ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା
ରାଉରକେଲା : ରାଉରକେଲାରେ ବିଭିନ୍ନ ଉନ୍ନୟନୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ 5T ସଚିବ ଭି.କେ ପାଣ୍ଡିଆନ୍ । ଗସ୍ତ ଅବସରରେ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ, ଫୁଟବଲ୍…