ରାଜଧାନୀ ସମେତ ରାଜ୍ୟର ଏହି ୧୩ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ତିନି ଘଣ୍ଟା ମଧ୍ୟରେ କଟକ ଏବଂ ଭୁବନେଶ୍ୱରର ସମେତ ଓଡିଶାର ୧୩ ଟି ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ସମ୍ଭାବନା ରହିଛି। ଏ ନେଇ ଆଇଏମ୍ଡି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଭଦ୍ରକ, ଯାଜପୁର, କେନ୍ଦୁଝର,…