Latest Odisha News

BREAKING NEWS

Yearly Archives

2021

ମୃତ ଲୋକ ନାଁରେ ଜମି ବିକ୍ରୟ ଘଟଣା, ଆଉ ଜଣେ ଅଭିଯୁକ୍ତ ଗିରଫ

କାମାକ୍ଷାନଗର: ଢ଼େଙ୍କାନାଳ ଜିଲ୍ଲା ବାଇସିଙ୍ଗା ଗାଁରେ ମୃତ ଲୋକ ନାଁରେ ଜମି ବିକ୍ରୟ ଘଟଣା । ଆଉ ଜଣଙ୍କୁ ଗିରଫ କରିଛି କାମାକ୍ଷାନଗର ପୋଲିସ । ଗିରଫ ଅଭିଯୁକ୍ତ ହେଲେ କାମାକ୍ଷାନଗର ଥାନା ମହୁଲପାଳ ଗାଁର ଦେବବ୍ରତ ଲେଙ୍କା । ଦେବବ୍ରତ ନକଲି ଆଧାର କାର୍ଡ଼ ତିଆରି କରି ଜମି ବିକ୍ରୟ…

[ଭିଡ଼ିଓ] ଉନ୍ନାକୋଟି ମନ୍ଦିରରେ ଲକ୍ଷାଧିକ ମୂର୍ତ୍ତି ରହସ୍ୟ

ଭୁବନେଶ୍ୱର:କିଛି ଘଟଣା ବିଶ୍ୱାସ ନହେଲେ ବି ସତ । କିଛି ରହସ୍ୟ ଏମିତି ରହିଛି । ଯାହା ଆମ ଚାରିପାଖରେ ଥିଲେ ବି ତାର ରହସ୍ୟ ଭେଦ କରିବା ମୁସ୍କିଲ। ଏମିତି ଏକ ମନ୍ଦିର ରହିଛି ଯାହା ବିଷୟରେ ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ । ତ୍ରିପୁରାର ରାଜଧାନୀ ଅଗରତାଲାରେ ରହିଛି ଏହି ରହସ୍ୟମୟ…

ଥମୁନି ବ୍ଲୁ-ଫ୍ଲାଗ ବିଚ୍ ବିବାଦ, ତେଜୁଛି ବିରୋଧ

ପୁରୀ: ଦୀର୍ଘଦିନ ଧରି ଜାରି ରହିଛି ବ୍ଲୁ-ଫ୍ଲାଗ୍ ବିଚକୁ ବିରୋଧ । ଏନେଇ ମତ୍ସଜୀବୀ ଓ ଉଠା ଦୋକାନୀମାନେ ବ୍ଲୁ-ଫ୍ଲାଗ୍ ବିଚ୍ ବିରୋଧରେ ପ୍ରତିବାଦ କରିବା ସହ ଧାରଣା ଦେଇଥିଲେ । ଶତାଧିକ ମହିଳା ଓ ପୁରୁଷ ବ୍ଲୁ-ଫ୍ଲାଗ୍ ବିଚ୍ ନିର୍ମାଣକୁ ନେଇ କାର୍ଯ୍ୟ ବନ୍ଦ ଦାବି କରିଥିଲେ । ପୂର୍ବରୁ…

[ଭିଡ଼ିଓ] ରାଜରାସ୍ତାରେ ପାଇକ ପୁଅର ରଣ ହୁଙ୍କାର

ଭୁବନେଶ୍ୱର: ରାଜରାସ୍ତାରେ ଗର୍ଜିଲେ ପାଇକପୁଅ । ବାଦ୍ୟର ତାଳେ ତାଳେ ବିଭିନ୍ନ ରଣ କୌଶଳ ପ୍ରଦର୍ଶନ କରିବା ସହିତ ଦାବି ପୂରଣ କରିବାର ଜିଦ୍ ଜୋର୍ ଧରିଛି । ପାଇକ ବିଦ୍ରୋହକୁ ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ଦାବିରେ ଜୋର ଧରିଲା ଆନ୍ଦୋଳନ । ତା ସହିତ ପାଇକ ସ୍ମାରକୀ ନିର୍ମାଣ…

ପାକିସ୍ତାନକୁ ହରାଇ କ୍ରିକେଟର ମଧୁର ପ୍ରତିଶୋଧ ନେଲା ଭାରତ

ନୂଆଦିଲ୍ଲୀ: ଏସିଆନ ଚାମ୍ପିୟନ୍ସ ଟ୍ରଫି ହକିରେ ଭାରତ ଶୁକ୍ରବାର ତୀବ୍ର ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୩-୧ ଗୋଲରେ ପରାସ୍ତ କରିଛି । ଏଥିସହ ଭାରତ ଟି୨୦ ବିଶ୍ୱକପ କ୍ରିକେଟ ପରାଜୟର ମଧୁର ପ୍ରତିଶୋଧ ନେଇପାରିଛି । ବିଜୟ ସହ ଭାରତ ଏକ ପ୍ରକାର ସେମିଫାଇନାଲ ପ୍ରବେଶ ନିଶ୍ଚିତ କରିଛି ।…

ଚିତ୍ତରଞ୍ଜନ ମୃତ୍ୟୁ ମାମଲା ; ପରିବାର ଲୋକଙ୍କ ବୟାନ ରେକର୍ଡ କଲା କ୍ରାଇମବ୍ରାଞ୍ଚ ଟିମ୍

ପୁରୀ : ବହୁ ଚର୍ଚ୍ଚିତ ଚିତ୍ତ ରଞ୍ଜନ ମୃତ୍ୟୁ ଘଟଣାରେ ଦିନକୁ ଦିନି ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ଆଜି ଚିତ୍ତରଞ୍ଜନଙ୍କ ପରିବାରକୁ ଭେଟିଛି କ୍ରାଇବ୍ରାଞ୍ଚ ଟିମ୍  ଏବଂ ଚିତ୍ତ ରଞ୍ଜନଙ୍କ ପରିବାରର ଲୋକଙ୍କ ବୟାନ ରେକର୍ଡ କରାଯାଇଛି । ଏହା ସହ ପୁରୀ ବାସେଳୀସାହି ଥାନାରେ ଚାଲିଛି…

[ଭିଡିଓ] ୧୫ ଫୁଟ୍ ଗଭୀର ବୋରୱେଲ୍‌ରୁ ଉଦ୍ଧାର ବର୍ଷକର ଶିଶୁକନ୍ୟା

ଭୁବନେଶ୍ୱର: ବର୍ଷକର ଶିଶୁକନ୍ୟା ଦୀର୍ଘ ୬ ଘଣ୍ଟା ଧରି ଜାରି ରଖିଥିଲା ଜୀବନ ସଂଘର୍ଷ । ଶେଷରେ ୧୫ ଫୁଟ୍ ଗଭୀର ବୋରୱେଲ୍‌ରୁ ଶିଶୁକନ୍ୟାକୁ ସଫଳତାର ସହ ଉଦ୍ଧାର କରାଯାଇପାରିଛି । ଏହି ଘଟଣା ବିଷୟରେ ପଢିବା ଯେତିକି କଷ୍ଟଦାୟକ ଉଦ୍ଧାର ବେଳର ଦୃଶ୍ୟ ଦେଖିଲେ ଦେହ ଶୀତେଇ ଉଠେ । ଗତକାଲି…

ବିଭିନ୍ନ ସମସ୍ୟା ନେଇ ଗୁଣୁପୁର ପୌର ପରିଷଦ ବିରୁଦ୍ଧରେ ଗର୍ଜିଲା ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା

ଗୁଣୁପୁର: ଗୁଣୁପୁର ପୌର ପରିଷଦର ୨୧ଟି ୱାର୍ଡ଼ର ଲୋକଙ୍କୁ କୌଣସି ସୁବିଧା ଯୋଗାଇ ଦିଆଯାଉନଥିବା ନେଇ ଗର୍ଜିଲା ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା । ପାନୀୟ ଜଳ ଯୋଗାଣରେ ତ୍ରୁଟି ରହୁଥିବା ଏବଂ ବିଭିନ୍ନ ଜନହିତକର ଯୋଜନାରେ ବ୍ୟାପକ ଘୋଟାଲା କରାଯାଉଥିବା ଅଭିଯୋଗ ହୋଇଛି । ପୂର୍ତ୍ତ ଡ଼ାକବଙ୍ଗଳାରେ…

ଆର୍ଥିକ ଦୁର୍ବଳ ଶ୍ରେଣୀ ଲୋକମାନଙ୍କୁ ସୁଲଭ ମୂଲ୍ୟରେ ମିଳିବ ଘର

କଟକ : ଆର୍ଥିକ ଦୁର୍ବଳ ଶ୍ରେଣୀ ଲୋକମାନଙ୍କୁ ସୁଲଭ ମୂଲ୍ୟରେ ମିଳିବ ବାସଗୃହ । ଏହି ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ଗୃହ ନିର୍ମାଣ ବିଭାଗ ବା ହାଉସିଂ ବୋର୍ଡ ପକ୍ଷରୁ କଟକ ନୂଆ ବଜାର ବିଦ୍ୟାଧର ପୁରଠାରେ ଏହି ଯୋଜନା ଉଦଘାଟିତ ହୋଇଯାଇଛି । ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା…

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭଞ୍ଜସେନାର ବିକ୍ଷୋଭ ପ୍ରଦର୍ଶନ

ମୟୁରଭଞ୍ଜ: ୫ଟି ଯୋଜନାରେ ହେଉଥିବା କାର୍ଯ୍ୟଗୁଡ଼ିକୁ ଟେଣ୍ଡର କରିବା ଦାବି ନେଇ ଭଞ୍ଜସେନାର ବିକ୍ଷୋଭ । ମୟୁରଭଞ୍ଜ ଜିଲ୍ଲା ମଧ୍ୟରେ ୫ଟି ଯୋଜନାରେ ହେଉଥିବା ସ୍କୁଲର ସୌନ୍ଦର୍ଯ୍ୟକରଣ କାର୍ଯ୍ୟଗୁଡ଼ିକୁ ବିନା ଟେଣ୍ଡର ମାଧ୍ୟମରେ କରାଯାଉଛି । ଜେଇ ଏବଂ ବିଜେଡ଼ିର ଠିକାଦାରଙ୍କ ମଧ୍ୟରେ…