Latest Odisha News

BREAKING NEWS

Yearly Archives

2021

ଦମଦାର ଦୀପ୍

ଭୁବନେଶ୍ୱର: ଓଡ଼ିଆ ମହିଳା ହକି ଷ୍ଟାର ଦୀପ ଗ୍ରେସ୍ ଏକ୍କା । ଇଣ୍ଡିଆନ୍ ହକି ଟିମ୍‌ର ଭାଇସ୍ କ୍ୟାପଟେନ୍ ଭାବେ ନିଯୁକ୍ତ ହୋଇଛନ୍ତି ଦୀପ୍ । ଟୋକିଓ ଅଲିମ୍ପିକ୍ସ ପାଇଁ ଘୋଷିତ ୧୬ ଜଣିଆ ଭାରତୀୟ ମହିଳା ହକି ଦଳରେ ଜଣେ ଓଡ଼ିଆ ହେଉଛନ୍ତି ଦୀପ୍ । ସୁନ୍ଦରଗଡ଼ ଲୁଲକିଡି ନାଁରେ ଏକ ଛୋଟ ଗାଁରେ ଜନ୍ମ…

ହଲିଉଡ୍‌ ବ୍ଲକବଷ୍ଟର ମୁଭି ‘କିଲ୍ ବିଲ୍’ର ହିନ୍ଦୀ ରିମେକ୍‌ରେ ନଜର ଆସିବେ କ୍ରିତି!

ନୂଆଦିଲ୍ଲୀ: ଗତ କିଛି ଦିନ ହେବ କ୍ୱେଣ୍ଟିନ୍ ତାରାଣ୍ଟିନୋଙ୍କ ନିର୍ଦ୍ଦେଶିତ ହଲିଉଡର ବ୍ଲକବଷ୍ଟର ମୁଭି 'କିଲ୍ ବିଲ୍'ର ହିନ୍ଦୀ ରିମେକ୍ ପାଇଁ ବଲିଉଡ ଅଭିନେତ୍ରୀ କ୍ରିତି ସାନନ୍‌ଙ୍କୁ ବଛାଯାଇଥିବା ଗୁଜବ ପ୍ରଚାରିତ ହୋଇଛି। ଯଦି ଗୁଜବ ସତ ହୁଏ ତେବେ କ୍ରିତି ହଲିଉଡ୍‌ ଅଭିନେତ୍ରୀ ଉମା…

ସୀମାରେ ଚୀନ ଯବାନଙ୍କଠୁ ଆହୁରି ଶକ୍ତିଶାଳୀ ଭାରତୀୟ ଯବାନ : ବିପିନ ରାଓ୍ବତ

ନୂଆଦିଲ୍ଲୀ : ସୀମାରେ ଚୀନ ଯବାନଙ୍କ ଠାରୁ ଆହୁରି ଶକ୍ତିଶାଳୀ ଭାରତୀୟ ଯବାନ । ଗତବର୍ଷ ଗଲଓ୍ବାନ ଘାଟିରେ ହୋଇଥିବା ସଂଘର୍ଷରୁ ଏହା ପ୍ରମାଣିତ ହୋଇଛି । ଭାରତୀୟ ସେନା ସହ ଚୀନ ସେନା ମୁହାଁମୁହିଁ ହେବା ପରେ ବେଜିଂ ସେନାକୁ ଆହୁରି ପ୍ରଶିକ୍ଷଣ ନେବାର ଆବଶ୍ୟକତା ରହିଛି । ଏଭଳି କହିଛନ୍ତି…

ପଞ୍ଜାବ ଛାଡି ଦିଲ୍ଲୀରେ ଡେରା ପକାଇଛନ୍ତି କଂଗ୍ରେସ ନେତା

ନୂଆଦିଲ୍ଲୀ : ପଞ୍ଜାବ ଛାଡ଼ି ଏବେ ଦିଲ୍ଲୀରେ ଡେରା ପକାଇଛନ୍ତି କଂଗ୍ରେସ ନେତା । ଦଳରେ ଲାଗି ରହିଥିବା ଅନ୍ତଃକନ୍ଦଳ ଓ ଆଗାମୀ ବିଧାନସଭା ନିର୍ବାଚନ ନେଇ ରାହୁଲ ଗାନ୍ଧିଙ୍କ ସହ ଆଲୋଚନା କରିଛନ୍ତି ପଞ୍ଜାବ କଂଗ୍ରେସ ମୁଖ୍ୟ ସୁନିଲ୍ ଝାକର, ଅର୍ଥମନ୍ତ୍ରୀ ମନପ୍ରିତ୍ ସିଂ ବାଦଲ ଓ ସାଂସଦ ପ୍ରତାପ…

ମହଙ୍ଗା ପଡ଼ିଲା ନକଲି କରୋନା ଔଷଧ ବିକିବା, ୩ ଜଣଙ୍କୁ ବାନ୍ଧିଲା ଏସଟିଏଫ

ଭୁବନେଶ୍ବର : ମହଙ୍ଗା ପଡ଼ିଲା ନକଲି କରୋନା ଔଷଧ ବିକ୍ରି କରିବା । ନକଲି ଔଷଧ ବିକ୍ରି କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ୩ ଜଣ । ଏହି ୩ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ । ମେଡିଲ୍‌ଏଡ୍‌ ମେଡିକେମେଣ୍ଟ ପ୍ରାଇଭେଟ୍‌ ଲିମିଟେଡର୍‌ ନିର୍ଦ୍ଦେଶକ ଓ କମ୍ପାନୀର ୨ ଜଣ…

ଦାଉଦ ଇବ୍ରାହିମର ଭାଇ ଇକବାଲ କସକରକୁ ଗିରଫ କଲା ଏନ୍‌ସିବି

ନୂଆଦିଲ୍ଲୀ: ୱାଣ୍ଟେଡ ଅଣ୍ଡରୱାର୍ଲ୍ଡ ଡନ୍ ଦାଉଦ ଇବ୍ରାହିମର ଭାଇ ଇକବାଲ କାସକରକୁ ବୁଧବାର ମୁମ୍ବାଇରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଗିରଫ କରିଥିବା ସୂଚନା ମିଳିଛି। ଖବର ଅନୁଯାୟୀ ଜାମ୍ମୁ କାଶ୍ମୀରରୁ ପଞ୍ଜାବ ପର୍ଯ୍ୟନ୍ତ ନିଷିଦ୍ଧ ପଦାର୍ଥ ବିକ୍ରି କରୁଥିବା ଅଭିଯୋଗରେ…

କାଲି ଦିଲ୍ଲୀରେ ହେବ ଜାମ୍ମୁ-କାଶ୍ମୀର ନେତାଙ୍କ ମେଳି

ନୂଆଦିଲ୍ଲୀ : ଆସନ୍ତାକାଲି ଜାମ୍ମୁ-କାଶ୍ମୀରକୁ ନେଇ ଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ । ଯେଉଁଥିରେ ଜାମ୍ମୁ-କାଶ୍ମୀରର ସମସ୍ତ ରାଜନୈତିକ ଦଳର ନେତା ସାମିଲ ହେବେ । ଏ ନେଇ ଦିଲ୍ଲୀରେ ଡେରା ପକାଇଲେଣି ଜାମ୍ମୁ-କାଶ୍ମୀରର ତୁଙ୍ଗ ନେତା । ନ୍ୟାସନାଲ କନଫରେନ୍ସ ନେତା ଉମର ଅବଦୁଲ୍ଲା, କଂଗ୍ରେସ…

ଏହି ଗାଁର ଲୋକଙ୍କୁ ଏଯାଏ ଛୁଇଁପାରିନି କରୋନା

ନୂଆଦିଲ୍ଲୀ: ଗତ ଦୁଇ ମାସ ଧରି ସମଗ୍ର ଦେଶରେ କରୋନା ଦ୍ୱିତୀୟ ତରଙ୍ଗର ପ୍ରକୋପ ଜାରି ରହିଥିବା ବେଳେ କର୍ଣ୍ଣାଟକର ଧରୱାଡ ଜିଲ୍ଲାର ଏକ ଗ୍ରାମାକୁ ଏଯାଏ ପଶିପାରିନି ଏହି ମାରାତ୍ମକ ଭୂତାଣୁ। ଏହି ଗାଁର ଲୋକେ କେରାନାର ନିୟମାବଳୀକୁ ଦୃଢ ଭାବେ ଅନୁସରଣ କରୁଛନ୍ତି। ଯାହା ଫଳରେ ଏହି…

ଯୁବକଙ୍କୁ ପିଟିପିଟି ହତ୍ୟା, ଟଙ୍କା ଓ ମୋବାଇଲ୍ ଲୁଟ୍

କନ୍ଧମାଳ: କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ ବଡ଼ଭୂଇଁ ଗ୍ରାମର ସୁଜିତ ସାହାଣୀ ନାମକ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ସହ ୩୦ ହଜାର ଟଙ୍କା ଓ ମୋବାଇଲ୍ ଲୁଟ୍ ହୋଇଛି। ତେବେ ହତ୍ୟାକାରୀଙ୍କ ସମ୍ପର୍କରେ କିଛି ସୂଚନା ମିଳିନାହିଁ। ଗତକାଲି ରାତିରେ ବଡ଼ଭୂଇଁ ଗ୍ରାମର ଟିପେଇ ସାହାଣୀ ଓ…

ସିଏମ୍ ରିଲିଫ ପାଣ୍ଠିକୁ ଓଏସବିସିଏଲ୍ ଦେଲା ୫ କୋଟି

ଭୁବନେଶ୍ଵର: କରୋନା ମୁକାବିଲା ପାଇଁ ଓଡ଼ିଶା ରାଜ୍ୟ ପାନୀୟ ନିଗମ ଲିମିଟେଡ (ଓଏସବିସିଏଲ୍) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୫ କୋଟି ଟଙ୍କା ପ୍ରଦାନ କରାଯାଇଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଏହି ଚେକ୍ ଗ୍ରହଣ କରିଥିଲେ।…