ଭୁବନେଶ୍ୱର ସମେତ ଏହି ୯ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆଗାମୀ ୩ ଘଣ୍ଟା ମଧ୍ୟରେ ଭୁବନେଶ୍ବର ସମେତ ରାଜ୍ୟ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି।
ଶନିବାର ଦିନ ଅପରାହ୍ନ ୫ ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ନୁଆପଡା, ନୟାଗଡ଼,…