Latest Odisha News

BREAKING NEWS

Yearly Archives

2021

ରଥ ଯାତ୍ରାରେ କଡା ସୁରକ୍ଷା

ପୁରୀ: ମହାପ୍ରଭୁଙ୍କ ରଥ ଯାତ୍ରାକୁ କୋଭିଡ କଟକଣା ଭିତ୍ତିରେ କରିବା ପାଇଁ ପୋଲିସ ପକ୍ଷରୁ କଡା ବ୍ୟବସ୍ଥା ହୋଇଛି ପୁରୀରେ । ତେବେ ରଥ ଯାତ୍ରାରେ  ତଦାରଖ କରିଛନ୍ତି ନିଜେ ପୋଲିସ ଡିଜି । ପୁରୀ ସହରବାସୀ କଟକଣାକୁ ମାନି ପୋଲିସକୁ ସହଯୋଗ କରିଥିବା ହେତୁ ସେ ପୁରୀ ସହର ବାସୀଙ୍କୁ ଧନ୍ୟବାଦ…

କରୋନାର ଭୟଙ୍କର ପ୍ରଭାବରୁ ସୁରକ୍ଷା ଦେଇଥାଏ ଫ୍ଲୁ ଟିକା!

ନୂଆଦିଲ୍ଲୀ: କରୋନାର ଭୟଙ୍କର ପ୍ରଭାବରୁ ରକ୍ଷା କରିଥାଏ ଫ୍ଲୁ ଟିକା। ଅଧ୍ୟୟନ ଅନୁଯାୟୀ ଇନ୍‌ଫ୍ଲୁଏଞ୍ଜା ଟିକା ଦିଆଯାଇଥିବା ଲୋକଙ୍କୁ କରୋନାର ଅନେକ ଭୟଙ୍କର ପ୍ରଭାବରୁ ଆଂଶିକ ସୁରକ୍ଷା କରାଯାଇପାରେ। ଏହାଦ୍ବାରା ‌ରୋଗୀଙ୍କୁ ଜରୁରୀକାଳୀନ ଚିକିତ୍ସାର ଆବଶ୍ୟକତା ମଧ୍ୟ କମ୍ ଥାଏ।…

ବାଲୁକା ଶିଳ୍ପୀଙ୍କ ବାଲି ରଥ

ପୁରୀ: ଆଜି ହେଉଛି ମହାପ୍ରଭୁଙ୍କର ଘୋଷଯାତ୍ରା । କରୋନା କଟକଣା ଭିତରେ ବିନା ଭକ୍ତରେ ବଡ଼ଦାଣ୍ଡରୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଶ୍ରୀମନ୍ଦିର ଛାଡ଼ି ନବଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଶ୍ରୀଜିଉ । ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହୋଇ ଜନ୍ମବେଦୀ-ଶ୍ରୀଗୁଣ୍ଡିଚା ମନ୍ଦିର…

ବଡ଼ଦାଣ୍ଡରେ ଜଗତଗୁରୁ ଶଙ୍କରାଚାର୍ଯ୍ୟ

ପୁରୀ : ରଥ ଉପରେ ଶିଷ୍ୟଙ୍କ ସହ ଜଗତଗୁରୁ ଶଙ୍କରାଚାର୍ଯ୍ୟ ଦର୍ଶନ କରିଛନ୍ତି । ତେବେ କୋଭିଡ ମହାମାରୀ ସାରା ବିଶ୍ୱରୁ ଦୁରେଇ ଯାଉ ଓ ଲୋକଙ୍କ କଲ୍ୟାଣ ହେଉ ସେ ନେଇ ମହାପ୍ରଭୁଙ୍କୁ ପ୍ରାର୍ଥନା କରିଛନ୍ତି । ତେବେ କୋଭିଡ ପାଇଁ ବିନା ଭକ୍ତରେ ହେଉଥିବା ରଥଯାତ୍ରାକୁ ଶଙ୍କରାଚାର୍ଯ୍ୟ ସ୍ୱାଗତ…

ସାଂସଦ ରାଜୀବ ଚନ୍ଦ୍ରଶେଖରଙ୍କ ଆକାଉଣ୍ଟରୁ ବ୍ଲୁ ଟିକ୍‌ ମାର୍କ ହଟାଇଲା ଟ୍ୱିଟର

ନୂଆଦିଲ୍ଲୀ: କେନ୍ଦ୍ର ବୈଦ୍ୟୁତିକ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ଓ ଦକ୍ଷତା ବିକାଶ ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖରଙ୍କ ଆକାଉଣ୍ଟରୁ ବ୍ଲୁ ଟିକ୍‌ ମାର୍କ ହଟାଇଲା ଟ୍ୱିଟର। ତେବେ ଏ ନେଇ ଟ୍ୱିଟର ସୂତ୍ରରୁ ପ୍ରକାଶ କରାଯାଇଛି ଯେ ମାଇକ୍ରୋ ବ୍ଲଗିଂ ସାଇଟରେ ତାଙ୍କ ନାମ ପରିବର୍ତ୍ତନ ଏହାର କାରଣ…

ଦେଶରେ ବଢୁଥିବା ପେଟ୍ରୋଲ ଦର ଏକ ବଡ ସମସ୍ୟା; ନୀତିନ ଗଡକରୀ

ନୂଆଦିଲ୍ଲୀ: ସଡକ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ କହିଛନ୍ତି ଯେ ଦେଶରେ ବଢୁଥିବା ପେଟ୍ରୋଲ ମୂଲ୍ୟ ଏକ ବଡ ସମସ୍ୟା ସୃଷ୍ଟି କରିଛି। ନାଗପୁରରେ ଭାରତର ପ୍ରଥମ ବେସରକାରୀ ଏଲଏନଜି ଫାସିଲିଟି କାରଖାନାର ଉଦଘାଟନ ସମୟରେ ଗଡକରୀ ଏହା କହିଛନ୍ତି। ଆଗାମୀ ଦିନରେ ତେଲ ଦରକୁ କମ୍ କରିବାକୁ…

ବଡ଼ଦାଣ୍ଡରେ ଗଡ଼ିଲା ତିନି ରଥ, ନିର୍ଦ୍ଧାରିତ ସମୟ ଆଗରୁ ହେଲା ରଥଟଣା

ପୁରୀ: ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଶ୍ରୀଜିଉମାନଙ୍କର ନବଦିନାତ୍ମକ ଯାତ୍ରା । ରଥ ଚଢ଼ି ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଜନ୍ମବେଦୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ଶ୍ରୀଜଗନ୍ନାଥ । ରଥ ଉପରେ ସମସ୍ତ ନୀତିକାନ୍ତି ସରିବା ପରେ ବଡ଼ଦାଣ୍ଡରେ ଗଡ଼ିଛି ତିନି ରଥ । ନିର୍ଦ୍ଧାରିତ ସମୟର ବହୁ…

ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଭିନନ୍ଦନ

ଭୁବନେଶ୍ୱର : ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ତା ସହିତ ଗତ ୨୪ ବର୍ଷ ହେଲା ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ଆଶା ଓ ବିଶ୍ବାସର ପ୍ରତୀକ ହୋଇଛି । ମହିଳା, ଯୁବ, ଛାତ୍ର, ଚାଷୀ, ଶ୍ରମିକ, ଗରିବ, ଅନୁସୂଚିତ ଜାତି…

ଫିଲ୍ମ ନିର୍ମାତା ହେବେ ଇଶା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଇଶା ଦେଓଲ ପ୍ରଥମ ଥର ପାଇଁ ଚଳଚ୍ଚିତ୍ର ନିର୍ମାଣ କରିବାକୁ ଯାଉଛନ୍ତି। ତାଙ୍କର ଆଗାମୀ ଚଳଚ୍ଚିତ୍ର 'ଏକ ଦୁଆ'ର ନିର୍ମାତା ହେବା ସହିତ ସେଥିରେ ପ୍ରମୁଖ ଭୂମିକାରେ ମଧ୍ୟ ନଜର ଆସିବେ। 'ଏକ ଦୁଆ' ଭୋଟ ସିଲେକ୍ଟରେ ରିଲିଜ୍ ହେବ। ଏହାର ନିର୍ଦ୍ଦେଶନା ଦେବେ ରାମକମଲ…

ଧର୍ମଶାଳାରେ ବାଦଲଫଟା ବର୍ଷା ଯୋଗୁ ଯାତାୟାତ ଠପ୍‌

ଧର୍ମଶାଳା: ସୋମବାର ଦିନ ହିମାଚଳ ପ୍ରଦେଶର ଧର୍ମଶାଳାରେ ବାଦଲଫଟା ବର୍ଷା ହୋଇଛି। ପ୍ରବଳ ଓ ଲଗାତାର ବର୍ଷା ଯୋଗୁ ସିମ୍‌ଲା ଜାତୀୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଥିବା ଜଣାପଡ଼ିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛି ଯେ ଆଗାମୀ କିଛି ଦିନ ହିମାଚଳ ପ୍ରଦେଶରେ ପ୍ରବଳ…