Latest Odisha News

BREAKING NEWS

Yearly Archives

2021

୮ ଜିଲ୍ଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ ପ୍ଲାଣ୍ଟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ ପ୍ଲାଣ୍ଟ ଓ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥାର ଉଦଘାଟନ କରିଛନ୍ତି। ଏହି ୮ଟି ଜିଲ୍ଲା ଗୁଡ଼ିକ ହେଉଛି– ଝାରସୁଗୁଡା, ଭଦ୍ରକ,…

ବେଲ୍ ପରେ ଜେଲରୁ ମୁକୁଳିଲେ ଆଇଏଫଏସ ଅଭୟକାନ୍ତ ପାଠକ

ଭୁବନେଶ୍ବର : ବେଲ୍ ପରେ ଜେଲରୁ ମୁକୁଳିଲେ ଆଇଏଫଏସ ଅଭୟକାନ୍ତ ପାଠକ । ସମସ୍ତ ୩ଟି ମାମଲାରେ ହାଇକୋର୍ଟରୁ ଜାମିନ ମିଳିବା ପରେ ଆଜି ଝାରପଡ଼ା ଜେଲରୁ ମୁକୁଳିଛନ୍ତି ଅଭୟକାନ୍ତ ପାଠକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ଗିରଫ ହୋଇଥିଲେ ଅଭୟକାନ୍ତ ।…

ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ: ବର୍ଷା ଯୋଗୁ ପ୍ରଥମ ଦିବସ ଖେଳ ବାତିଲ

ସାଉଥାମ୍ପଟନ: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲର ପ୍ରଥମ ଦିବସ ଖେଳ ବାତିଲ ହୋଇଛି । ପୂର୍ବରୁ ବର୍ଷା ହେବା ନେଇ ସମ୍ଭାବନା ବ୍ୟକ୍ତ କରାଯାଇଥିଲା । ଦିନ ଯାକ ପ୍ରବଳ ବର୍ଷା ହେବା ଯୋଗୁ ଟସ ପକାଯିବା ମଧ୍ୟ ସମ୍ଭବପର ହୋଇ ନ ଥିଲା ।…

ରେଳ ଯାତ୍ରୀଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ସୂଚନା, କେଉଁ ଟ୍ରେନ୍ ବାତିଲ, କେଉଁ ଟ୍ରେନ୍ ଆଂଶିକ ବାତିଲ ଜାଣନ୍ତୁ

ଭୁବନେଶ୍ବର : କୋଭିଡ ସଂକ୍ରମଣର ଚେନକୁ ଭାଙ୍ଗିବା ଲାଗି ରେଳ ବିଭାଗର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ସଂକ୍ରମଣକୁ ରୋକିବା ଲାଗି ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ କିଛି ଟ୍ରେନକୁ ବାତିଲ କରାଯାଇଥିବା ବେଳେ, ଆଉ କିଛି ଟ୍ରେନକୁ ଆାଂଶିକ ବାତିଲ ପାଇଁ ନିଷ୍ପତ୍ତି ନେଇଛି ରେଳ ବିଭାଗ । ଜୁନ…

ମମତା ବାନାର୍ଜୀଙ୍କ ପୁତୁରାକୁ ଚାପୁଡା ମାରିଥିବା ବ୍ୟକ୍ତିଙ୍କ ରହସ୍ୟମୟ ଢ଼ଙ୍ଗରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲା…

କୋଲକାତା:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ଚାପୁଡା ମାରିଥିବା ବ୍ୟକ୍ତିଜଣଙ୍କର ରହସ୍ୟମୟ ଢ଼ଙ୍ଗରେ ମୃତ୍ୟୁ ଘଟିଛି । ୨୦୧୫ରେ ଏକ କାର୍ଯ୍ୟକ୍ରମ ଅବସରରେ ବିଜେପି ସମର୍ଥକ ଦେବାଶିଷ ଆଚାର୍ଯ୍ୟ ଟିଏମସିର ବର୍ତମାନ ମହାସଚିବ ଅଭିଷେକଙ୍କୁ ଚାପୁଡା…

କଣ୍ଠଶିଳ୍ପୀ ତପୁଙ୍କ ଚିକିତ୍ସା ଲାଗି ଲକ୍ଷେ ଟଙ୍କା ମଞ୍ଜୁର କଲେ ଓଡ଼ିଶା ସରକାର

ଭୁବନେଶ୍ୱର: କିଛି ଦିନ ହେଲା କଣ୍ଠଶିଳ୍ପୀ ତପୁ ମିଶ୍ର କରୋନାରେ ଆ୍ରକାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । ଦିନକୁ ଦିନ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇ ପଡୁଛି । ଏଭଳି ସମୟରେ କଳାକାର କଲ୍ୟାଣ ପାଣ୍ଠିରୁ ୧ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ସଂସ୍କୃତି ବିଭାଗ। ତାଙ୍କ ଭଉଣୀ…

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ବିଶ୍ୱର ଏକ ନମ୍ବର ଲୋକପ୍ରିୟ ନେତା

ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁନର୍ବାର ବିଶ୍ୱର ଏକ ନମ୍ବର ଲୋକପ୍ରିୟ ନେତା ହୋଇଛନ୍ତି । ଆମେରିକାର ଡାଟା ଇଂଟେଲିଜେନ୍ସି ଫାର୍ମ ମର୍ଣ୍ଣିଂ କନସଲ୍ଟ ଦ୍ୱାରା କରାଯାଇଥିବା ସର୍ଭେରେ ମୋଦିଙ୍କ ଗ୍ଲୋବାଲ ଆପ୍ରୁଭାଲ ରେଟିଂ ସବୁଠାରୁ ଆଗରେ ରହିଛି । ମୋଦିଙ୍କ ରେଟିଂ ୬୬…

ଜୁନ୍ ଶେଷ ସୁଦ୍ଧା ଦୈନିକ ୩ ଲକ୍ଷ ଟିକାକରଣ ଟାର୍ଗେଟ: ମନ୍ତ୍ରୀ

ଭୁବନେଶ୍ୱର: କରୋନାର ସମ୍ଭାବ୍ୟ ତୃତୀୟ ପ୍ରବାହର ମୁକାବିଲା ପାଇଁ ଓଡିଶା ସରକାର ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଟୀକାକରଣର ମାତ୍ରା ବଢାଇବା ଓ ହସ୍ପିଟାଲରେ ଭିତ୍ତିଭୂମି ଅଧିକ ବଢାଇବା ଦିଗରେ କାର୍ଯ୍ୟ କରାଯାଉଛି ବୋଲି ପ୍ରକାଶ କରିଛନ୍ତି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ।…

ସୁଇସ ବ୍ୟାଙ୍କରେ ଭାରତୀୟଙ୍କ ଧନ ବଢ଼ିଛି: ୨୦୨୦ରେ ୨୦,୭୦୦ କୋଟି ଛୁଇଁଲା

ନୂଆଦିଲ୍ଲୀ: କରୋନା ମହାମାରୀ ସମୟରେ ବି ସୁଇସ ବ୍ୟାଙ୍କରେ ଭାରତୀୟଙ୍କ ଧନ ବଢ଼ିବାରେ ଲାଗିଛି । ୨୦୨୦ରେ ଏହା ୨୦,୭୦୦ କୋଟି ଟଙ୍କାକୁ ଛୁଇଁଛି । ଗତ ୧୩ ବର୍ଷ ମଧ୍ୟରେ ଏହା ସର୍ବାଧିକ । ୨୦୧୯ ତୁଳନାରେ ଏହା ୨୧୨ ପ୍ରତିଶତ(୩.୧୨ ଗୁଣ) ବଢ଼ିଛି । ତେବେ କଷ୍ଟମର ଡିପୋଜିଟି ହ୍ରାସ ପାଇଛି ।…

୧୮-୪୪ ବର୍ଗଙ୍କ ପାଇଁ ୭ଟାରୁ ସ୍ଲଟ ବୁକିଂ ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ପକ୍ଷରୁ ରାଜଧାନୀରେ ୧୮-୪୪ ବୟସ ବର୍ଗଙ୍କ (ପ୍ରଥମ ଡୋଜ୍) ପାଇଁ ନୂଆ ସ୍ଲଟ୍ ଘୋଷଣା କରାଯାଇଛି। ଆଜି ରାତି ୭ ଟାରୁ ସ୍ଲଟ ବୁକିଂ ଆରମ୍ଭ ହେବ। ଏନେଇ ଟ୍ବିଟ ଯୋଗେ ସୂଚନା ଦେଇଛି ବିଏମସି।…