Latest Odisha News

BREAKING NEWS

Yearly Archives

2021

୧.୪୬ ଲକ୍ଷ କୋଟିର ୫ଟି ଶିଳ୍ପ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ

ଭୁବନେଶ୍ବର : ଓଡ଼ିଶାରେ ଶିଳ୍ପାୟନ କ୍ଷେତ୍ରରେ ଆଉ ପାଦେ ଆଗେଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ ସଂପ୍ରସାରଣ ହେବ ଆଉ ୫ଟି ବଡ଼ ଶିଳ୍ପ । ଏଥିପାଇଁ ରାଜ୍ୟରେ ୧ ଲକ୍ଷ ୪୬ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେବ । ଯେଉଁଥିରେ ୨୬ ହଜାର ୯୫୯ ଜଣ ନିଯୁକ୍ତି ମିଳିବ । ଆଜି ମୁଖ୍ୟମନ୍ତ୍ରୀ ନବୀନ…

ସ୍ମାର୍ଟ ସ୍କୁଲ ଯୋଜନାରେ ସାମିଲ କରିବାକୁ ଦାବି

ପୁରୀ : ପୁରୀ ସଦର ବାସୁଦେବପୁର ଅନ୍ତର୍ଗତ କନକଦୂର୍ଗା ହାଇସ୍କୁଲ । ସ୍କୁଲରେ ପାଠପଢି ଅନେକ ରାଜ୍ୟ,ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପ୍ରତିଷ୍ଠିତ ହୋଇପାରିଛନ୍ତି । ସ୍ମାର୍ଟ ସ୍କୁଲର ସମସ୍ତ ମାପିକାଠି ପୂରଣ କରୁଥିବା ଏହି ସ୍କୁଲ କିନ୍ତୁ ସ୍ମାର୍ଟ ସ୍କୁଲ ଯୋଜନାରେ ସ୍ଥାନ ପାଇପାରିନାହିଁ ।…

ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟରେ ଅଦଳବଦଳ

ନୂଆଦିଲ୍ଲୀ : ଆସନ୍ତାକାଲି ହେବ କେନ୍ଦ୍ର କ୍ୟାବିନେଟର ସଂପ୍ରସାରଣ । ଏଥିପାଇଁ ଆରମ୍ଭ ହୋଇଛି କାଉଣ୍ଟଡାଉନ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟରେ କିଏ ଇନ୍ ଓ କିଏ ହେବେ ଆଉଟ୍ ତାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ତେବେ ମୋଦିଙ୍କ କ୍ୟାବିନେଟରେ ନୂଆ ମୁହଁଙ୍କୁ ସାମିଲ୍‌…

ବଜ୍ରାଘାତରେ ୨ ମୃତ, ଜଣେ ଗୁରୁତର

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲାର ଭିନ୍ନ ଭିନ୍ନ ସ୍ଥାନରେ ବଜ୍ରାଘାତ । ଆଜି ସଂଧ୍ୟାରେ ବଜ୍ରାଘତରେ ଜିଲ୍ଲାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି । ମୃତକ ହେଲେ ବେତନଟୀ ଥାନା ପୁରୀଖୁଣ୍ଟା ଗାଁର ସୁଲୋଚନା ମହାନ୍ତ । ସେ ବିଲରେ କାମ କରୁଥିବା ବେଳେ ହଠାତ୍ ବଜ୍ରପାତ…

ପୁଣି ସ୍ବାଭିମାନ ଅଞ୍ଚଳରେ ମାଓବାଦୀଙ୍କ ଧମକ ପୂର୍ଣ୍ଣ ପୋଷ୍ଟର

ମାଲକାନଗିରି : ପୁଣି ସ୍ବାଭିମାନ ଅଞ୍ଚଳରେ ମାଓବାଦୀଙ୍କ ଧମକପୂର୍ଣ୍ଣ ପୋଷ୍ଟର । ପିଏଲଜିଏରେ ସାମିଲ ହେବାକୁ ଜନସାଧାରଣଙ୍କୁ ପୋଷ୍ଟର ଜରିଆରେ ଆହ୍ବାନ ଦିଆଯାଇଛି । ଏହାସହ ପୋଲିସକୁ ସହଯୋଗ କରୁଥିବା ଲୋକଙ୍କୁ ପ୍ରଜକୋର୍ଟରେ ଦଣ୍ଡ ଦିଆଯିବ ବୋଲି ପୋଷ୍ଟରରେ ଲେଖାଯାଇଛି । କୁଡୁମୁଲୁଗୁମ୍ମା…

ଦୁଇଟି ପୁସ୍ତକ ‘ଆଜିର ଦିନଟି ମୋର’ ଓ ‘ଉର୍ବଶୀର ଗାଁ’ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଦୁଇଟି ପୁସ୍ତକ ‘ଆଜିର ଦିନଟି ମୋର’ ଏବଂ ‘ଉର୍ବଶୀର ଗାଁ’ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସରେ ଏହି ଦୁଇ ପୁସ୍ତକକୁ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି । ପ୍ରଥମ ପୁସ୍ତକ ‘ଆଜିର ଦିନଟି ମୋର’ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଗଞ୍ଜାମ…

ରାଜ୍ୟରେ ବନ୍ଦ ହେବ ସରକାରୀ ଓ ଵେସରକାରୀ କୋଭିଡ୍‌ କେୟାର ସେଣ୍ଟର

ଭୁବନେଶ୍ବର : ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ମହାମାରୀ କରୋନା । ସ୍ଥିତି ଧିରେ ଧିରେ ସୁଧୁରୁଥିବା ବେଳେ କଟକଣା କୋହଳ କଲେଣି ସରକାର । ସଂକ୍ରମଣ ହ୍ରାସ ପାଉଥିବାରୁ ରାଜ୍ୟରେ ବନ୍ଦ ହେବ ସରକାରୀ ଓ ବେସରକାରୀ କୋଭିଡ୍‌ କେୟାର ସେଣ୍ଟର । ତେବେ ସମ୍ଭାବ୍ୟ ତୄତୀୟ ଲହରକୁ ଦୄଷ୍ଟିରେ ରଖି…

ଆଫଗାନିସ୍ତାନ ଏବଂ ଆମେରିକା ସୈନ୍ୟର ୭୦୦ ଟ୍ରକ କବଜା କଲାଣି ତାଲିବାନ !

କାବୁଲ: ଆଫଗାନିସ୍ତାନରେ ତାଲିବାନ ତାର ସ୍ଥିତି ମଜଭୁତ କରିବାରେ ଲାଗିଛି । ଆମେରିକା ପର୍ଯ୍ୟାୟ କ୍ରମେ ସେନା ପ୍ରତ୍ୟାହାର କରୁଥିବାରୁ ଏହା ସେମାନଙ୍କୁ ଫାଇଦାରେ ରଖିଛି । ରିପୋର୍ଟ ମୁତାବକ ଆଫଗାନିସ୍ତାନ ଏବଂ ଆମେରିକା ସୈନ୍ୟଙ୍କ ପାଖାପାଖି ୭୦୦ ଟ୍ରକ ଓ ଅନ୍ୟ ସାମରିକ ଯାନ ତାଲିବାନମାନେ…

କୋପା ଆମେରିକା ଫୁଟବଲ ଫାଇନାଲରେ ବ୍ରାଜିଲ

ରିଓ ଡେ ଜାନେରିଓ: କୋପା ଆମେରିକା ଫୁଟବଲ ଟୁର୍ଣ୍ଣାମେଂଟର ସଂଘର୍ଷପୂର୍ଣ୍ଣ ସେମିଫାଇନାଲ ମୁକାବିଲାରେ ବ୍ରାଜିଲ ୧-୦ ଗୋଲରେ ପେରୁକୁ ହରାଇ ଫାଇନାଲରେ ପ୍ରବେଶ କରିଛି । ନେମାର ଜୁନିୟରଙ୍କ ଏକ ଚମତ୍କାର ପାସକୁ ଲୁକାସ ପକେଟା ୩୫ତମ ମିନିଟରେ ଗୋଲରେ ପରିଣତ କରିଥିଲେ । ପ୍ରଥମାର୍ଦ୍ଧ ଶେଷ…

ଇଂଲଣ୍ଡ କ୍ରିକେଟ ଦଳର ୩ ଖେଳାଳି ସମେତ ୭ ଷ୍ଟାଫ କରୋନା ସଂକ୍ରମିତ, ବିପଦ ଘନେଇଲା ଭାରତ ବିପକ୍ଷ ସିରିଜ ଉପରେ

ଲଣ୍ଡନ: ପାକିସ୍ତାନ ବିପକ୍ଷ କ୍ରିକେଟ ସିରିଜ ଅବସରରେ ଇଂଲଣ୍ଡର ୩ ଖେଳାଳିଙ୍କ ସମେତ ୭ ଷ୍ଟାଫ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ସଂକ୍ରମିତ ଖେଳାଳି ଏବଂ ଷ୍ଟାଫଙ୍କୁ ଆଇସୋଲେଶନରେ ରଖାଯାଇଛି । ପାକିସ୍ତାନ ବିପକ୍ଷ ସିରିଜ ପରେ ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ…