Latest Odisha News

BREAKING NEWS

Yearly Archives

2021

ହୃଷୀକେଶ ମଲ୍ଲିକଙ୍କୁ ମିଳିବ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ବର : ଘୋଷଣା ହେଲା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର । ୨୦୨୧ ମସିହା ପାଇଁ ‘ସରି ଯାଇଥିବା ଅପେରା’ କବିତା ବହି ପାଇଁ ହୃଷୀକେଶ ମଲ୍ଲିକଙ୍କୁ ମିଳିବ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର । ସେହିପରି ‘ଗୀତ କହେ ମାଟିର କଥା’ ପୁସ୍ତକ ପାଇଁ ଦେବରାଜ ବ୍ରହ୍ମାଙ୍କୁ ମିଳିବ ବାଲ୍…

ସିଲଭର୍ ସିଟି କଟକରେ ଜିରୋ ନାଇଟ ସେଲିବ୍ରେସନ ମନା ,ଚେକିଂ ଜୋରଦାର କରାଯିବ

କଟକ : କଟକରେ ଏଥର ଫିକା ପଡିବା ଜିରୋ ନାଇଟ ସେଲିବ୍ରେସନ । ଆଉ ଏ ବର୍ଷ ମଧ୍ୟ ସେଭଳି ଦେଖିବାକୁ ମିଳିବନି ଗହଳି ଚହଳି । ସିଲଭର୍ ସିଟି କଟକରେ ବିଭିନ୍ନ ହୋଟେଲ୍,କ୍ଲବ ରେଷ୍ଟୁରାଣ୍ଟରେ କୌଣସି ଆୟୋଜନ ହୋଇପାରିବ ନାହିଁ ବୋଲି ସରକାରଙ୍କ ଗାଇଡ୍ ଲାଇନ ଆସିଛି । ଡିସେମ୍ବର ୩୧ ରେ ଜିରୋ ନାଇଟ…

[ଭିଡିଓ] ମୋବାଇଲ ଚୋରି ଅଭିଯୋଗରେ ନାବାଳିକାଙ୍କୁ ନିସ୍ତୁକ ମାଡ

ଭୁବନେଶ୍ୱର: ଏବେ ବି ଲୋକଙ୍କ ମାନସିକତାରେ ଲୁଚି ରହିଛି ଜାତିଭେଦ । କେଉଁଠି ନା କେଉଁଠି ପ୍ରତିଦିନ ସାମ୍ନାକୁ ଆସୁଛି ଜାତିଆଣ ଆକ୍ଷେପ ଜନିତ ଅଘଟଣ । ଏହି ଧାରାରେ ଜଣେ ଦଳିତ ନାବାଳିକାକୁ ମୋବାଇଲ ଚୋରି ଅଭିଯୋଗରେ ନିସ୍ତୁକ ମାଡ ମରାଯାଇଥିବାର ଭିଡିଓ ଭାଇରାଲ୍ ହୋଇଛି । ଉତ୍ତରପ୍ରଦେଶ…

ଓଡିଶାରେ ଆଉ ୫ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ଓଡିଶାରେ ଆଉ ୫ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଓଡିଶାରେ ବଢୁଛି ଓମିକ୍ରନ କେଶ୍ । ଆଉ ପାଞ୍ଚ ଜଣ ସଂକ୍ରମିତ ଆଜି ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ୧୪କୁ…

ମିଶନାରିଜ୍ ଅଫ ଚାରିଟୀର ଅନ୍ତେବାସୀ ଯେପରି ଅସୁବିଧାରେ ନପଡ଼ନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର : ଓଡିଶାର ମିଶନାରିଜ୍ ଅଫ ଚାରିଟୀର ଅନ୍ତେବାସୀ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ  ନିର୍ଦ୍ଦେଶ ଦେଲେ। ଓଡିଶାରେ ମିଶନାରିଜ୍ ଅଫ ଚାରିଟୀ ଦ୍ବାରା ପରିଚାଳିତ ବିଭିନ୍ନ ସଂସ୍ଥା ଯଥା କୁଷ୍ଠାଶ୍ରମ ଓ ଅନାଥାଶ୍ରମ ମାନଙ୍କରେ…

କ୍ୱାକ ଡ଼ାକ୍ତରଙ୍କ ଭୁଲ ଇଞ୍ଜେକସନ ଯୋଗୁଁ ଚାଲିଗଲା ରୋଗୀର ଜୀବନ, ଘଟଣାସ୍ଥଳରେ ଉତ୍ତେଜନା

ସୋନପୁର: କ୍ୱାକ ଡ଼ାକ୍ତରଙ୍କ ଭୁଲ ଇଞ୍ଜେକସନ ଯୋଗୁଁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ । ଏହିଭଳି ଅଭିଯୋଗ ଆସିଛି ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁରରୁ । ମୃତକ ଜଣକ ହେଲେ ରଥପୁର ମେହେରପଡ଼ାର କାର୍ତ୍ତିକ ମେହେର । ଅଭିଯୋଗ ଅନୁସାରେ, ଦୁଇ ଦିନ ତଳେ କାର୍ତ୍ତିକଙ୍କୁ ଜ୍ୱର ଓ…

ନବରଙ୍ଗପୁର କଂଗ୍ରେସ ସଭା ମଣ୍ଡପରେ ଗଙ୍ଗାଜଳ ସିଂଚନ କରିଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ ଗିରଫ କରାଯାଉ: କଂଗ୍ରେସ…

ଭୁବନେଶ୍ୱର: ଗତ ୨୭.୧୨.୨୦୨୧ରିଖ ସୋମବାର ଦିନ ଓଡ଼ିଶା ପ୍ରଦେଶ କଂଗ୍ରେସର ୧୦୦ବର୍ଷ ପୂର୍ତି ଅସବରରେ ନବରଙ୍ଗପୁର ଜିଲ୍ଲା କଂଗ୍ରେସ କମିଟିର ତରଫରୁ ଏକ ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଥିଲା । ଏହି ସମାବେଶରେ କଂଗ୍ରେସ ଦଳର ଜାତୀୟନେତା ଯଥା ଡଃ. କହ୍ନେୟା କୁମାର, ଗୁଜୁରାଟର ମାନ୍ୟବର ବିଧାୟକ…

ଟିମ ଇଣ୍ଡିଆର ଜୋରଦାର ପ୍ରଦର୍ଶନ: ସେଂଚୁରିଆନରେ ପ୍ରଥମ ବିଜୟ

ସେଂଚୁରିଆନ: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟକୁ ଭାରତ ୧୧୩ ରନରେ ସମ୍ପୂର୍ଣ୍ଣ ଷ୍ଟାଇଲରେ ଜିତିନେଇଛି । ଏଥିସହ ସେଂଚୁରିଆନରେ ଭାରତ ପ୍ରଥମ ଟେଷ୍ଟ ବିଜୟ ହାସଲ କରି ୩ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୧-୦ର ଅଗ୍ରଣୀ ହାସଲ କରିଛି । ୩୦୫ ରନର ବିଜୟ ଲକ୍ଷ୍ୟକୁ ପିଛା କରି…

ନବରଙ୍ଗପୁରରେ ୩୦ ଟିକିଆ ହାତୀପଲ ଆତଙ୍କ : ନଷ୍ଟ କଲେ ଫସଲ ,ଭାଙ୍ଗିଲେ ଘରଦ୍ୱାର

ନବରଙ୍ଗପୁର : ନବରଙ୍ଗପୁରରେ ଆତଙ୍କ ଖେଲାଉଛନ୍ତି ହାତୀ । ନବରଙ୍ଗପୁର ରାଇଘର ବ୍ଲକ ଅନ୍ତର୍ଗତ ସମ୍ବଲପୁର ଅଞ୍ଚଳରେ ହାତୀ ଆତଙ୍କ । କାଣ୍ଡିତରାର ଛାପର ଅଞ୍ଚଳରେ ଗତାକାଲି ବିଳମ୍ବିତ ରାତିରେ ଛତିଶଗଡ ସାଲେଭାଟା ଜଙ୍ଗଲରୁ ପ୍ରାୟ ୩୦ରୁ ଉର୍ଦ୍ଧ୍ବ ହାତୀ ପଲ୍ଲ ଗାଁ ଭିତରକୁ ପଶି ଆସିଥିଲେ ।…

ମହୁମାଛି ଆକ୍ରମଣରେ ଦୁଇଜଣ ଗୁରୁତର

କାମାକ୍ଷାନଗର: ମହୁମାଛି ଆକ୍ରମଣରେ ଦୁଇଜଣ ଗୁରୁତର ହୋଇଛି । ଢ଼େଙ୍କାନାଳ ଜିଲ୍ଲା ଭୁବନ ଏନଏସି ଅନ୍ତର୍ଗତ ଲତାବିଲ ସାହିରେ ଘଟିଛି ଏହି ଘଟଣା । ଦୁଇଜଣ ଗୁରୁତରମାନେ ଲତାବିଲ ସାହିର ପ୍ରତାପ କୁମାର ବେହେରା ଓ ପ୍ରଦୀପ୍ତ ଦାଶ । ସୂଚନା ଅନୁସାରେ, ପ୍ରତାପ ନିଜ ବାଡ଼ିରେ ଚାଷ କାମ…