Latest Odisha News

BREAKING NEWS

Yearly Archives

2021

ଭଦ୍ରକରୁ କୋଟିଏ ଟଙ୍କାର ବ୍ରାଉନସୁଗର ଜବତ, ମହିଳାଙ୍କ ସମେତ ୪ ଗିରଫ

ଭଦ୍ରକ: ଚେକିଂ ବେଳେ ଧରା ପଡ଼ିଲେ ବ୍ରାଉନସୁଗର ବେପାରୀ । ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଛି ଭଦ୍ରକ ପୋଲିସ । ଅଟୋରେ ବ୍ରାଉନସୁଗାର ଚାଲାଣ ବେଳେ ଚରମ୍ପା ଛକରେ ଯାଞ୍ଚ ବେଳେ ଧରାପଡ଼ିଥିଲା । ଅଭିଯୁକ୍ତଙ୍କୁ ପାଖରୁ ୧କିଲୋ ୯୦ ଗ୍ରାମ୍ ବ୍ରାଉନସୁଗର ଜବତ ହୋଇଛି । ଯାହାର ଦାମ୍ କୋଟିଏ…

ଛାୟାଲିପି : ଗଳ୍ପ ପରି ଲାଗେ, ଗଳ୍ପ ନୁହେଁ ମୋଟେ

ଭାରତରେ ଚଳଚ୍ଚିତ୍ରର ପ୍ରାରମ୍ଭିକ ସ୍ଥିତିରେ ବି ଷ୍ଟୁଡିଓର କାନ୍ଥ ବାହାରେ ଚଳଚ୍ଚିତ୍ର ସମ୍ବନ୍ଧିତ ଆଉ ଏକ ବିଶ୍ୱ ଥିଲା । ଷ୍ଟୁଡିଓ ଓ ଥିଏଟର ହଲ ମଝିରେ ଥିବା ସେଇ ବିଶ୍ୱରେ ଯେଉଁମାନେ ଥିଲେ ସେମାନେ ହେଲେ ପ୍ରୋଜେକ୍ଟନିଷ୍ଟ, ପୋଷ୍ଟର ଚିତ୍ରକର, ପୋଷାକ ଯୋଗାଣକାରୀ, ପ୍ରଚାର ପୁରୁଷ,…

ବିଲ ମଝିରୁ ନିଖୋଜ ଯୁବକଙ୍କ ମୁଣ୍ଡ ଓ ଗଣ୍ଡି ଉଦ୍ଧାର, ହତ୍ୟା ଅଭିଯୋଗ

ଭଦ୍ରକ: ବିଲ ମଝିରୁ ମିଳିଲା ନିଖୋଜ ଯୁବକଙ୍କ ଗଳିତ ମୃତଦେହ । ବୁଦା ମୂଳରୁ ମୁଣ୍ଡ ନଥିବା ଶରୀର ଉଦ୍ଧାର ହୋଇଥିବା ବେଳେ ୨୦୦ ମିଟର ଦୂରରେ ପଡ଼ିଥିଲା ମୁଣ୍ଡ । ଭଦ୍ରକ ଜିଲ୍ଲା ଧୁଷୁରୀ ଥାନା ଉଚ୍ଚପଦା ଓ କାକୁଡିଗଡ଼ିଆ ରାସ୍ତା ପାଖରେ ଥିବା ଏକ ବିଲ ଭିତରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ…

ରେଳ ଇଞ୍ଜିନରେ ଯାଇ ପ୍ରକଳ୍ପ କାମ ପରଖିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ: ଦେଶର ନୂଆ ରେଳମନ୍ତ୍ରୀ ଭାବରେ ଅଶ୍ୱିନୀ ବୈଷ୍ଣବ ଦାୟିତ୍ୱ ଗ୍ରହଣ କରିବା ପୁରା ଦମରେ କାମରେ ଲାଗିଛନ୍ତି । ରାତି ଅଧ ଯାଏ ବି କାମ କରୁଛନ୍ତି । ବିଭିନ୍ନ ପ୍ରକଳ୍ପ ଅଗ୍ରଗତିର ସମୀକ୍ଷା କରୁଛନ୍ତି । ଗତକାଲି ଗୁଜରାଟ ଭଦନଗର ରେଲଓ୍ୱେ ସେକ୍ସନରେ ରେଲ ପ୍ରକଳ୍ପର ସମୀକ୍ଷା କରିଛନ୍ତି…

ଟୋକିଓ ଅଲିମ୍ପିକ୍ସ ଭିଲେଜରେ ପଶିଲା କରୋନା

ଟୋକିଓ: ଆଉ ଦିନ କେଇଟା ପରେ ଆରମ୍ଭ ହେବ କ୍ରୀଡ଼ାର ମହାକୁମ୍ଭ ଟୋକିଓ ଅଲିମ୍ପିକ୍ସ । ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ପହଞ୍ଚିଲେଣି ବିଭିନ୍ନ ଦେଶର ଖେଳାଳି । ଏହାରି ଭିତରେ ଅଲିମ୍ପିକ୍ସ ଭିଲେଜରୁ ସାମନାକୁ ଆସିଛି ପ୍ରଥମ କରୋନା କେସ୍ । ଏନେଇ ଆୟୋଜନଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।…

ଦୁଇ ଛୁଆଙ୍କୁ କୂଅକୁ ଠେଲି ମାରିବା ପରେ ମାଆର ଆତ୍ମହତ୍ୟା ଉଦ୍ୟମ

ଫୁଲବାଣୀ: ପାରିବାରିକ କଳହର କୁପରିଣତି । ରାଗରେ ଦୁଇ ଛୁଆଙ୍କୁ କୂଅକୁ ଠେଲି ମାଆର ଆତ୍ମହତ୍ୟା ଉଦ୍ୟମ । ଏଥିରେ ପୁଅ ଓ ଝିଅର ମୃତ୍ୟୁ ହୋଇଛି । ଗୁରୁତର ଅବସ୍ଥାରେ ମାଆକୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କନ୍ଧମାଳ ଜିଲ୍ଲା ରାଇକିଆ ଖ୍ରୀଷ୍ଟିଆନ୍ ସାହିରେ ଏହି ଅଭାବନୀୟ ଘଟଣା…

ମୃତ୍ୟୁସଂଖ୍ୟା କମୁନି: ଓଡ଼ିଶାରୁ ଆଉ ୬୭ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ସ୍ଥିର ରହିଛି । କିନ୍ତୁ ମୃତ୍ୟୁସଂଖ୍ୟା ଥମୁନି । ଆଉ ୬୭ ଜଣଙ୍କର ଜୀବନ ନେଇଛି କରୋନା । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଚିକିତ୍ସାଧୀନ ଅବସ୍ଥାରେ ୧୫ ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ ଜଣଙ୍କର ମୃତ୍ୟୁ…

ଓଡ଼ିଶାରେ କରୋନା ସଂକ୍ରମଣ ସ୍ଥିର: ଆଜି ୨୧୮୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ସ୍ଥିର ରହିଛି । ପ୍ରତିଦିନ ପାଖାପାଖି ୨ହଜାର ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା । କେବେ ସାମାନ୍ୟ କମୁଛି ତ କେବେ ବଢୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨ହଜାର ୧୮୨ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୨ଶହ ୫୮ ଓ ଲୋକାଲ୍…

ଶ୍ରୀକ୍ଷେତ୍ରରେ ହେରାପଞ୍ଚମୀ ନୀତି: ନନ୍ଦିଘୋଷ ରଥ ଭାଙ୍ଗିଲେ ମା’ ଲକ୍ଷ୍ମୀ

ପୁରୀ: ଶ୍ରୀମନ୍ଦିରରେ ପାଳିତ ହୋଇଛି ହେରା ପଞ୍ଚମୀ ନୀତି । ରୁକ୍ମିଣୀ ହରଣ ଏକାଦଶୀରେ ବିବାହ ସମ୍ପନ୍ନ ପରେ ଚତୁର୍ଦ୍ଦଶୀ ତିଥିରେ ସ୍ନାନବେଦୀରେ ଏକାଧିକ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇ ଅଣସର ଘରେ ଥିଲେ । ସୁସ୍ଥ ହେବା ପରେ ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ରଥଯାତ୍ରାରେ ଜନ୍ମବେଦୀ ବିଜେ…

ଆଜି ତିନି ରଥର ହେବ ଦକ୍ଷିଣ ମୋଡ଼

ପୁରୀ: ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହେବ ବାହୁଡ଼ା ଯାତ୍ରା ପ୍ରସ୍ତୁତି । ଆଜି ଶ୍ରୀଜିଉଙ୍କର ତିନି ରଥରେ ହେବ ଦକ୍ଷିଣ ମୋଡ଼ । ତାଳଧ୍ୱଜ, ଦର୍ପଦଳନ ଓ ନନ୍ଦିଘୋଷ ରଥ ନାକଚଣା ଦ୍ୱାର ପାଖରେ ଦଣ୍ଡାୟମାନ ହେବେ । ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ତିନି ରଥର ଦକ୍ଷିଣ ମୋଡ଼ ହେବ ।…