Latest Odisha News

BREAKING NEWS

Yearly Archives

2021

ପୂର୍ବ ଶତ୍ରୁତାରୁ ଫୁଟିଲା ଗୁଳି, ଯୁବକ ଗୁରୁତର

ଅନୁଗୋଳ: ପୂର୍ବ ଶତ୍ରୁତାରୁ ଗୁଳିମାଡ଼ । ଦୁଇ ପରିବାର ଭିତରେ ସଂଘର୍ଷ ପରେ ଫୁଟିଲା ଗୁଳି । ଜଣେ ଯୁବକଙ୍କ ଗୁଳିମାଡ଼ରେ ଆଉ ଜଣେ ଆହତ ହୋଇଛନ୍ତି । ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ବଡ଼ କନ୍ତକୁଳ ଗାଁରେ । ଆହତ ଯୁବକ ହେଉଛନ୍ତି ଗାଁର ଅଖିଳ ବେହେରା । ଗୁରୁତର ଅବସ୍ଥାରେ ତାଙ୍କୁ…

ଓଡ଼ିଶାର ୨୨ ଜିଲ୍ଲାରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେରୁ କମ୍

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ଧିରେ ଧିରେ କମୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩ହଜାର ୮୭ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୭ଶହ ୭୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୩ଶହ ୧୨ । ଖୋର୍ଦ୍ଧାରୁ ସର୍ବାଧିକ ୫୮୪ ପଜିଟିଭ୍ ବାହାରିଥିବା ବେଳେ କଟକ ଜିଲ୍ଲାରୁ ୪୬୨, ବାଲେଶ୍ୱରରୁ…

ବଢ଼ିଲା ଟିକା ସଂକଟ: ଆଜି ୧୬ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ଟିକା ଅଭାବ ଯୋଗୁ ଆଜି ରାଜ୍ୟରେ ୧୬ ଜିଲ୍ଲାରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ । ଏହି ଜିଲ୍ଲାଗୁଡ଼ିକ ହେଲା ଅନୁଗୁଳ, ବଲାଙ୍ଗିର, ବାଲେଶ୍ୱର, ବରଗଡ଼, ଭଦ୍ରକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ନବରଙ୍ଗପୁର, ସୋନପୁର,…

ଦ୍ୱିତୀୟ ପର୍ଯ୍ୟାୟ ଆଂଶିକ ଲକଡାଉନରେ ଓଡ଼ିଶା: ଅଧିକ ସମୟ ଖୋଲିବ ଦୋକାନ ବଜାର, ସେଲୁନ୍ ଖୋଲା

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଲାଗୁ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ଆଂଶିକ ଲକଡାଉନ୍ । କାଟାଗୋରୀ-A ୨୦ ଜିଲ୍ଲାରେ କଟକଣାକୁ ଅଧିକ କୋହଳ କହାଯାଇଥିବା ବେଳେ କାଟାଗୋରୀ-B ଜିଲ୍ଲାରେ ବି କଟକଣା ସହ ଜୀବନ ଜୀବିକାକୁ ସ୍ୱାଭାବିକ କରିବା ପାଇଁ ବହୁ ପଦକ୍ଷେପ ନେଇଛନ୍ତି ସରକାର । ଆଜିଠାରୁ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା୦୧-୦୭-୨୦୨୧ ଗୁରୁବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଜୁଲାଇ ତା ୧ରିଖ ଗୁରୁବାର ମିଥୁନ ୧୭ ଦିନ ଆଷାଢ଼ ମାସ କୃଷ୍ଣପକ୍ଷ ସପ୍ତମୀ ତିଥି ଉତ୍ତର ଭାଦ୍ର ନକ୍ଷତ୍ର ମୀନ ଚନ୍ଦ୍ର ଘାତ ବାର- ତୁଳା ଓ କୁମ୍ଭ ରାଶିର ଘାତ ଚନ୍ଦ୍ର- ଧନୁ ରାଶି ପୁରୁଷ ଓ ତୁଳା ରାଶି…

ଗଳ୍ପ : ମରୀଚିକା

ମନୋରମା ସାହୁ     (୧) ବାଦଲ ଯେଉଁଦିନ ଚାକିରି ପାଇଲା,ସେଦିନ ବାପା ନୀଳକଣ୍ଠଙ୍କର ଛାତି ଖୁସିରେ କୁଣ୍ଢେମୋଟ ହୋଇଗଲା।ଯା'ହେଉ ତାଙ୍କ ପୁଅକୁ ଶେଷରେ ଭଗବାନ ଦୟା କଲେ।ମାଷ୍ଟର ଚାକିରି।ଲକେତେ ଲୋକ ତାଙ୍କ ପୁଅକୁ ନମସ୍କାର କରିବେ।ଭାରି ଇଜ୍ଜତବାଲା ଚାକିରିଟାଏ। ସମ୍ମାନ ସହିତ…

ୱେବିନାର ମାଧ୍ୟମରେ ଆଜି ଏକାଦଶ ନାଟ୍ୟ ସଂଗ୍ରହ କାର୍ଯ୍ୟକ୍ରମ

ଭୁବନେଶ୍ୱର : ପୁରବାଇ ସଂସ୍କୃତି କଳା ବିକାଶ କେନ୍ଦ୍ର ପକ୍ଷରୁ ଆଜି ସନ୍ଧ୍ୟା ୫ ୩୦ ରୁ ୭ ଟା ମଧ୍ୟରେ ୱେବିନାର ମାଧ୍ୟମରେ ଏକାଦଶ ନାଟ୍ୟ ସଂଗ୍ରହ ( ନାଟ୍ୟଶାସ୍ତ୍ରର ୩୬ଟି ବିଷୟ ଉପରେ ଏକ ସଂକ୍ଷିପ୍ତ ଆଲୋଚନା ) ଶୀର୍ଷକ ଏକ କାର୍ଯ୍ୟକ୍ରମ ଆୟୋଜନ ହେବାର ଅଛି। ଏହି କାର୍ଯ୍ୟକ୍ରମକୁ…

ଲଳିତ କଳା ଏକାଡେମୀ ପକ୍ଷରୁ ରାଜ୍ୟସ୍ତରୀୟ ଅନଲାଇନ ଚିତ୍ରକଳା ଶିବିର ଉଦଘାଟିତ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଏକ ରାଜ୍ୟସ୍ତରୀୟ ଅନଲାଇନ ଚିତ୍ରକଳା ଶିବିର ଉଦଘାଟିତ ହୋଇଯାଇଛି। ପାଞ୍ଚଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଏହି ଶିବିରକୁ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଉଦଘାଟନ କରିଥିଲେ। ଏହି ଶିବିରରେ…

ଜୋରସୋରରେ ଚାଲିଛି ତିନି ରଥ ନିର୍ମାଣ କାର୍ଯ୍ୟ

ପୁରୀ : ବିଶ୍ବପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର କିଛି ଦିନ ରହିଲା । ଏଥିପାଇଁ ଜୋରସୋରରେ ଚାଲିଛି ତିନି ରଥର ନିର୍ମାଣ କାର୍ଯ୍ୟ । ପାଖାପାଖି ୯୦ ପ୍ରତିଶତ କାର୍ଯ୍ୟ ଶେଷ ହେଲାଣି । ମହାପ୍ରଭୁଙ୍କ ଆଶୀର୍ବାଦ ଓ ସେବାୟତଙ୍କ ନିଷ୍ଠା ଯୋଗୁ ସବୁ କାର୍ଯ୍ୟ ସୂଚାରୁ ରୂପେ ଚାଲିଛି । ଆସନ୍ତ ୯…

ବଜ୍ରାଘାତରେ ଗୋଟିଏ ପରିବାରର ଜଣେ ମୃତ, ୨ ଗୁରୁତର

ରାୟଗଡ଼ା : ରାୟଗଡା ଜିଲ୍ଲା ପଦ୍ମପୁର ଥାନା ଲାଉଗୁଡା ଗାଁରେ ଅଭାବନୀୟ ଘଟଣା । ବଜ୍ରାଘାତରେ ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ଅନ୍ୟ ୨ ଜଣ ଗୁରୁତର ଅଛନ୍ତି । ଦୁଇ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ମୂତାବକ, ଲାଉଗୁଡା ଗାଁର ଅନନ୍ତ ଶବର ଦୁଇ…