Latest Odisha News

BREAKING NEWS

Yearly Archives

2021

ଅତନୁ ପ୍ରି-କ୍ୱାର୍ଟରରୁ ବିଦା, ତୀରନ୍ଦାଜରେ ଭାରତର ଅଭିଯାନ ଶେଷ

ଟୋକିଓ: ତୀରନ୍ଦାଜରେ ଶେଷ ହୋଇଛି ଭାରତର ଅଭିଯାନ । ପଦକ ଆଶା ଧୂଳିସାତ ହୋଇଛି । ଆଜି ପୁରୁଷ ସିଙ୍ଗଲ୍ସ ପ୍ରି-କ୍ୱାର୍ଟର ମ୍ୟାଚ୍ ପରାସ୍ତ ହୋଇଛନ୍ତି ଅତନୁ ଦାସ । ସେ ଜାପାନର ତାକାହାରୁ ଫୁରକାଓ୍ୱାଙ୍କଠାରୁ ପରାସ୍ତ ହୋଇଛନ୍ତି । ୪-୬ରେ ପରାଜିତ ହୋଇଛନ୍ତି ଅତନୁ ଦାସ । ଅତନୁ ପୂର୍ବ ମ୍ୟାଚରେ…

ବକ୍ସିଂରେ ନିରାଶ କଲେ ଓ୍ୱାର୍ଲଡ ଚାମ୍ପିଅନ୍ ଅମିତ ପଙ୍ଘଲ

ଟୋକିଓ: ଅଲିମ୍ପିକ୍ସରେ ଆଜି ଆରମ୍ଭରୁ ନିରାଶା ଖବର ଦେଇଛନ୍ତି ଭାରତୀୟ କ୍ରୀଡାବିତ୍ । ପୁରୁଷ ୫୨ କିଲୋ ବକ୍ସିରେ ଭାରତର ପଦକ ଆଶା ଆଶାରେ ରହିଗଲା । ବିଶ୍ୱ ଚାମ୍ପିଅନ୍ ଭାରତୀୟ ବକ୍ସର ଅମିତ ପଙ୍ଘଲ ପ୍ରି-କ୍ୱାର୍ଟର ଫାଇନାଲ୍ ହାରି ଯାଇଛନ୍ତି । କଲୋମ୍ବିଆ ପ୍ରତିଯୋଗୀ ୟୁବେର୍ଜେନ…

ଆଜି ଓଡ଼ିଶାରୁ ୧୫୭୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଦ୍ୱିତୀୟ ଦିନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬ ଶହ ଭିତରେ ରହିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୫ଶହ ୭୮ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୯୧୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୬୩ । ଏହି ସମୟରେ ରାଜ୍ୟରେ ୭୨ହଜାର ୨୩୩ କୋଭିଡ୍ ଟେଷ୍ଟ ହୋଇଛି ।…

ଆଜି ସନ୍ଧ୍ୟାରେ ବାହାରିବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଏଥିପାଇଁ ଛାତ୍ରଛାତ୍ରୀ http://orissaresults.nic.inରୁ ନିଜ ଫଳାଫଳ ଦେଖିପାରିବେ । ଆଜି କେବଳ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କର ରେଜଲ୍ଟ ପ୍ରକାଶ ପାଇବ । ଖୁବଶୀଘ୍ର କଳା ଓ ଧନ୍ଦାମୂଳକ…

ତାଳପତ୍ର ପୋଥିର ଐତିହ୍ୟ

ଦେବୀ ପ୍ରସନ୍ନ ନନ୍ଦଙ୍କ ନିୟମିତ ସ୍ତମ୍ଭ : ଐତିହ୍ୟ ଐଶ୍ବର୍ଯ୍ଯ-୧ ଯେ କୌଣସି ପ୍ରାଚୀନ ସଭ୍ୟତାର ସାଂସ୍କୃତିକ ଇତିହାସ ଅବଲୋକନ କଲେ ତା'ର ବୌଦ୍ଧିକ ସମ୍ପଦ ଗୁଡିକ ଆପଣାଛାଏଁ ପ୍ରକଟ ହୋଇଥାଏ । ସେହି ବୌଦ୍ଧିକ ସମ୍ପଦ ଗୁଡିକର ସଠିକ୍ ଅଧ୍ୟୟନ ସମ୍ପୃକ୍ତ ସଭ୍ୟତାର ଇତିହାସରେ ପ୍ରତିଫଳିତ ହୁଏ…

କବିତା : ଗର୍ଭପାତ

ମନୋଜ ରଥ  ଗତ କାଲି ରୁନ୍ଧି ହେଇ ପଡ଼ୁଥିଲା ରାତି ପବନର ନଥିଲା ସୋର ଶବ୍ଦ ତାଳହୀନ ବୃକ୍ଷ ଡାଳ , ସନ୍ତପ୍ତ ବନସ୍ପତି ବିଶ୍ୱାସ ଦେହରୁ ଶୁଖି ଆସୁଥିଲା ରକ୍ତ ଅଠା ଅଠା ହୋଇ ଯାଉଥିଲା ମାଟିର ତଣ୍ଟି ରାତିର ଆଖିରେ ନଥିଲା ନିଦ ଗୁମ ସୁମ ମେଘ , ଆକାଶ ଅଣ ନିଃଶ୍ଵାସୀ ଯକ୍ଷ ଭୁଲି…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୩୧-୭-୨୦୨୧ ଶନିବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଜୁଲାଇ ତା ୩୧ ରିଖ ଶନିବାର କର୍କଟ ୧୬ ଦିନ ଶ୍ରାବଣ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅଶ୍ଵିନୀ ନକ୍ଷତ୍ର ମେଷ ଚନ୍ଦ୍ର ଘାତ ବାର-: ବୃଷ, ସିଂହ ଓ କନ୍ୟା ରାଶିର ଘାତ ଚନ୍ଦ୍ର-: ମେଷ ରାଶିର ଆଜିର ନିଷେଧ…

ବଲାଙ୍ଗିର ରାଜେନ୍ଦ୍ର ମହାବିଦ୍ୟାଳୟକୁ ୟୁଜିସି ମାନ୍ୟତା

ଭୁବନେଶ୍ବର : ବଲାଙ୍ଗିର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ ମିଳିଛି ୟୁଜିସି ମାନ୍ୟତା । ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା ମିଳିବା ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଆକାଂକ୍ଷାକୁ ପୂରଣ…

ପିଏସ୍‌ଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଣେ ଅଫିସର । ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ ପ୍ରାଇଭେଟ୍ ସେକ୍ରେଟାରୀ ବିରଞ୍ଚି ନାରାୟଣ ସାହୁଙ୍କ ଭୁବନେଶ୍ୱର ସ୍ଥିତ ଘରେ ରେଡ୍ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଭୁବନେଶ୍ୱର ଘର ସମେତ ସମ୍ପର୍କୀୟଙ୍କ ଘରେ ବି ରେଡ୍…

ଆସନ୍ତାକାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ବର : ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । ଦିନ ୨ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ସୂଚନା ଦେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ବିନା ପରୀକ୍ଷାରେ ଚଳିତ ବର୍ଷ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି । ମହାମାରୀ କୋରୋନା ସଂକ୍ରମଣ ଯୋଗୁଁ…