Latest Odisha News

BREAKING NEWS

Yearly Archives

2021

କବିତା : ବାପା ତୁମେ

 ଅନୀତା ଦାସ      ଆସିଛନ୍ତି ଯେତେ ମନୁଷ୍ୟ ଜୀବନେ, ବାପା ତୁମେ ଅମୁଲ୍ୟ ମନୁଷ୍ୟ ମୋ ପାଇଁ ସବୁ ବେଳେ। ଜୀବନେ ଜାଳିଛି ଯେତେ ଦୀପାଳି, ତୁମ ମଙ୍ଗଳ କାମନା ନିମନ୍ତେ ଦିଏ ଜାଳି। ତୁମେ ହିଁ ମୋ ପାଇଁ ପ୍ରଦୀପ ଶିଖା, ତୁମେ ହିଁ ମୋ ଜୀବନର ଏକ ମାତ୍ର ରେଖା। ଯାହା ବି…

୮୧ ଦିନ ପରେ ଦେଶରେ ୬୦ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସୁଛି । ଦୈନିକ ମୃତ୍ୟୁସଂଖ୍ୟା ବି ଧିରେ ଧିରେ କମୁଛି । ଏବେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାରରୁ ତଳକୁ ଖସିଛି । ମୃତ୍ୟୁସଂଖ୍ୟା ଦୁଇ ହଜାରରୁ କମ୍ । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୫୮ହଜାର ୪୧୯ ନୂଆ ଆକ୍ରାନ୍ତ । ୮୧…

କଟକରେ ଜଘନ୍ୟ ହତ୍ୟାକାଣ୍ଡ: ଯୁବକଙ୍କୁ ଗଳା କାଟି ହତ୍ୟା, ମହିଳା ଗୁରୁତର

କଟକ:  ଜଘନ୍ୟ ହତ୍ୟାକାଣ୍ଡ । ଫୁଟପାଥରେ ଶୋଇଥିବା ବେଳେ ଯୁବକଙ୍କୁ ଗଳା କାଟି ନିର୍ମମ ହତ୍ୟା । ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛି । କଟକ ମାଲଗୋଦାମ ଥାନା ଅନ୍ତର୍ଗତ କଲେଜ ଛକ ସିଡିଏ ମାର୍କେଟରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ଗୁରୁତର ମହିଳାଙ୍କୁ ଚିକିତ୍ସା ପାଇଁ କଟକ ବଡ଼…

କରୋନା ଆଜି ଓଡ଼ିଶାରୁ ନେଲା ୪୦ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ୨୪ ଘଣ୍ଟାରେ ଯାଇଛି ଆଉ ୪୦ ଜୀବନ । ୧୪ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । କଟକ ଓ ବରଗଡ଼ରୁ ସର୍ବାଧିକ ୫ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି ପ୍ରାଣଘାତୀ କରୋନା । କୋରାପୁଟ, ମୟୂରଭଞ୍ଜ ଓ…

ଆଜି ରାଜ୍ୟରୁ ୩୫୭୭ କରୋନା ଆକ୍ରାନ୍ତ ଚିହ୍ନଟ, ଗତକାଲି ଅପେକ୍ଷା ସାମାନ୍ୟ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି କରୋନା ସଂକ୍ରମଣ । ଯଦିଓ ଗତକାଲି ଅପେକ୍ଷା ଆଜି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩ହଜାର ୫୭୭ ନୂଆ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା ୩ହଜାର ୪୨୭ । ଆଜି ରାଜ୍ୟରେ ୬୬ହଜାର ୩୮୨…

ଜଷ୍ଟିସ ଇନ୍ଦିରା ବାନାର୍ଜୀ ବଙ୍ଗଳା ରାଜନୈତିକ ହିଂସା ମାମଲାରୁ ନିଜକୁ ଦୂରେଇଲେ

କୁହାଯାଏ ଯେ ସରକାର ସେମାନଙ୍କ ଦାୟିତ୍ୱରୁ ଦୂରେଇ ଯାଆନ୍ତି, ତାପରେ କୋର୍ଟ ଏହାର ନେତୃତ୍ୱ ନିଅନ୍ତି, କିନ୍ତୁ ଯେତେବେଳେ ବିଚାରପତି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରୁ ନିଜକୁ ଦୂରେଇ ରଖନ୍ତି ସେତେବେଳେ ସମସ୍ୟା ଉପୁଜେ । ପଶ୍ଚିମବଙ୍ଗରେ ନିର୍ବାଚନ ଫଳାଫଳ ପରେ ହିଂସା ମାମଲାର ଶୁଣାଣି କରିବାକୁ…

ସ୍ନାନଯାତ୍ରା ପାଇଁ ଆଜି ସେବାୟତଙ୍କର ହେବ କୋଭିଡ୍ ଟେଷ୍ଟ

ପୁରୀ: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା । ପୁରୀରେ ମହାପ୍ରଭୁଙ୍କର ସ୍ନାନଯାତ୍ରା ଅନୁଷ୍ଠିତ ହେବ । ଏଥିରେ ନିୟୋଜିତ ହେବାକୁ ଥିବା ସେବାୟତଙ୍କର ଆଜି କୋଭିଡ୍ ଟେଷ୍ଟ କରାଯିବ । ଏହାସହ ସ୍ନାନଯାତ୍ରାରେ ସାମିଲ ହେବାକୁ ଥିବା ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ କର୍ମଚାରୀଙ୍କର ବି…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୨୦-୬-୨୦୨୧ ରବିବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଜୁନ ତା ୨୦ ରିଖ ରବିବାର ମିଥୁନ ୬ ଦିନ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ଦଶମୀ ତିଥି ଚିତ୍ରା ନକ୍ଷତ୍ର କନ୍ୟା ଚନ୍ଦ୍ର ଘାତ ବାର-: ମେଷ ରାଶିର ଘାତ ଚନ୍ଦ୍ର-: ବୃଷ ରାଶି ପୁରୁଷ ଓ ଧନୁ ରାଶି ମହିଳାଙ୍କର…

ମହା ନିଦ୍ରାରେ ତପୁ ମିଶ୍ର

ଭୁବନେଶ୍ୱର : ଆଉ ନାହାନ୍ତି ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ର । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଛି । ରାତି ୧୧ଟାରେ ତପୁଙ୍କ ଦେହାନ୍ତ ହୋଇଛି । ECMO ପାଇଁ ସ୍ଥାନାନ୍ତର ସମ୍ଭବ ନୁହେଁ ବୋଲି କହିଥିଲେ ଡାକ୍ତର । ଦିନକୁ ଦିନ ସ୍ୱାସ୍ଥାବସ୍ଥା ବିଗିଡିଯାଇଥିବା ବେଳେ ଗୁରତର…

ଅଗ୍ନିକାଣ୍ଡ ଘଟି ତିନି ବଖରା ଘର ଭସ୍ମୀଭୂତ

ମୋରଡା : ଅଗ୍ନିକାଣ୍ଡ ଘଟି ତିନି ବଖରା ଘର ଭସ୍ମୀଭୂତ ହୋଇଛି । ମୟୁରଭଞ୍ଜ ମୋରଡା ବ୍ଲକ ବଡ଼ମୁଣ୍ଡାବଣିରେ ନିଆଁ ଲାଗି ଜଣକ ଘର ପୋଡ଼ି ପାଉଁଶ ହୋଇଯାଇଛି । ଗ୍ରାମର କେଦାର ଚନ୍ଦ୍ରଙ୍କ ତିନି ବଖରା ଘର ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ ଜଳି ପୋଡି ପାଉଁଶ ହୋଇଯାଇଛି । ଯେଉଁଥିରେ ପରିବାରର ଖାଦ୍ୟ…