Latest Odisha News

BREAKING NEWS

Yearly Archives

2021

ପୁରୀ ସହରରୁ ଆଗୁଆ ହଟିଲା କର୍ଫ୍ୟୁ, କିଛି ନିର୍ଦ୍ଦିଷ୍ଟ ଅଞ୍ଚଳରେ ବଳବତ୍ତର

ପୁରୀ: ରଥଯାତ୍ରା ପାଇଁ ପୁରୀ ସହରରେ ଲାଗିଥିବା ୪୮ ଘଣ୍ଟିଆ କର୍ଫ୍ୟୁ ଆଗୁଆ ପ୍ରତ୍ୟାହାର ହୋଇଛି । ଆଜି ରାତି ୮ଟା ଯାଏ ପ୍ରଶାସନ କର୍ଫ୍ୟୁ ଜାରି କରିଥିଲା । ପୁରୀ ସହରରି କର୍ଫ୍ୟୁ ପ୍ରତ୍ୟାହାର କରାଯାଇଥିଲେ ବି ଗୁଣ୍ଡିଚା ମନ୍ଦିର ସନ୍ନିକଟ ଅଞ୍ଚଳରେ କିନ୍ତୁ କଟକଣା ବଳବତ୍ତର ରହିବ ।…

ଦ୍ୱିତୀୟ ଦିନରେ ରାଜ୍ୟରେ ୨ ହଜାର ତଳେ ଦୈନିକ କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ । କ୍ରମାଗତ ଦ୍ୱିତୀୟ ଦିନରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଦୁଇ ହଜାରରୁ କମ୍ ରହିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ହଜାର ୯୩୦ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୧ଶହ ୧୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୮୧୩ ।…

ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ନବ ଦିନାତ୍ମକ ଯାତ୍ରାରେ ବଡ଼ଦେଉଳ ଛାଡ଼ି ଜନ୍ମବେଦୀ ଯାଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଶରଧାବାଲିରେ ଲାଗିଛି ତିନି ରଥ । ଏବେ ରଥାରୁଢ଼ ଶ୍ରୀଜିଉମାନଙ୍କର ରଥ ଉପରେ ବିଭିନ୍ନ ନୀତିକାନ୍ତି ଚାଲିଛି । ଆଜି ଆଡପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ । ସନ୍ଧ୍ୟାରେ ପହଣ୍ଡିରେ…

ଓଡ଼ିଶୀ ସଙ୍ଗୀତର ବିକାଶ ପାଇଁ ‘ ଉତ୍କର୍ଷ ‘ ଉଦଘାଟିତ

ଭୁବନେଶ୍ୱର : ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ସହଯୋଗରେ , ଓଡ଼ିଶାର ଉତ୍କୃଷ୍ଟ କଳା "ଓଡ଼ିଶୀ ସଙ୍ଗୀତ"ର ବିକାଶ ତଥା ଜାତୀୟ ଏବଂ ଆନ୍ତର୍ଜାତୀୟ ସ୍ତରରେ ପ୍ରଚାର ଓ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୧୩-୭-୨୦୨୧ ମଙ୍ଗଳବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଜୁଲାଇ ତା ୧୩ ରିଖ ମଙ୍ଗଳବାର ମିଥୁନ ୨୯ ଦିନ ଆଷାଢ଼ ମାସ ଶୁକ୍ଳ ପକ୍ଷ ତୃତୀୟା ତିଥି ମଘା ନକ୍ଷତ୍ର ସିଂହ ଚନ୍ଦ୍ର ଘାତ ବାର- ମକର ରାଶିର ଘାତ ଚନ୍ଦ୍ର-କର୍କଟ ଓ ମକର ରାଶି ପୁରୁଷଙ୍କର ନିଷେଧ ଖାଦ୍ୟ-…

ଅନୁଭୂତିରେ ରଥଯାତ୍ରା : ଚନ୍ଦ୍ରା ମିଶ୍ର

ସ୍ମୃତିର ବଡଦାଣ୍ଡରେ  ଚନ୍ଦ୍ରା ମିଶ୍ର  ପୁରୀ ପଥୁରିଆ ସାହିରେ ମୋର ଜନ୍ମ । ସେଇଠି କଟିଛି ମୋର ଅପାସୋରା ପିଲାଦିନ । କେତେ ଯାତ୍ରା , ପର୍ବପର୍ବାଣି, ସାଙ୍ଗସୁଖ, ସାହିବୁଲା, ଦିଅଁଦର୍ଶନ, ପୋଖରୀପହଁରା, ଫୁଲତୋଳା, ପୁରାଣପଢା, ଖଜାଖିଆ ସବୁ ମୋର ସ୍ମୃତିର ବଡଦାଣ୍ଡରେ ଢଳଢଳ ହେଇ…

ବେଙ୍ଗାଲୁରୁରେ ସାଙ୍କେତିକ ରଥଯାତ୍ରା ଉତ୍ସବ ପାଳନ

ବେଙ୍ଗାଲୁରୁ : କୋଭିଡ କଟକଣା ମଧ୍ୟରେ ବେଙ୍ଗାଲୁରୁରେ ପାଳିତ ହୋଇଛି ରଥଯାତ୍ରା । ମହାନଗରର ଆଗରାଠାରେ ଥିବା ଜଗନ୍ନାଥ ମନ୍ଦିରରେ ରୀତିନୀତି ମୁତାବକ ବଢ଼ି ଭୋରରୁ ମଙ୍ଗଳ ଆଳତୀ, ଅବକାଶ, ମଇଲମ, ସୂର୍ଯ୍ୟପୂଜା, ଦ୍ବାରପାଳ ପୂଜା ଓ ସାହାଣ ମେଲା ଆଦି ସମ୍ପନ୍ନ ହୋଇଥିଲା । କୋଭିଡ୍‍ କଟକଣା…

ଅହମ୍ମଦାବାଦ ରଥଯାତ୍ରାରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ

ଅହମ୍ମଦାବାଦ : ଗୁଜରାଟର ଅହମ୍ମଦାବାଦ ଓ ଗାନ୍ଧୀନଗରର ଅଡାଲଜଠାରେ ଥିବା ଜଗନ୍ନାଥ ମନ୍ଦିରରେ ପାଳିତ ହୋଇଛି ରଥଯାତ୍ରା । କୋଭିଡ୍‍ କଟକଣା ମଧ୍ୟରେ ଶ୍ରୀଜଗନ୍ନାଥ ସାଂସ୍କୃତିକ ଏକାଡେମୀ ଓ ଅନୁସନ୍ଧାନ କେନ୍ଦ୍ର ପକ୍ଷରୁ ଆୟୋଜିତ ଏହି ରଥଯାତ୍ରାରେ ଦେଖିବାକୁ ମିଳିଥିଲା ଭକ୍ତଙ୍କ ମଧ୍ୟରେ…

୬ ଜଣିଆ ଲୁଟେରା ଗ୍ୟାଙ୍ଗକୁ ଧରିଲା ମାଲକାନଗିରି ପୋଲିସ

ମାଲକାନଗିରି : ମାଲକାନଗିରି ପୋଲିସକୁ ବଡ ସଫଳତା । ସୁନା ଅଳଙ୍କାର ଓ ଦେଢ଼ ଲକ୍ଷ ଟଙ୍କା ଚୋରି ଘଟଣାରେ ୬ ଜଣିଆ ଲୁଟେରା ଗ୍ୟାଙ୍ଗକୁ ଗିରଫ କରିଛି ପୋଲିସ । ସେମାନଙ୍କ ଠାରୁ ଜବତ ହୋଇଛି ଚୋରି ହୋଇଥିବା ମୂଲ୍ୟବାନ ସୁନା ରୁପା ଅଳଙ୍କାର ସହ ନଗଦ ୧୭ ହଜାର ଟଙ୍କା । ସୂଚନା ଅନୁସାରେ,…

ସେପ୍ଟେମ୍ବର ୧୨ରେ ନିଟ୍‌ ପରୀକ୍ଷା

ନୂଆଦିଲ୍ଲୀ : ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ ଅନୁଷ୍ଠିତ ହେବ ମେଡିକାଲ ପ୍ରବେଶିକା ପରୀକ୍ଷା NEET । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କୋଭିଡ୍ କଟକଣା ଭିତରେ ଦେଶବ୍ୟାପୀ ନିଟ୍ ପରୀକ୍ଷା ହେବ । ଏଥିପାଇଁ ଏନଟିଏ ୱେବସାଇଟରେ ଆସନ୍ତାକାଲି ଠାରୁ…