Latest Odisha News

BREAKING NEWS

Yearly Archives

2021

ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ବର : ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଆଇଏଏସ୍ ଅଶୋକ ମୀନାଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ବ ଦିଆଯାଇଛି । ଅଶୋକ ମୀନା ଏବେ ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ସେହିପରି ପର୍ଯ୍ୟଟନ ଓ କ୍ରୀଡ଼ା…

ପୋଲିସ୍ ଜାଲରେ ନକଲି ଘଣ୍ଟା ବ୍ୟବସାୟୀ

କଟକ : ପୋଲିସ୍ ଜାଲରେ ନକଲି ଘଣ୍ଟା ବ୍ୟବସାୟୀ । ଅସଲି କହି ନକଲି ଘଣ୍ଟା ବିକୁଥିବା ଜଣେ ବ୍ୟବସାୟଙ୍କୁ ଗିରଫ କରିଛି କଟକ ବାଦାମବାଡି ଥାନା ପୋଲିସ୍ । ବାଦାମବାଡି ବସଷ୍ଟାଣ୍ଡରେ ଏକ ଦୋକାନରେ ବିଭିନ୍ନ ବ୍ରାଣ୍ଡର ଘଣ୍ଟା ବିକୁଥିବା ବ୍ୟବସାୟୀଙ୍କୁ ଗିରଫ କରିଛି ପୋଲିସ ।…

ମଦର ପସରା ଖୋଲିବା ନିଷ୍ପତ୍ତିକୁ ବିରୋଧ

ପୁରୀ : ପୁରୀ କୋଣାର୍କ ମେରାଇନ୍ ଡ୍ରାଇଭ୍ ବେଳାଭୂମିରେ ହେବ ମଦ୍ୟପାନର ଅତ୍ୟାଧୁନିକ ଵ୍ୟଵସ୍ଥା । ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଅନଲାଇନ ଆବେଦନ ମଧ୍ୟ ଚାଲିଛି । ଆସନ୍ତାକାଲି ଏହି ଆବେଦନର ଶେଷ ତାରିଖ। ତେବେ ଶ୍ରୀକ୍ଷେତ୍ର ଭଳି ଆଧ୍ୟାତ୍ମିକ…

ହାଇକୋର୍ଟରେ ମାମଲା ଶୁଣାଣିର ହେବ ସିଧାପ୍ରସାରଣ

କଟକ : ହାଇକୋର୍ଟରେ ମାମଲା ଶୁଣାଣିର ହେବ ସିଧାପ୍ରସାରଣ । ଏ ନେଇ ହାଇକୋର୍ଟଙ୍କ ପ୍ରଣୟନ ହୋଇଛି ସ୍ବତନ୍ତ୍ର ନିୟମାବଳୀ । ହାଇକୋର୍ଟ ଅଫ୍ ଓଡ଼ିଶା ଲାଇଭ ଷ୍ଟ୍ରିମିଂ ଅଫ୍ କୋର୍ଟ ପ୍ରୋସିଡିଙ୍ଗସ ରୁଲ୍ସ-୨୦୨୧ ବଳରେ ଏହା କାର୍ଯ୍ୟକାରୀ ହେବ । ଅଗଷ୍ଟ ୨ ତାରିଖରୁ ଏହି ନୂତନ ନିୟମାବଳୀ…

ଆସନ୍ତାକାଲିଠୁ ଆରମ୍ଭ ମାଟ୍ରିକ୍ ଅଫଲାଇନ ପରୀକ୍ଷା

କଟକ : ଆସନ୍ତାକାଲିଠୁ ଆରମ୍ଭ ହେବ ମାଟ୍ରିକ ଅଫଲାଇନ ପରୀକ୍ଷା । କରୋନା କଟକଣାରେ ପରୀକ୍ଷା କରାଇବାକୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । କ୍ଲାସରୁମ୍ ସାନିଟାଇଜ୍ ହେବା ସହ ଷ୍ଟ୍ରଙ୍ଗରୁମରେ ପ୍ରଶ୍ନପତ୍ର ପହଞ୍ଚିଛି । ପରୀକ୍ଷା ହଲ୍‌କୁ କରୋନା ନେଗେଟିଭ୍ ରିପୋର୍ଟ ନେଇ ଆସିବାକୁ…

କୈଳାଶ ମନ୍ଦିରରେ ଏଲିଆନ୍ସ ରହସ୍ୟ

ଭୁବନେଶ୍ୱର : ବିଜ୍ଞାନ ଯୁଗରେ ନୁଆ ନୂଆ ଆବିଷ୍କାର ଆମକୁ ବିସ୍ମୟ କରିଆସୁଛି । ବୈଜ୍ଞାନିକଙ୍କ ପାଖରେ ସବୁ ସମ୍ଭବକୁ ଅସମ୍ଭବ କରିବାର ରହିଛି କ୍ଷମତା । ହେଲେ ପ୍ରକୃତି ଭିିତରେ ଏମିତି କିଛି ଘଟଣା ଘଟୁଛି ଯାହାକି ଭେଦ କରିବାକୁ ବୈଜ୍ଞାନିକ ବି ସଫଳ ହୋଇନାହାନ୍ତି । ଆମ ଚାରିପଟେ ଏମିତି ବହୁ…

ଚର୍ଚ୍ଚାରେ ଭରେନିକା ଆଉ ବିଶାଳକାୟ ଭାଲୁର ବନ୍ଧୁତା

ମସ୍କୋ: ରୁଷିଆର ଭରେନିକା ଦିଚକା ଏବଂ ଏକ ବିଶାଳକାୟ ଭାଲୁର ବନ୍ଧୁତା ସୋସିଆଲ ସାଇଟରେ ଚର୍ଚ୍ଚାର କାରଣ ସାଜିଛି । ଭରେନିକା ତାଙ୍କ ପୋଷା ଭାଲୁ ସହ ଦୈନିକ ନୋବୋସିବିର୍ସ୍କ ହ୍ରଦରେ ନୌକା ବିହାର କରନ୍ତି । ତାଙ୍କ ପ୍ରିୟ ଭାଲୁ କେବେ ହେଲେ କ୍ଷତି କରିବ ନାହିଁ ବୋଲି ସେ ବିଶ୍ୱାସର କୁହନ୍ତି ।…

୧୦ ବର୍ଷର ଶିଶୁକୁ ଗୋଡାଇ ନିର୍ମମ ହତ୍ୟା

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଭଟାଗୁଡା ଗ୍ରାମରେ ଅଭାବନୀୟ ଘଟଣା । ଜଣେ ୧୦ ବର୍ଷର ଶିଶୁକୁ ଗୋଡାଇ ଗୋଡାଇ ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ସାମ୍ନାକୁ ଆସିଛି । ଏହି ଗ୍ରାମର ଘାସିରାମ ମାଝୀଙ୍କ ୧୦ ବର୍ଷର ପୁଅ ଅନିଲକୁ ସେହି ଗ୍ରାମର ଜୟସିଂ ଜାନୀ ନାମକ ଜଣେ…

ବିଭିନ୍ନ ସମସ୍ୟା ନେଇ କୃଷକଙ୍କ ରାଲି

ପୁରୀ : ଧାନର ଅଭାବୀ ବିକ୍ରି, ଚାଷୀମାନଙ୍କୁ ଉଚିତ୍ ପ୍ରାପ୍ୟ ନ ମିଳିବା , ସହାୟତାରୁ ଲକ୍ଷାଧିକ ଚାଷୀ ବଞ୍ଚିତ ହେବା , ବର୍ଷା ଜଳ ନିଷ୍କାସନରେ ସମସ୍ୟା ନେଇ ରାଲି ।  ନୀଳାଚଳ କୃଷକ ସଂଘ ପକ୍ଷରୁ ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ । ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ…

ଜନ୍ମଦିନରେ ରିଲିଜ ହେଲା ସଞ୍ଜୟଙ୍କ କେଜିଏଫ ଚ୍ୟାପ୍ଟର୨ ଲୁକ

ମୁମ୍ବାଇ: ସଞ୍ଜୟ ଦତଙ୍କ ୬୨ତମ ଜନ୍ମଦିବସ ଅବସରରେ ଆଜି କେଜିଏଫ ଚ୍ୟାପ୍ଟର୨ର ମେକର୍ସ ଫିଲ୍ମରେ ଥିବା ତାଙ୍କ ଲୁକ୍ ଜାରୀ କରିଛନ୍ତି । ଏହି ଫିଲ୍ମରେ ସଞ୍ଜୟଙ୍କ ଭୟଙ୍କର ଲୁକ୍ ଅଧୀରା ସମସ୍ତଙ୍କୁ ଚକିତ କରିଛି । ଏକ୍ସେଲ ଏଂଟରଟେନମେଂଟ ତାଙ୍କ ଜନ୍ମଦିନ ସ୍ପେଶାଲ କରିବା ଦୃଷ୍ଟିକୋଣରେ ଏହି…