Latest Odisha News

BREAKING NEWS

Yearly Archives

2021

ଏବେ ବି ପ୍ରଥମ ଅଲିମ୍ପିକ୍ସ ପଦକ ଆଶାରେ ଓଡିଶା କ୍ରୀଡାପ୍ରେମୀ ଓ ଆଥଲେଟ

ଭୁବନେଶ୍ୱର: ଦୀର୍ଘ ଦିନ ଧରି ବିଶ୍ୱ କ୍ରୀଡାର ମହାକୁମ୍ଭ ଅଲିମ୍ପିକ୍ସରେ ଭାରତ ପକ୍ଷରୁ ଓଡିଶା ଆଥଲେଟ ଅଂଶଗ୍ରହଣ କରି ଆସିଛନ୍ତି । କିନ୍ତୁ ଦୁଃଖର କଥା କେହି କେବେ ପଦକ ଜିତି ଓଡିଶାକୁ ଗୌରବାନ୍ୱିତ କରିବା ସୁଯୋଗ ଦେଇ ନାହାନ୍ତି । ଟୋକିଓ ଅଲିମ୍ପିକ୍ସରେ ଭାରତ ପକ୍ଷରୁ ୪ଜଣ ଓଡିଆକୁ ଏଥର…

ଓଡ଼ିଶାରେ କୋଭିଡ୍ ସ୍ଥିତି ଅନୁଧ୍ୟାନ ପାଇଁ ପହଞ୍ଚିଲା କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର: ଓଡ଼ିଶାରେ କୋଭିଡ୍ ସ୍ଥିତି ଅନୁଧ୍ୟାନ ପାଇଁ ପହଞ୍ଚିଥିଲା କେନ୍ଦ୍ରୀୟ ଟିମ୍ । ଏମାନଙ୍କ ଭିତରେ ଅଛନ୍ତି କୋଲକାତାର ଜନସ୍ୱାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ଶିବାନୀ ଦତ୍ତ ଓ ଭୁବନେଶ୍ୱର ଏମ୍ସର ପ୍ରଫେସର ପ୍ରଶାନ୍ତ ମହାପାତ୍ର । ଡାକ୍ତର ଶିବାନୀ ଦତ୍ତ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଏହି…

ଶ୍ରମଜୀବୀଙ୍କ ଦୁଃଖ ବୁଝୁଛି କିଏ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…   ପୃଥିବୀର କେତେ ନଦୀରେ କେତେ ଜଳ ବହିଗଲାଣି । ଦେଶେ ଦେଶେ କେତେ ଯେ ମୌସୁମୀ ପ୍ରବାହିତ ହୋଇଗଲାଣି ଏବଂ ଶ୍ରମିକ ଓ ମାଲିକ ମଧ୍ୟରେ କେତେ ଯେ ତ୍ୟାଗପୂତ ଲଢ଼େଇ, ରକ୍ତକ୍ଷୟୀ ସଂଗ୍ରାମ ହୋଇଯାଇଛି, ତା’ର ପଟାନ୍ତର ନାହିଁ । ଆଜି ମଧ୍ୟ…

ଆମୀର ଖାନଙ୍କ ବିବାହ ବିଚ୍ଛେଦ ଉପରେ ଏମିତି କଥା କହିଲେ ବିଧାୟକ ସୁର ରାଉତରାୟ

ଭୁବନେଶ୍ୱର: ବଲିଉଡ ଅଭିନେତା ଆମୀର ଖାନ ଓ ପତ୍ନୀ କିରଣ ରାଓ ୧୫ ବର୍ଷ ପରେ ବିବାହ ବିଚ୍ଛେଦ ନେଇ ଦୁଇ ଦିନ ତଳେ ଘୋଷଣା କରିଥିଲେ । ସେମାନଙ୍କର ଏହି ଘୋଷଣା ଲକ୍ଷ ଲକ୍ଷ ଫ୍ୟାନଙ୍କ ଚକିତ କରିଛି । ଆମୀରଙ୍କ ବିବାହ ବିଚ୍ଛେଦ ଖବର ପରେ ତାଙ୍କ ଉପରେ ନିର୍ଧୂମ ବର୍ଷିଛନ୍ତି କଂଗ୍ରେସ ବିଧାୟକ…

ଭାରତକୁ ଅଣାଯାଉଥିବା ବନ୍ୟଜନ୍ତୁଙ୍କ କରୋନା ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ

ନୂଆଦିଲ୍ଲୀ: ଏଣିକି କରୋନା ନେଗେଟିଭ ରିପୋର୍ଟ ଥିବା ପଶୁମାନେ ଭାରତ ଆସିପାରିବେ। ବିଦେଶରୁ ଭାରତକୁ ଅଣାଯାଉଥିବା ବିଲେଇ, ସିଂହ, ଚିତାବାଘ ଏବଂ ପୁମା ସମେତ ଅନ୍ୟ ପଶୁମାନଙ୍କର କରୋନା ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ। ଏ ନେଇ ଅର୍ଥ ମନ୍ତ୍ରଣାଳୟ ଜୁନ ୩୦ ରେ ସମଗ୍ର ଭାରତରେ କଷ୍ଟମ…

ଆଜି ଆମାଜନ ସିଇଓ ପଦରୁ ଇସ୍ତଫା ଦେବେ ଜେଫ୍ ବେଜୋସ୍

ନୂଆଦିଲ୍ଲୀ: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଜେଫ୍ ବେଜୋସ୍ ସୋମବାର ଆମାଜନ ସିଇଓ ପଦରୁ ଇସ୍ତଫା ଦେବେ। ଇସ୍ତଫା ଦେବା ପାଇଁ ବେଜୋସ୍ ଜୁଲାଇ ୫ କୁ ବାଛିଛନ୍ତି। କାରଣ ସେ ୧୯୯୪ ମସିହା ଆଜିର ଦିନରେ ଆମାଜନ ପ୍ରତିଷ୍ଠା କରିଥିଲେ। ତେବେ, ୫୭ ବର୍ଷିୟା ଜେଫ୍‌ ବେଜୋସ୍‌, ଆମାଜନ ମୁଖ୍ୟ ପଦ…

ରାଜ୍ୟରୁ ଆଜି ୨୮୦୩ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ୍ ହାର ୩.୭୫%

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସ୍ଥିର ରହିଛି । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଅଢ଼େଇ ହଜାରରୁ ତିନି ହଜାର ଭିତରେ ରହୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨ହଜାର ୮୦୩ ନୂଆ ଆକ୍ରାନ୍ତ । ଏହି ସମୟ ଭିତରେ ୭୪ହଜାର ୭୪୦ କୋଭିଡ୍ ଟେଷ୍ଟ କରାଯାଇଛି । କ୍ୱାରେଣ୍ଟାଇନରୁ ୧୫ଶହ ୯୭ ଓ…

ଓଡ଼ିଶାରୁ ଦିନକରେ ସର୍ବାଧିକ ୫୨ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁରେ ବ୍ରେକ୍ ଲାଗୁନି । ନୂଆ ରେକର୍ଡ କରିଛି ଦୈନିକ ମୃତ୍ୟୁସଂଖ୍ୟା । ଦିନକରେ ରାଜ୍ୟରୁ କରୋନା ନେଇଛି ୫୨ ଜୀବନ । ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ୧୮ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ…

ଗଞ୍ଜାମ ଜିଲ୍ଲାରେ ଆଜିଠୁ ଦିଆଯିବ କୋଭାକ୍ସିନ୍ ଟିକା

ବ୍ରହ୍ମପୁର: ଆଜିଠୁ ଗଞ୍ଜାମ ଜିଲ୍ଲାରେ ଲୋକଙ୍କୁ ଦିଆଯିବ କୋଭାକ୍ସିନ୍ ଟିକା । ଭୁବନେଶ୍ୱର ବାହାରେ ପ୍ରଥମ ଥର ଅନ୍ୟ ସ୍ଥାନରେ କୋଭାକ୍ସିନ ଟିକା ଦିଆଯିବ । ୧୮ ବର୍ଷରୁ ଅଧିକ ଯେଉଁମାନେ ପ୍ରଥମ ଡୋଜ୍ ନେବେ ସେମାନଙ୍କୁ କୋଭାକ୍ସିନ ଟିକା ଦିଆଯିବ । ଦ୍ୱିତୀୟ ଡୋଜ୍ ଅପେକ୍ଷାରେ ଥିବା…

ଚିତ୍ରକଳାରେ ଅଣସର ପଟି

ଦେବୀ ପ୍ରସନ୍ନ ନନ୍ଦ ଶ୍ରୀମନ୍ଦିରରେ ସ୍ନାନ ପୂର୍ଣ୍ଣମୀଠାରୁ ଶ୍ରୀଗୁଣ୍ଡିଚା ଯାତ୍ରାର ପୂର୍ବରୁ ନବଯୌବନ ଦର୍ଶନ ପର୍ଯ୍ୟନ୍ତ ପ୍ରାୟ ଚଉଦ ଦିନ ଠାକୁର ଅଣସରରେ ରହନ୍ତି । ଏ ସମୟରେ ଠାକୁରମାନଙ୍କୁ ଜଗମୋହନରେ ଅସ୍ଥାୟୀ ଭାବେ ନିର୍ମିିତ ଅଣସର ଘରେ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟରେ ସ୍ଥାପନା…