Latest Odisha News

BREAKING NEWS

Yearly Archives

2021

୧୯୮୩ ବିଶ୍ୱବିଜୟୀ ଭାରତୀୟ କ୍ରିକେଟ ଦଳର ସଦସ୍ୟ ଯଶପାଲଙ୍କ ପରଲୋକ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଖେଳାଳି ତଥା ୧୯୮୩ ବିଶ୍ୱବିଜୟୀ ଦଳର ସଦସ୍ୟ ଯଶପାଲ ଶର୍ମାଙ୍କ ଆଜି ହୃଦଘାତରେ ପରଲୋକ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା । ପଞ୍ଜାବର ଏହି କ୍ରିକେଟରଜଣକ ୧୯୭୯ରେ ଇଂଲଣ୍ଡ ବିପକ୍ଷରେ ଆନ୍ତର୍ଜାତୀୟ ଟେଷ୍ଟ ଏବଂ ୧୯୭୮ରେ…

ଗାର୍ଡଙ୍କ ଆଖିରେ ଲଙ୍କାଗୁଣ୍ଡ ପ‌କାଇ ଜେଲ୍‌ରୁ କଏଦୀ ଫେରାର୍‌

ଇଟାନଗର: ସୁରକ୍ଷାକର୍ମୀଙ୍କ ଆଖିରେ ଲଙ୍କାଗୁଣ୍ଡ ଫିଙ୍ଗି ଜେଲ୍‌ରୁ ଫେରାର୍‌ ହୋଇଗଲେ କଏଦୀ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ଅରୁଣାଚଳ ପ୍ରଦେଶର ପୂର୍ବ ସିଆଙ୍ଗ ଜିଲ୍ଲାର ପାଶିଘାଟ ଜେଲରେ। ଏ ନେଇ ଜେଲ କର୍ତ୍ତୃପକ୍ଷ ପକ୍ଷୁ ସୂଚନା ଦିଆଯାଇଛି। ମୋଟ ୭ ଜଣ କଏଦୀ ଗାର୍ଡଙ୍କ ଆଖିରେ…

ମାଟ୍ରିକ ଅଫଲାଇନ ପରୀକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା

କଟକ: ଚଳିତବର୍ଷ ମାଟ୍ରିକ ରେଜଲ୍ଟକୁ ନେଇ ଅସନ୍ତୋଷ ଛାତ୍ରଛାତ୍ରୀ ଅଫ୍ ଲାଇନରେ ପରୀକ୍ଷା ଦେଇପାରିବେ । ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ସମସ୍ତ ବ୍ୟବସ୍ଥା କରୁଛି । ଜୁଲାଇ ୩୦ରୁ ପରୀକ୍ଷା ଆରମ୍ଭ ହେଉଥିବା ବେଳେ ଆସନ୍ତା ୧୮ ତାରିଖ ସୁଦ୍ଧା ସେଣ୍ଟର ନିର୍ଦ୍ଧାରଣ ହେବ । ୨୮ ତାରିଖ ସୁଦ୍ଧା…

ରକ୍ତ ସମ୍ପର୍କରେ ରକ୍ତର ଛିଟା: ସାନ ଭାଇକୁ ମାରିଦେଲା ବଡ଼ ଭାଇ

ବାରିପଦା: ସାନ ଭାଇକୁ କୁରାଢ଼ୀରେ ପିଟି ହତ୍ୟାକଲା ମଦୁଆ ଭାଇ । ବଡ଼ଭାଇର ଆକ୍ରମଣରେ ସାନ ଭାଇର ମୃତ୍ୟୁ ହୋଇଛି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅନ୍ତର୍ଗତ ଭାଲୁକଚୁଆ ଖଡ଼ିଆସାହିରେ । ମୃତକ ହେଲେ ଭାଲୁକଚୁଆ ଗାଁର ନର ଦେହୁରୀଙ୍କ ସାନ ପୁଅ ଶମ୍ଭୁ ଦେହୁରୀ…

ଟି୨୦ରେ ଏହି ରେକର୍ଡ କରିବାରେ ପ୍ରଥମ ଖେଳାଳି ହେଲେ କ୍ରିସ ଗେଲ

ସେଂଟ ଲୁସିଆ:ୱେଷ୍ଟଇଣ୍ଡିଜର ମହାନ ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ ଗେଲ ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି । ପ୍ରଥମ ଖେଳାଳି ଭାବେ ଗେଲ ଟି୨୦ କ୍ରିକେଟରେ ୧୪ହଜାର ରନ ପୂର୍ଣ୍ଣ କରିଛନ୍ତି । ଖରାପ ଫର୍ମରେ ଥିବା ଗେଲ ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ମୁକାବିଲାରେ ୩୩ ବଲରେ ଅର୍ଦ୍ଧଶତକ ହାସଲ…

ମହାରାଷ୍ଟ୍ରରେ ବଢୁଥିବା କରୋନା ମାମଲା ତୃତୀୟ ତରଙ୍ଗର ସଙ୍କେତ ହୋଇପାରେ; ରିପୋର୍ଟ

ମୁମ୍ବାଇ: ମହାରାଷ୍ଟ୍ରର ବଢୁଥିବା ଦୈନିକ କରୋନା ସଂକ୍ରମଣ ଏବେ ତୃତୀୟ ତରଙ୍ଗକୁ ଆଶଙ୍କା ବୃଦ୍ଧି କରିଛି। ଜୁଲାଇର ପ୍ରଥମ ୧୧ ଦିନରେ, ମହାରାଷ୍ଟ୍ରରେ ୮୮,୧୩୦ଟି କୋଭିଡ-୧୯ ମାମଲା ରିପୋର୍ଟ ହୋଇଥିଲା। ବିଶେଷଜ୍ଞମାନେ କହିଛନ୍ତି ଯେ କରୋନାଭାଇରସ୍ ରୋଗର ଏହି ବୃଦ୍ଧି ତୃତୀୟ ତରଙ୍ଗର ସଙ୍କେତ…

ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଥିବା ଆଥଲେଟଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଜୁଲାଇ ୨୩ରୁ ଟୋକିଓ ଅଲିମ୍ପିକ୍ସ । ଜୁଲାଇ ୧୭ରେ ଭାରତୀୟ ଆଥଲେଟ୍ ଜାପାନ ଗସ୍ତରେ ଯିବେ । ତାପୂର୍ବରୁ ଆଜି ଅଲିମ୍ପିକ୍ସରେ ଭାଗ ନେଉଥିବା ଆଥଲେଟଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂରେ ସନ୍ଧ୍ୟା ୫ଟାରେ ସେମାନଙ୍କ ସହ କଥା ହେବେ । ଶୁଭେଚ୍ଛା…

ଦେଶର ୫୦ରୁ ଅଧିକ ସହରରେ ପହଞ୍ଚିଛି ସ୍ପୁଟ୍‌ନିକ ଭି ଟିକା

ନୂଆଦିଲ୍ଲୀ: ଡ. ରେଡ୍ଡୀଙ୍କ ଲାବୋରେଟୋରୀ ଦ୍ବାରା ଭାରତରେ ଉତ୍ପାଦିତ ହେଉଥିବା ରୁଷିଆର ସ୍ପୁଟ୍‌ନିକ ଭି ଟିକା ବର୍ତ୍ତମାନ ଭାରତର ୫୦ ଟି ସହରରେ ପହଞ୍ଚିସାରିଛି। ଡକ୍ଟର ରେଡ୍ଡୀଙ୍କ ଲାବୋରେଟୋରୀ ଏକ ବିବୃତ୍ତିରେ କହିଛି ଯେ ସ୍ପୁଟନିକ୍ ଭି ଟିକା ସାରା ଦେଶର ୫୦ଟି ସହର ତଥା ହାଇଦ୍ରାବାଦ,…

ରାଜ୍ୟରୁ କରୋନା ନେଲା ରେକର୍ଡ ୬୮ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୧୭ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ କମୁଛି । କିନ୍ତୁ ବଢୁଛି ମୃତ୍ୟୁସଂଖ୍ୟା । ଆଉ ୬୮ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୧୮ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭…

ନିଆଁରେ ପୋଡ଼ି ହୋଇ ସହକାରୀ ବନ ସଂରକ୍ଷକ ଗୁରୁତର

ପାରଳାଖେମୁଣ୍ଡି: ନିଆଁରେ ପୋଡ଼ି ହୋଇଗଲେ ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ । ସରକାରୀ ଘରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇଛି । ତାଙ୍କ ନାଁ ସୌମ୍ୟରଞ୍ଜନ ମହାପାତ୍ର । ଗୁରୁତର ଅବସ୍ଥାରେ ପ୍ରଥମେ ପାରଳାଖେମୁଣ୍ଡି ମେଡିକାଲ୍ ଓ ପରେ ବ୍ରହ୍ମପୁର ଏମକେସିଜି ମେଡିକାଲକୁ…