Latest Odisha News

BREAKING NEWS

Yearly Archives

2021

ହଠାତ ଅବସର ନେଲେ ବାଂଲାଦେଶର ଏହି ବରିଷ୍ଠ ଅଲରାଉଣ୍ଡର

ଢ଼ାକା: ବାଂଲାଦେଶ କ୍ରିକେଟ ଟିମର ବରିଷ୍ଠ ଅଲରାଉଣ୍ଡର ମହମ୍ମୁଦାଲ୍ଲା ଶନିବାର ହଠାତ୍ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ଜିମ୍ବାୱେ ବିପକ୍ଷ ହରାରେ ଟେଷ୍ଟ ଅବସରରେ ସେ ଏହି ଘୋଷଣା କରିଛନ୍ତି । ଏହା ତାଙ୍କ କ୍ୟାରିୟରର ଶେଷ ଟେଷ୍ଟ ହେବ ବୋଲି କହିଛନ୍ତି । ବାଂଲାଦେଶ କ୍ରିକେଟ ବୋର୍ଡ…

ରାୟଗଡ଼ାରେ ହସ୍ପିଟାଲ ଛାତରୁ ଡେଇଁ ଜୀବନ ହାରିଲେ ମହିଳା

ରାୟଗଡ଼ା: ହସ୍ପିଟାଲ ଛାତ ଉପରୁ ତଳକୁ ଡେଇଁ ମହିଳାଙ୍କ ମୃତ୍ୟୁ । ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏହି ଘଟଣା ଘଟିଛି । ମେଡିସିନ୍ ଓ୍ୱାର୍ଡର ୩ ମହଲା କୋଠା ଉପରୁ ଡେଇଁ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ହେଲେ ୨୮ ବର୍ଷୀୟ ମହିଳା ରଜନୀ ମେଲେକା ଓ ତାଙ୍କ ଘର…

ଚୀନ ବିପକ୍ଷରେ ଆମେରିକାର କଠୋର କାର୍ଯ୍ୟାନୁଷ୍ଠାନ, ୧୪ କମ୍ପାନୀକୁ ବ୍ଲାକଲିଷ୍ଟ କଲେ ବାଇଡେନ ସରକାର

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଚୀନ ଉପରେ ଶନିବାର ଅର୍ଥନୀତି ଏବଂ ବ୍ୟବସାୟିକ ଦୃଷ୍ଟିକୋଣରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଯାହାକି ଉଭୟ ଦେଶ ମଧ୍ୟରେ ଥିବା ତିକ୍ତତାକୁ ଆହୁରି ବୃଦ୍ଧି କରିବ ବୋଲି ଅନୁମାନ କରାଯାଉଛି । ଚୀନର୧୪ଟି ବଡ କମ୍ପାନୀକୁ ଆମେରିକା…

ବାଘ ଛାଲ ସମେତ ୪ ବେପାରୀ ଗିରଫ

ଭବାନୀପାଟଣା: ରାଜ୍ୟରେ ବଢ଼ି ଚାଲିଛି ପଶୁ ଶିକାର । ବେଧଡକ ଭାବରେ ପଶୁଙ୍କୁ ଶିକାର କରୁଛନ୍ତି ଶିକାରୀ । ଏମିତି ଏକ ରାକେଟର ପୁଣି ପର୍ଦ୍ଦାଫାସ ହୋଇଛି । କଳାହାଣ୍ଡି ଜିଲ୍ଲାରୁ ୪ ବାଘଛାଲ ବେପାରୀଙ୍କୁ ଗିରଫ କରିଛି ଓ୍ୱାଇଲ୍ଡ ଲାଇଫ୍ କ୍ରାଇମ୍ କଣ୍ଟ୍ରୋଲ୍ ବ୍ୟୁରୋ ଟିମ୍ । ସେମାନଙ୍କ ପାଖରୁ…

କୋଭିଡ୍‌-୧୯; ତ୍ରିପୁରାରେ ୯୦ ପ୍ରତିଶତ ନମୁନାରେ ଡେଲ୍‌ଟା ପ୍ଲସ୍‌ ଭାରିଆଣ୍ଟ ଚିହ୍ନଟ

ଅଗରତାଲା: ତ୍ରିପୁରାରେ ୯୦ ପ୍ରତିଶତ ରୋଗୀଙ୍କ ନମୁନାରେ ଡେଲ୍‌ଟା ପ୍ଲସ୍‌ ଭାରିଆଣ୍ଟ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏ ନେଇ ମୁଖ୍ୟ ନୋଡାଲ ଅଧିକାରୀ ସୂଚନା ଦେଇଛନ୍ତି। ନୂଆ ମାମଲା ରିପୋର୍ଟ ହୋଇଥିବା ପ୍ରଥମ ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରାରୁ, ବର୍ତ୍ତମାନ ଦେଶରୁ ରିପୋର୍ଟ ହୋଇଥିବା…

ଶ୍ରୀଲଙ୍କା ବିପକ୍ଷ ସିରିଜରେ ଏହି ସବୁ ରେକର୍ଡ ହାସଲ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

କଲମ୍ବୋ: ଭାରତ-ଶ୍ରୀଲଙ୍କା ସୀମିତ ଓଭର କ୍ରିକେଟ ସିରିଜରେ କରୋନା ସଙ୍କଟ ଦେଖା ଦେଇଛି । ଶ୍ରୀଲଙ୍କାର ବ୍ୟାଟିଂ କୋଚ ଏବଂ ଡାଟା ଆନାଲିଷ୍ଟ କରୋନା ପଜିଟିଭ ହେବା ପରେ ଏବେ ସିରିଜକୁ ୧୩ ବଦଳରେ ୧୭ ଜୁଲାଇରେ କରିବା ପାଇଁ ଯୋଜନା ଚାଲିଛି । ଏହି ସିରିଜରେ ଟିମ୍ ଇଣ୍ଡିଆ କେତେଗୁଡିଏ ଉପଲବ୍ଧି…

ଯୋଗୀଙ୍କ ଜନସଂଖ୍ୟା ହ୍ରାସ ଫର୍ମୂଲା: ଦୁଇରୁ ଅଧିକ ସନ୍ତାନ ଥିଲେ ସରକାରୀ ସୁବିଧାରେ କାଣ୍ଟଛାଣ୍ଟ

ଲକ୍ଷ୍ନୌ: ଜନସଂଖ୍ୟା ହ୍ରାସ ପାଇଁ ଉତ୍ତରପ୍ରଦେଶରେ ଯୋଗୀ ସରକାର ନୂଆ ବିଧେୟକ ଆଣିବାକୁ ଯାଉଛନ୍ତି । ଯେଉଁଥିରେ ଦୁଇରୁ ଅଧିକ ପିଲା ଥିବା ବାପା-ମାଆଙ୍କୁ କିଛି ସରକାରୀ ସୁବିଧାରୁ ବଞ୍ଚିତ ହେବାକୁ ପଡ଼ିପାରେ । ଗୋଟିଏ ପିଲାର ବାମା-ମାଆଙ୍କ ନେକ ସରକାରୀ ସୁବିଧା ଉପଲବ୍ଧ ହେବ । ଉତ୍ତରପ୍ରଦେଶ…

୧୫ଟି ୟୁରୋପୀୟ ଦେଶରେ କୋଭିଶିଲ୍ଡକୁ ମିଳିଲା ସ୍ୱୀକୃତି

ନୂଆଦିଲ୍ଲୀ: ଅକ୍ସଫୋର୍ଡ-ଆଷ୍ଟ୍ରା ଜେନେକା ଏବଂ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ଦ୍ୱାରା ଉତ୍ପାଦିତ କୋଭିଶିଲ୍ଡ ଟିକାକୁ ସ୍ୱୀକୃତି ଦେବା ପାଇଁ ବେଲଜିୟମ ସର୍ବଶେଷ ୟୁରୋପୀୟ ଦେଶ ହୋଇପାରିଛି। କୋଭିଶିଲ୍ଡ ବର୍ତ୍ତମାନ ୧୫ ୟୁରୋପୀୟ ଦେଶ ଦ୍ୱାରା ସ୍ୱୀକୃତିପ୍ରାପ୍ତ। ସେରମ୍…

କୁଳାଙ୍ଗାର ଉବାଚ : ହୋ ଭଗତେ ୨୦୨୧

ହୋ ଭଗତେ... ହୋ...  ରଥ ଯାଏ ଗଡି.. ଚକ ଯାଏ ଗଡି, କବାଟ ଫାଙ୍କରେ ଚାହିଁଲା ବେଳକୁ ବୁଢାକୁ ଟାଣୁଛି ବୁଢୀରେ.... ଡିଡ୍ଡାଣି.. ଡିଡ୍ଡାଣି... ଡାଆଣି.....। ହୋ ଭଗତେ... ହୋ... ବସ ଚାଲୁ ନାହିଁ.. ତାଲା ବନ୍ଦି ପାଇଁ, ବଡଲୋକ ବୋଲି ସିଏ ତାବେଳକୁ ଦେଖ ଗଳାବାଟ…

ଥମିନି କରୋନା ପ୍ରକୋପ; ‘ହୁ’ ମୁଖ୍ୟ ବୈଜ୍ଞାନିକଙ୍କ ଚେତାବନୀ

ନୂଆଦିଲ୍ଲୀ: ଏଯାଏ ଥମିନି କରୋନା ପ୍ରକୋପ। ସତର୍କ ରହିବାକୁ ପରାମର୍ଶ ଦେଲେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ‌ସୌମ୍ୟା ସ୍ବାମୀନାଥନ୍। ସେ କହିଛନ୍ତି ଯେ କରୋନାଭାଇରସ୍ ମହାମାରୀର ଗତି ମନ୍ଥର ହେଉନି ବରଂ ବଢି ବଢି ଚାଲିଛି। କାରଣ ଡେଲଟା ପ୍ରକାରର ବିସ୍ତାର ଏବଂ ଟିକାକରଣର…