Latest Odisha News

BREAKING NEWS

Yearly Archives

2021

ଦେଶରେ ୮୮ ଦିନ ପରେ ସର୍ବନିମ୍ନ ସ୍ତରରେ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କରୋନା ଗ୍ରାଫ ତଳକୁ ତଳକୁ ଖସୁଛି । ୮୮ ଦିନ ପରେ ଆଜି ସର୍ବନିମ୍ନ ସ୍ତରକୁ ଖସିଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୫୩ହଜାର ୨୫୬ ନୂଆ ଆକ୍ରାନ୍ତ । ଏହି ସମୟରେ ୧୩ ଲକ୍ଷ ୮୮ ହଜାର କୋଭିଡ୍ ଟେଷ୍ଟ କରାଯାଇଛି । ଦେଶରେ କରୋନା ସଂକ୍ରମିତଙ୍କ…

କରୋନା ମୃତ୍ୟୁସଂଖ୍ୟା ୪୦ରୁ ଖସୁନି: ଆଜି ଓଡ଼ିଶାରୁ ଗଲା ୪୩ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କାବୁ ପାଉଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗୁନି । ପ୍ରଦିନି ୪୦ରୁ ଅଧିକ ଆକ୍ରାନ୍ତ କରୋନାରେ ପ୍ରାଣ ହରାଉଛନ୍ତି । ୨୪ ଘଣ୍ଟାରେ ଆଉ ୪୩ ଜଣଙ୍କର ଜୀବନ ନେଇଛ ପ୍ରାଣଘାତୀ କରୋନା । ୧୫ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ଆକ୍ରାନ୍ତ ଆଖି…

କରୋନା କାୟା କମୁଛି: ଆଜି ରାଜ୍ୟରୁ ୩୦୩୧ ପଜିଟିଭ୍, ୫% ତଳକୁ ଖସିଲା ପଜିଟିଭ୍ ହାର

ଭୁବନେଶ୍ୱର: ରାଜ୍ୟରେ କରୋନା ପ୍ରକୋପ କମିବାରେ ଲାଗିଛି । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାରକୁ ଖସିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩ହଜାର ୩୧ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୭ଶହ ୩୮ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୨ଶହ ୯୩ଟି । ୨୪ ଘଣ୍ଟାରେ…

ଯୋଗ ଦିବସରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା: କରୋନା କାଳରେ ଆଶାର କିରଣ ଆଣିଛି ଯୋଗ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ କହିଛନ୍ତି, ସୁସ୍ଥ ରହିବା ପାଇଁ ଯୋଗ ଜରୁରୀ । ମହାମାରୀ ବିରୋଧରେ ଲଢ଼େଇରେ ଯୋଗ ଆଶାର କିରଣ ଆଣିଛି । ଯୋଗ ଆମ ପାଇଁ ସୁରକ୍ଷାକବଚ ଭଳି କାମ କରୁଛି । ଲୋକଙ୍କ ଭିତରେ…

ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ଯୋଗ ଦିବସ

ନୂଆଦିଲ୍ଲୀ: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ବିଶ୍ୱବ୍ୟାପୀ ୧୦୯ଟି ଦେଶରେ ପାଳନ ହେଉଛି । ଚଳିତ ବର୍ଷର ଥିମ ରହିଛି ‘ସୁସ୍ଥତା ପାଇଁ ଯୋଗ’ । କରୋନା କଟକଣା ଭିତରେ ଦେଶରେ ଯୋଗ ଦିବସ ପାଳନ ହେଉଛି । ସାମାଜିକ ଦୂରତା ରକ୍ଷା କରି ବିଭିନ୍ନ ସ୍ଥାନରେ ଯୋଗ କରୁଛନ୍ତି ନେତା, ମନ୍ତ୍ରୀଙ୍କଠାରୁ…

ଗଣ ଆନ୍ଦୋଳନ ଆଜି ବିପଥଗାମୀ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର… ଆମେ ଜାଣନ୍ତି, ଟ୍ରେଡ୍‌ ୟୁନିୟନ ଓ ଗଣତାନ୍ତ୍ରିକ ଆନ୍ଦୋଳନ ଧାରା ଅତି ପୁରୁଣା ଓ ଚିରାଚରିତ । ଶହେ ବର୍ଷ ପୂର୍ବେ ସେତେବେଳର ପୁଞ୍ଜିବାଦର ଉତ୍ପତ୍ତି ଓ କ୍ରମୋନ୍ନତିକୁ ବିରୋଧ କରିବା ପାଇଁ ଶ୍ରମିକ ଆନ୍ଦୋଳନ ଜନ୍ମ ନେଇଥିଲା ।…

୫ ବର୍ଷରୁ କମ୍ ପିଲାମାନେ କାହିଁକି ମାସ୍କ ପିନ୍ଧିବା ଉଚିତ ନୁହେଁ ?

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଅଧୀନରେ ଥିବା ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶାଳୟ (DGHS) ନିର୍ଦ୍ଦେଶନାମା ଜାରି କରି କହିଛି ଯେ ପାଞ୍ଚ ବର୍ଷରୁ କମ୍ ବୟସର ପିଲାମାନେ ମାସ୍କ ପିନ୍ଧିବା ଆବଶ୍ୟକ କରନ୍ତି ନାହିଁ ଏବଂ ୬ ରୁ ୧୧ ବର୍ଷ ମଧ୍ୟରେ ପିଲାମାନେ ସେମାନଙ୍କ…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ମଧ୍ୟସ୍ୱର୍ଗର ପ୍ରଶାନ୍ତି  ଚିଠିରେ ଅବିରାମତ୍ୱ ନରହିଲେ ପଢିବାରେ ଆଗ୍ରହ ତିଆରି ହୁଏନି କୁଆଡେ ! ସତରେ ଆବଶ୍ୟକ କଣ ତୁମ ସହ ଘଟଣାମାନଙ୍କୁ ସମୟାନୁପାତରେ ପାହାଚ ଭଳି ନିର୍ଦ୍ଦିଷ୍ଟ ତାଳରେ ଅତିକ୍ରମି ଯିବା ? ଆବଶ୍ୟକ କି ଅମୂର୍ତ୍ତ ଭାବର ଗହ ଗହ ଅନ୍ଧାରକୁ ପ୍ରଶ୍ନର ଆଲୁଅଟେ ଫିଙ୍ଗି…

କବିତା : ନିଜେ ନିଜେ

ସତ୍ୟନାରାୟଣ ଗନ୍ତାୟତ  ଛଳନା କରୁଚି କେତେ ନିଜ ସହ ମୁହିଁ ମିଛରେ ମହା ସୁଖୀଟେ ବୋଲାଇ ।। ଏ ଆଖି ଲୁହକୁ ସେ ଆଖିକୁ ନେଇ ନିଲଠା ହସରେ ଓଠ ମୋ ସଜାଇ ।। ନିଜେ ଇ ନିଜକୁ ରଖିଚି ଜୀଆଁଇ ଯାତନାର ସହଭାଗୀ ହେବା ପାଇଁ ।। ଏ ସଂସାର ସାର,ଲାଗେ ବି ଅସାର ସଭିଏଁ ନିଜର, ସଭିଏଁ ବି…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୨୧-୬-୨୦୨୧ ସୋମବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଜୁନ ତା ୨୧ ରିଖ ସୋମବାର ମିଥୁନ ୭ ଦିନ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ଏକାଦଶୀ ତିଥି ସ୍ବାତୀ ନକ୍ଷତ୍ର ତୁଳା ଚନ୍ଦ୍ର ଘାତ ବାର-: ମିଥୁନ ରାଶିର ଆଜିର ନିଷେଧ ଖାଦ୍ୟ-: ଶିମ୍ବ ଆଜି -ନିର୍ଜଳା ଏକାଦଶୀ,…