Latest Odisha News

BREAKING NEWS

Yearly Archives

2021

ଡରାଇଲାଣି ଡେଙ୍ଗୁ, ଭୁବନେଶ୍ବରରେ ବଢୁଛି ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ବର : ଡରାଇଲାଣି ଡେଙ୍ଗୁ । ପ୍ରତିଦିନ ଆକ୍ରାନ୍ତ ସଂଖ୍ରା ବଢୁଥିବାରୁ ଏବେ ଚିନ୍ତାରେ ପଡିଲେଣି ଭୁବନେଶ୍ବର ବାସିନ୍ଦା । ଡେଙ୍ଗୁ ଯୋଗୁଁ ଆଜି ରାଜ୍ୟରେ ପ୍ରଥମ ମୃତ୍ୟୁ ହୋଇଛି । ଯାହାକୁ ନେଇ ପ୍ରଶାସନର ଚିନ୍ତା ବି ବଢ଼ିଛି । ଏଭଳି ପରିସ୍ଥିତିରେ ଡେଙ୍ଗୁର ମୁକାବିଲା ପାଇଁ ବିଭିନ୍ନ…

‘ୱାର୍ଲଡ ହେପାଟାଇଟସ୍ ଡେ’ରେ ବାଲୁକା କଳା

ପୁରୀ: ପୁରୀ ବେଳାଭୂମିରେ ବାଲୁକା କଳା । ‘ୱାର୍ଲଡ ହେପାଟାଇଟସ୍ ଡେ’ଉପଲକ୍ଷେ ଏହି ବାଲୁକା କଳା ନିର୍ମାଣ କରାଯାଇଛି । ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଏହି ବାଲୁକା କଳା ନିର୍ମାଣ କରିଛନ୍ତି । ଯାହା ପାଇଁ ତାଙ୍କୁ ଦୀର୍ଘ ୭ଘଣ୍ଟା ସମୟ ଲାଗିଥିଲା । ‘ହେପା ଟାଇଟସ୍ କ୍ୟାନ୍…

୧୦୦୧ ପ୍ରକାରର ଆଇସକ୍ରିମ ପ୍ରସ୍ତୁତ କରି ୱାର୍ଲ୍ଡ ରେକର୍ଡ କଲା ଆବୁଧାବିର ପପ ଅଫ ଶପ

ଦୁବାଇ: ଆବୁଧାବିର ୟାସ ମଲରେ ଥିବା ପପ ଅଫ ଶପ ୧୦୦୧ ପ୍ରକାରର ଆଇସକ୍ରିମ ପ୍ରସ୍ତୁତ କରି ଗିନିଜ ବୁକ ଅଫ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଛି । ଭାନିଲା, ବଟରସ୍କଚ, ଚକୋଲେଟ ଓ ଷ୍ଟ୍ରବେରୀ ପରି ନିୟମିତ ଫ୍ଲେଭରର ଆଇସକ୍ରିମ ଖାଇ ବୋର ହୋଇ ପଡିଥିବା ବ୍ୟକ୍ତି ଏଠାକୁ ଆସିବାକୁ ଲାଗିଛନ୍ତି ।…

ଆଉ ମାସେ ବଂଚିବେ ଜାଣି ମଧ୍ୟ ଘରେ ଦେଲେ ବିଶାଳ ପାର୍ଟି, ହସି ହସି ମରିବାକୁ ଚାହୁଁଛନ୍ତି ଏହି ମହିଳା !

ଲଣ୍ଡନ: ୪୦ ବର୍ଷୀୟା କ୍ୟାନ୍ସର ରୋଗୀ ହେଥର ବୋନ ଏବେ ସାରା ବିଶ୍ୱରେ ଚର୍ଚ୍ଚିତ ହେବାରେ ଲାଗିଛନ୍ତି । ଜୀବନ ଓ ମୃତ୍ୟୁ ମଧ୍ୟରେ ଥିବା ପ୍ରକୃତ ରହସ୍ୟକୁ ସେ ବୋଧହୁଏ ବୁଝି ପାରିଛନ୍ତିି । ସେ ଆଉ ମାତ୍ର ମାସେ ବଂଚିବେ ବୋଲି ଡାକ୍ତରମାନେ କହିବା ପରେ ସେ ଭାଙ୍ଗି ପଡି ନ ଥିଲେ । ବାକି ଥିବା…

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ, ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର : ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ଲାଗି ରହିବ ବର୍ଷା । ଏହାସହ ଆଗାମୀ ୨୪ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାସହ…

ଦଶମ ଅଫଲାଇନ୍ ପରୀକ୍ଷା ଫର୍ମପୂରଣ ହୋଇ ନପାରିବାରୁ ମା’ ପୁଅଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲରେ ଅଭାବନୀୟ ଘଟଣା । ଦଶମ ଅଫଲାଇନ୍ ପରୀକ୍ଷା ଫର୍ମପୂରଣ ନହୋଇ ପାରିବାରୁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ମା’ ପୁଅ । ଏଭଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ୟୁନିଟ ୯ ଅଞ୍ଚଳର ଛାତ୍ର ଇମ୍ରାନ୍ ଖାନ୍ ଏବଂ ତାଙ୍କ ମା’ । ଦାନାଦାର ଧରି…

ମଙ୍ଗଳା ନଦୀର ବିଷ।କ୍ତ ପାଣିରେ ମାଛ ମଡ଼କ

ପୁରୀ : ବିଷାକ୍ତ ହୋଇପଡିଛି ମଙ୍ଗଳା ନଦୀର ପାଣି l ଫଳରେ ବିପୁଳ ସଂଖ୍ୟାରେ ମାଛ ମରୁଛନ୍ତି l ଏହି ମଲା ମାଛ ମଙ୍ଗଳା ମୁହାଣ ବାଲିରେ ପଡିଛନ୍ତି l ପଚା ମାଛ ଗନ୍ଧରେ ମୁହାଣ ଦେଖିବାକୁ ଯାଉଥିବା ଲୋକେ ଅତିଷ୍ଠ ହୋଇପଡୁଛନ୍ତି l ତେବେ ନଦୀ ପାଣି ବିଷାକ୍ତକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ…

ଆଷ୍ଟ୍ରାଜେନେକା ଓ ସ୍ପୁଟନିକ- ଭି ଭାକ୍ସିନକୁ ମିଶାଇ ଦିଆଯାଇପାରିବ ଟିକା

ନୂଆଦିଲ୍ଲୀ : ଆଷ୍ଟ୍ରାଜେନେକା ଓ ସ୍ପୁଟନିକ- ଭି ଭାକ୍ସିନକୁ ମିଶାଇ ଦିଆଯାଇପାରିବ ଟିକା । ଏହାକୁ ଅନୁମତି ଦେଇଛି ଋଷ । ଏନେଇ ଦେଶର ୫ଟି କ୍ଲିନିକକୁ ଟ୍ରାଏଲ ଲାଗି ନିର୍ଦ୍ଦେଶ ଦିଆଯାଇଛି । ଏହି ଟ୍ରାଏଲ ଅବଧି ଆସନ୍ତା ମାର୍ଚ୍ଚ ୨୦୨୨ ସୁଦ୍ଧା ଶେଷ ହେବ । ଋଷ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର…

କଟକଣାକୁ ମାନିଲେନି, ଗୁଣ୍ଡିଚା ମନ୍ଦିର ଭିତରକୁ ପ୍ରବେଶ କଲେ ମହିଳା ଓ ଜଣେ ପୁରୁଷ

ପୁରୀ : ଗୁଣ୍ଡିଚା ମନ୍ଦିର ଭିତରକୁ ପ୍ରବେଶ କଲେ ଜଣେ ମହିଳା ଓ ଜଣେ ପୁରୁଷ । ସେମାନଙ୍କ ପରିଚୟ ମିଳିନାହିଁ । ମହାମାରୀ କରୋନା କାରଣରୁ ଭକ୍ତଙ୍କ ପାଇଁ ଗୁଣ୍ଡିଚା ମନ୍ଦିର ବନ୍ଦ ରହିଛି । ହେଲେ ଏମାନେ କିଭଳି ମନ୍ଦିରରେ ପ୍ରବେଶ କଲେ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏକ…

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ, ହାଇକୋର୍ଟରେ ଦାୟର ହେଲା ପିଟିସନ

କଟକ : ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାର ଖିଅ ପାଉନି ପୋଲିସ । ଘଟଣାକୁ ୧୫ ଦିନ ବିତିଥିବା ବେଳେ, ଅସଲ କାରଣ ଜାଣିପାରୁନି ପୋଲିସ । ଘଟଣାରେ ପତ୍ନୀ ବିଦ୍ୟାଭାରତୀଙ୍କୁ ଗିରଫ କରିବାକୁ ପରିବାର ଲୋକେ ଦେବି କରୁଛନ୍ତି । ଅନ୍ୟପଟେ ଏହି ଘଟଣାରେ ଡିଏଫଓ ଓ ରୋଷେୟାଙ୍କୁ କ୍ଲିନ୍…