Latest Odisha News

BREAKING NEWS

Yearly Archives

2021

ଗଳ୍ପ : ପ୍ରେମ ଓ ଚିତ୍ରକଳାର ପୃଥିବୀ

ସ୍ମୃତି ପଟ୍ଟନାୟକ  ଶୂନ୍ୟତାର ପରିଧି ମଧ୍ୟରେ ବି କେବେ କେବେ ଦୃଶ୍ୟାୟିତ ହୁଏ ଜୀବନ ର ସ୍ବରଗୀତି, ଚତୁର୍ଭୁଜର ଚାରି କୋଣରେ, ଚାରି ଗୋଟି ଉଜ୍ବଳ ବିନ୍ଦୁ, ସେମାନଙ୍କ ସମାହାରରେ ମଧ୍ୟ ବିନ୍ଦୁର ସୃଷ୍ଟି , ଉଜ୍ବଳରୁ ଉଜ୍ବଳତର ଜୀବନର ଚିତ୍ର ବିନ୍ଦୁ l ନା ଅଜଣା ଚିତ୍ରଶିଳ୍ପୀଟିଏ, ହାତରେ…

ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା ( ୨ )

ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୨ ଚନ୍ଦ୍ରାର କାମସରେ ଠିକ୍ ଦିନ ଏଗାରଟାରେ। ସକାଳ ଜଳଖିଆ ବନେଇବାକୁ ପଡେ ତା'କୁ। ଆଣ୍ଟିଙ୍କୁ ଖୁଆଏ ସେ । ପ୍ରତ୍ୟେକ ଦିନ ନୂଆନୂଆ ଖାଦ୍ୟ ପରଷିଦିଏ। ବାକି ରହିଲା ଛୋଟମୋଟ କାମ। ଲ୍ୟାପି ଖୋଲି ଡ୍ରଇଁ କରେଇବା, ଅଳ୍ପଅଳ୍ପ…

ମିଛୁଆ ରାଧୁଆ

ଚିନ୍ମୟ କୁମାର ହୋତାଙ୍କ ନିୟମିତ ସମ୍ଭ ଏଇ କଥାକୁ …… ଏଇ କିଛି ଦିନ ତଳେ ଜାତୀୟ ସ୍ଥରର କୋଭିଡ ପ୍ରବକ୍ତା  ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରୱାଲ ଗୋଟିଏ ବ୍ୟକ୍ତବ୍ୟ ରଖିଲେ ଯେ ଲୋକେ କୁଆଡେ କରୋନାର ତୃତୀୟ ଲହରୀକୁ “ମୌସୁମୀର ଅପଡେଟ୍” ଭଳି ଗ୍ରହଣ କରୁଛନ୍ତି ତଥା ଏହାକୁ…

ଆଇଆଇଏମ୍‍ସି ପକ୍ଷରୁ ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ

ଢେଙ୍କାନାଳ : ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମ୍‍ସି) ଢେଙ୍କାନାଳ ପକ୍ଷରୁ ଅନଲାଇନ ମାଧ୍ୟମରେ 'ଓଡ଼ିଆ ସାମ୍ବାଦିକତା ଦିବସ' ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟବକ୍ତା ଭାବେ ବିଶିଷ୍ଟ ଅନୁବାଦକ ତଥା ସ୍ତମ୍ଭକାର ପ୍ରଫେସର ଯତୀନ୍ଦ୍ର ନାୟକ ଯୋଗଦେଇଥିଲେ l ‘ସାମ୍ବାଦିକତା ଓ…

ଜାଣନ୍ତୁ, କେମିତି କଟିବ ଆଜି ଦିନ

ଆଜିର ରାଶିଫଳ ତା ୫-୮-୨୦୨୧ ଗୁରୁବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଅଗଷ୍ଟ ତା ୫ ରିଖ ଗୁରୁବାର କର୍କଟ ୨୧ ଦିନ ଶ୍ରାବଣ ମାସ କୃଷ୍ଣପକ୍ଷ ଦ୍ୱାଦଶୀ ତିଥି ଆଦ୍ରା ନକ୍ଷତ୍ର ମିଥୁନ ଚନ୍ଦ୍ର ଘାତ ବାର-: ତୁଳା ଓ କୁମ୍ଭ ରାଶିର ଘାତ ଚନ୍ଦ୍ର-: କନ୍ୟା ରାଶି ପୁରୁଷ ବିଛା କୁମ୍ଭ…

ବଲାଙ୍ଗିରରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କଲେ 5T ସଚିବ

ଭୁବନେଶ୍ବର : ବଲାଙ୍ଗିରରେ ବିଭିନ୍ନ ଯୋଜନାର ଅଗ୍ରଗତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଓ 5T ସଚିବ । ଆସନ୍ତା ୨୦୨୨ ଜୁନ ସୁଦ୍ଧା ବଲାଙ୍ଗିରର ଲୋୟର ସୁକତେଲ ସ୍ପିଲୱେ ନିର୍ମାଣ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଓ 5T ସଚିବ । ବଲାଙ୍ଗିର ମେଡିକାଲ କଲେଜ ଓ…

ଆସନ୍ତାକାଲିଠୁ କଟକରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

କଟକ : ଭକ୍ତଙ୍କ ପ୍ରତୀକ୍ଷାର ହେବ ଅନ୍ତ । ଆସନ୍ତାକାଲିଠୁ କଟକରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ । କୋଭିଡ ନିୟମ ଅନୁସାରେ, ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ସକାଳ ୬ଟାରୁ ରାତି ୮ଟା ପର୍ଯ୍ୟନ୍ତ ଭକ୍ତମାନେ ଦର୍ଶନ କରିପାରିବେ । ତେବେ ସପ୍ତାହନ୍ତ ସଟଡାଉନ ଅର୍ଥାତ ଶନିବାର ଓ ରବିବାର ସାଧାରଣ…

କୋଭିଡ ନିୟମ ନମାନିଲେ ଲକଡାଉନ ଲଗାଇବାକୁ ବାଧ୍ୟ ହେବୁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟରେ ଭଲ ରହିଛି କୋଭିଡ ସ୍ଥିତି । ସଂକ୍ରମଣ କମିଛି, ହେଲେ ଏବେ ବି ଟଳିନି ବିପଦ । ରାଜ୍ୟବାସୀଙ୍କୁ ସମ୍ବୋଧନ କରି ଏହା କହିଛନ୍ତି ମୁଖ୍ରମନ୍ତ୍ରୀ ନବୀନ ପଟ୍ଟନାୟକ । ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି । ବିଶ୍ବର ବିଭିନ୍ନ ସ୍ଥାନରେ…

ଟି୨୦ ବିଶ୍ୱକପ: ଅକ୍ଟୋବର ୨୪ରେ ସାମ୍ନା ସାମ୍ନି ହେବେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ: ଆଗାମୀ ଆଇସିସି ଟି୨୦ ବିଶ୍ୱକପରେ ଦୁଇ ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମୁକାବିଲା ହେବ । ଅକ୍ଟୋବର ୨୪ରେ ଏହି ହାଇ ଭୋଲଟେଜ ମ୍ୟାଚ ଖେଳାଯିବ । କରୋନା ମହାମାରୀ ଯୋଗୁ ଭାରତରେ ହେବାକୁ ଥିବା ଟି୨୦ ବିଶ୍ୱକପ ଏବେ ୟୁଏଇରେ ଅକ୍ଟୋବର ୧୭ରୁ ଆୟୋଜିତ ହେବ…

ଅଗଷ୍ଟ ୧୬ରୁ ଖୋଲିବ ଶ୍ରୀମନ୍ଦିର

ଭୁବନେଶ୍ବର : ଅଗଷ୍ଟ ୧୬ ତାରିଖରୁ ଖୋଲିବ ଶ୍ରୀମନ୍ଦିର । ପ୍ରଥମ ୫ ଦିନ ପୁରୀ ସହରବାସୀ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଏହାପରେ ୨୩ ତାରିଖରେ ସବୁ ଭକ୍ତ ଶ୍ରୀମନ୍ଦିରକୁ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ । କୋଭିଡ୍‌ ଗାଇଡ୍‌ଲାଇନ୍‌ରେ ଶ୍ରଦ୍ଧାଳୁମାନେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ।…