ନିଆଁ ଲାଗି ୭ ଆହତ

ଖୋର୍ଦ୍ଧା: ରୋଷେଇ ବେଳେ ଗ୍ୟାସ୍ ଟାଙ୍କିରେ ଲାଗିଲା ନିଆଁ । ପରେ ଫାଟିବାରୁ ୭ ଜଣ ଗୁରୁତର ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ରମ୍ଭାରୀମୁଣ୍ଡା ଗାଁରେ ଏହି ଘଟଣା ଘଟିଛି । ଗାଁର ରବୀନ୍ଦ୍ର ପ୍ରଧାନଙ୍କ ଘରେ ରୋଷେଇ ଚାଲିଥିବା ବେଳେ ହଠାତ୍ ଗ୍ୟାସ୍ ଟାଙ୍କିରେ ନିଆଁ…

ୟୁଜିସି ମାନ୍ୟତା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ସାମିଲ ହେଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ୟୁଜିସି ମାନ୍ୟତା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ସାମିଲ ହେଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟ । ୟୁଜିସି ଅଧିନିୟମ-୧୯୫୬, ଧାରା ୨ (ଏଫ୍) ଅନୁଯାୟୀ, ୟୁନିଭର୍ସିଟି ଗ୍ରାଣ୍ଟ କମିଶନ ବିଶ୍ୱବିଦ୍ୟାଳୟର ମାନ୍ୟତା ସେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛନ୍ତି । ଏନେଇ…

ଭୁବନେଶ୍ୱରରେ ପହଞ୍ଚିଲେ ଓଡ଼ିଶାର ଦୁଇ କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଛନ୍ତି ଦୁଇ କେନ୍ଦ୍ର ମନ୍ତ୍ରୀ । ଭୁବନେଶ୍ୱରରେ ଆଜି ପହଞ୍ଚିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କେନ୍ଦ୍ରରେ ନୂଆ ମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ ପରେ ପ୍ରଥମ ଓଡ଼ିଶା ଗସ୍ତରେ ଆସିଛନ୍ତି ଦୁଇ…

କାବୁଲ ଛାଡ଼ିବା ପରେ ପ୍ରଥମ ଥର ସାମନାକୁ ଆସିଲେ ଅଶ୍ରଫ ଘନି, ଦେଶ ଛାଡ଼ିବାର କାରଣ କହିଲେ

ଆବୁଧାବି: ଦେଶ ଛାଡ଼ି ପଳାଇବା ପରେ ପ୍ରଥମ ଥର ସୋସିଆଲ୍ ମିଡିଆରେ ଭିଡିଓ ବାର୍ତ୍ତା ଜାରି କରିଛନ୍ତି ଆଫଗାନିସ୍ତାନ ରାଷ୍ଟ୍ରପତି ଅଶ୍ରଫ ଘନି । କାହିଁକି ଦେଶ ଛାଡ଼ିଲେ ଓ ସାଙ୍ଗରେ କଣ ନେଇ ଆସିଛନ୍ତି ସେ କହିଛନ୍ତି । ଦେଶବାସୀଙ୍କ ଉଦ୍ଦେଶ୍ୟରେ ଭିଡିଓ ବାର୍ତ୍ତାରେ ଅଶ୍ରଫ ଘନି କହିଛନ୍ତି,…

ରାଜ୍ୟରେ ପୁଣି ହଜାରେ ଡେଇଁଲା କରୋନା ସଂକ୍ରମଣ, ଆଜି ୧୨୮ ଛୁଆ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତିନି ଦିନ ହଜାରେ ଭିତରେ ରହିଥିଲା କରୋନା ସଂକ୍ରମଣ । ଆଜି ପୁଣି ଥରେ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ପାର କରିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ହଜାର ୪୧ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୬୦୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୩୬ । ଏମାନଙ୍କ ଭିତରେ…

ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା (୧୦)

ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୧୦  ଦିନ ଓ ରାତିକୁ ଯୋଡ଼ି ଦେବାର ବେଳ ଏଇଟା। ତିଥିର ସମୟ। ' ଦୀପଂଜ୍ୟୋତି ପରଂବ୍ରହ୍ମ ....ସନ୍ଧ୍ୟା ଦୀପ ନମସ୍ତୁତେ।' ଏ ସମୟ ସବୁଦିନ ବିଭୋର କରେ। ଏକାତ୍ମ ହେବାର ବେଳା ଯେମିତି। ଏକାଥିଲାବେଳେ ଭାଗବତ ପଢେ। ନବାକ୍ଷରୀ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୧୯-୮-୨୦୨୧ ଗୁରୁବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଅଗଷ୍ଟ ତା ୧୯ ରିଖ ଗୁରୁବାର ସିଂହ ୩ ଦିନ ଶ୍ରାବଣ ମାସ ଶୁକ୍ଳପକ୍ଷ ଦ୍ବାଦଶୀ ତିଥି ପୂର୍ବାଷାଢା ନକ୍ଷତ୍ର ଧନୁ ଚନ୍ଦ୍ର ଘାତ ବାର-: ତୁଳା ଓ କୁମ୍ଭ ରାଶିର ଘାତ ଚନ୍ଦ୍ର-: ତୁଳା କୁମ୍ଭ ରାଶି ପୁରୁଷ…