କ୍ଷୁଦ୍ର ମାନବର କ୍ଷୁଧା
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…
ଲୋକବିଶ୍ୱାସରେ ଗଚ୍ଛିତ ଅଛି ନିହତ ଯୁଗର ନାନା ନୃତାତ୍ତ୍ୱିକତା । ଅତି ପୁରାତନ ଭାବକଳ୍ପର ଭଗ୍ନାଂଶ ଗୁଡ଼ିକ ବେଳେବେଳେ ମନେହୁଏ କେଉଁ ବିସ୍ମୃତ, ବିଲୁପ୍ତ ବାସ୍ତବତାର ଭିତ୍ତିଚିତ୍ର ନ ହେଲେ କେଉଁ କାୟାତୀତ କ୍ଳୁପ୍ତକାଳର କଙ୍କାଳ…