ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି, କଟକଣା ଭିତରେ ଚାଲିଛି ମହାପ୍ରଭୁଙ୍କ ସ୍ନାନଯାତ୍ରା
ପୁରୀ: ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରୁ ବାହାରି ସ୍ନାନ ବେଦୀକୁ ଆସିଛନ୍ତି ଚତୁର୍ଦ୍ଧା ମୂର୍ତ୍ତି । କରୋନା କଟକଣା ଯୋଗୁଁ ବିନା ଭକ୍ତରେ ଚାଲିଛି ସ୍ନାନ ଯାତ୍ରା ।
ରାତି ୨ଟାରେ ପୂଜାପଣ୍ଡା, ମୁଦିରସ୍ତ ଓ ପତି ମହାପାତ୍ର ତିନିବାଡରେ ମଙ୍ଗଳାର୍ପଣ କରିବା ପରେ…