ତ୍ରୟୋଦଶ ସୂର୍ଯ୍ୟକ୍ଷେତ୍ର ପ୍ରତିଭା ସମ୍ମାନ ସମାରୋହ ଓ ବାର୍ଷିକ ଉତ୍ସବ
ଭୁବନେଶ୍ୱର : ସାମାଜିକ ତଥା ଦାତବ୍ୟ ଅନୁଷ୍ଠାନ ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନର ସମ୍ମାନ ପ୍ରଦାନ ପର୍ବ ଓ ତ୍ରୟୋଦଶ ବାର୍ଷିକ ଉତ୍ସବ , ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ରିସର୍ଚ୍ଚ ସେଣ୍ଟରଠାରେ ପାଳିତ ହୋଇଯାଇଛି ।
ଏହି ଅବସରରେ ଭୁବନେଶ୍ୱରର ଲାଏନ୍ସ କ୍ଲବର ସହଯୋଗରେ ଦୁଇ ଜଣ…