ହ୍ୱାଟ୍ସଆପ୍ ଚାଟ୍ ଖୋଲିଲା ରାଜ୍ଙ୍କ ଗୁମର
ମୁମ୍ବାଇ: ଅଶ୍ଳୀଳ ଭିଡିଓ ଓ ଫିଲ୍ମ ନିର୍ମାଣ କରୁଥିବା ଓ ଏଥିପାଇଁ ଆକ୍ଟରମାନଙ୍କୁ ବଳପୂର୍ବକ ଭାବେ ବାଧ୍ୟ କରୁଥିବା ଅଭିଯୋଗରେ ଗତକାଲି ବିଳମ୍ବତ ରାତିରେ ପ୍ରତିଷ୍ଠିତ ବ୍ୟବସାୟୀ ରାଜକୁନ୍ଦ୍ରାଙ୍କୁ ମୁମ୍ବାଇ ପୋଲିସର କ୍ରାଇମ୍ ବ୍ରାଞ୍ଚ ଶାଖା ଗିରଫ କରିଛି। ଆଜି କ୍ରାଇମ୍ ବ୍ରାଞ୍ଚ…