Latest Odisha News

BREAKING NEWS

Yearly Archives

2021

ଚଳିତବର୍ଷ ରାଜ୍ୟରେ ହେବନି ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର: ଚଳିତବର୍ଷ ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ନାହିଁ । କରୋନା ଯୋଗୁ ଏବର୍ଷ ପରୀକ୍ଷା ହୋଇ ନାହିଁ । ବିକଳ୍ପ ମୂଲ୍ୟାନ ପଦ୍ଧତିରେ ରେଜଲ୍ଟ ପ୍ରକାଶ ପାଇଛି । ଏହାପରେ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ନାହିଁ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ସୂଚନା…

କବିତା : ଚାଳଘର

ଡମ୍ବରୁଧର ବେହେରା  ଦୁଇଟି ଚାଳଘର ଘର ଉପରେ ଆକାଶ ଚାଳଘର କୋଣରେ ଚୁଳିଆ ଚଢେଇର ବସା, ଶାବକ ଆସି ଅଣ୍ଡା ଦେଇ ପୁଣି ବଡ଼ ହେଇ ଉଡିଯିବା ପରେ ଗୋଟେ ସଫେଦ ଗୋଲାକୃତ ଆଙ୍କିଦେଲା ପରେ ତମକୁ ଦେଖେଇ କହିଲି ଦେଖ "ମଲା ଜହ୍ନ" ବଢିଆ ହେଇଛି ନା ? ତମେ ଅବିକଳ ସେମିତି ଆଙ୍କିଲ ଓ କହିଲ…

ଅନଲାଇନ ମାଧ୍ୟମରେ ଶ୍ରୀ ଜଗନ୍ନାଥଙ୍କ ୧୭୬ ତମ କଥାମୃତ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଶ୍ରୀ ଜଗନ୍ନାଥ ସଂସ୍କୃତି ପରିଷଦ ଓ ବ୍ୟାସ କବି ଫକୀରମୋହନ ଭବନ ଆନୁକୂଲ୍ୟରେ ସ୍ନାନ ପୂର୍ଣ୍ଣିମା ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୧୭୬ ତମ କଥାମୃତ କାର୍ଯ୍ୟକ୍ରମ ଅନଲାଇନ ମାଧ୍ୟମରେ ଆୟୋଜିତ ହୋଇଯାଇଛି। ସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ବାର୍ତ୍ତା ସହ ପ୍ରଭାତ କୁମାର…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୨୬-୬-୨୦୨୧ ଶନିବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଜୁନ ତା ୨୬ ରିଖ ଶନିବାର ମିଥୁନ ୧୨ ଦିନ ଆଷାଢ଼ ମାସ କୃଷ୍ଣପକ୍ଷ ଦ୍ଵିତୀୟା ତିଥି ଉତ୍ତରାଷାଢା ନକ୍ଷତ୍ର ଧନୁ ଚନ୍ଦ୍ର ଦିନ ୯-୫୮ ମିନିଟ୍ ପର୍ଯ୍ୟନ୍ତ ତାପରେ ଉତ୍ତରାଷାଢା ନକ୍ଷତ୍ର ମକର ଚନ୍ଦ୍ର ଭୋଗ ହେବ ଘାତ…

ରାୟଗଡାରେ ମାଟ୍ରିକ ପାସହାର ୯୮.୬ ପ୍ରତିଶତ

ରାୟଗଡା : ରାୟଗଡା ଜିଲ୍ଲାରେ ମାଟ୍ରିକ ପାସହାର ୯୮.୬ ପ୍ରତିଶତ । ରାୟଗଡା ସରସ୍ପତୀ ଶିଶୁ ବିଦ୍ୟା ମନ୍ଦିରର ଶାଶ୍ଵତି ରଥ ହେଲେ ଜିଲ୍ଲାରେ ଟପ୍ପର । ମାଧ୍ୟମିକ ଶିକ୍ଷା ପରିଷଦ  ଦ୍ଵାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇଛି । ରାଜ୍ୟରେ ୯୭.୮୮ପ୍ରତିଶତ ଛାତ୍ରଛାତ୍ରୀ…

ପୂର୍ବତନ ଆଡ଼ଭୋକେଟ ଜେନେରାଲ ଜୟନ୍ତ ଦାସଙ୍କ ପରଲୋକ

ଭୁବନେଶ୍ୱର:ଓଡ଼ିଶାର ପୂର୍ବତନ ଆଡ଼ଭୋକେଟ ଜେନେରାଲ ଜୟନ୍ତ ଦାସଙ୍କ ପରଲୋକ ହୋଇଛି । ଶୁକ୍ରବାର ଦିନ ଆପୋଲୋ ହସପିଟାଲରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କ ୭୫ ବର୍ଷ ବୟସ ହୋଇଥିଲା । ସେ ହେଉଛନ୍ତି ଜଷ୍ଟିସ୍ ନବକିଶୋର ଦାସଙ୍କ ପୁତ୍ର । ତାଙ୍କର ପତ୍ନୀ ସରିତା ଦାସ…

ସ୍ମାର୍ଟସିଟି ପ୍ରତିଯୋଗିତାରେ ଭୁବନେଶ୍ବରକୁ ୨ଟି ପୁରସ୍କାର

ଭୁବନେଶ୍ବର : ସ୍ମାର୍ଟସିଟି ପ୍ରତିଯୋଗିତାରେ ଭୁବନେଶ୍ବରକୁ ପୁଣି ଥରେ ପୁରସ୍କାର । ଇଣ୍ଡିଆନ ସ୍ମାର୍ଟ ସିଟି ଆଓ୍ୱାର୍ଡ ପ୍ରତିଯୋଗିତାରେ ଦୁଇଟି ପୁରସ୍କାର ହାସଲ କରିଛି ରାଜଧାନୀ ଭୁବନେଶ୍ୱର । କେନ୍ଦ୍ର ସରକାରଙ୍କ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଅନୁଷ୍ଠିତ ପ୍ରତିଯୋଗିତାରେ ଭାଗ…

କିସ୍‍ରୁ ମାଟ୍ରିକ୍‍ ପାସ୍‌ କଲେ ଦାନ ମାଝୀଙ୍କ ଝିଅ

ଭୁବନେଶ୍ୱର : କିସ୍‍ରୁ ମାଟ୍ରିକ୍‍ ପାସ୍‌ କଲେ ଦାନ ମାଝୀଙ୍କ ଝିଅ ।  ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି ।  କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସ୍ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି । ସ୍କୁଲ୍‍ର ୬୨୯…

ତିହାର ଜେଲକୁ ସ୍ଥାନାନ୍ତର ହେଲେ ସୁଶୀଲ କୁମାର

ନୂଆଦିଲ୍ଲୀ: ରେସଲର ସାଗର ରାଣାଙ୍କ ହତ୍ୟା ମାମଲାରେ ଶୁକ୍ରବାର ଦିନ ଦିଲ୍ଲୀର ଏକ କୋର୍ଟ ଅଲିମ୍ପିକ ପଦକ ବିଜେତା ସୁଶୀଲ କୁମାରଙ୍କ ନ୍ୟାୟିକ ହେପାଜତକୁ ଜୁଲାଇ ୯ ଯାଏଁ ବୃଦ୍ଧି କରିଛନ୍ତି। ସୁଶୀଲଙ୍କୁ ମାଣ୍ଡୋଲି ଜେଲରୁ ଏବେ ତିହାର ଜେଲକୁ ସ୍ଥାନାନ୍ତର କରାଯାଇଛି। ଅଧିକ ପଢନ୍ତୁ-…

ଆରଜିଏଚରେ ଖୋଲିଲା ଡାୟାଲିସିସ୍ ୟୁନିଟ୍,ରୋଗୀଙ୍କୁ ମାଗଣାରେ ସେବା

ରାଉରକେଲା : ଆରଜିଏଚରେ ଖୋଲିଲା ଡାୟଲିସିସ୍ ୟୁନିଟ୍ । ରୋଗୀଙ୍କୁ ମାଗଣାରେ ମିଳିବ ସେବା । କିଡନୀ ରୋଗୀଙ୍କ ଚିକିତ୍ସା ସୁବିଧା ଲାଗି ରାଉରକେଲା ସରକାରୀ ଚିକିତ୍ସାଳୟ ଆରଜିଏଚଠାରେ ରାଜ୍ୟ ସରକାରଙ୍କ ଅଧୀନରେ ଡାୟାଲିସିସ୍ ସେବା ଆରମ୍ଭ ହୋଇଛି । ମାତୃ ଓ ଶିଶୁ ଚିକିତ୍ସାଳୟ ପରିସରରେ ଏହି ୨୪…