Latest Odisha News

BREAKING NEWS

Yearly Archives

2021

ସେପ୍ଟେମ୍ବର ସୁଦ୍ଧା ଭାରତରେ ଲଞ୍ଚ୍‌ ହୋଇପାରେ ‘କୋଭୋଭାକ୍ସ’ ଟିକା

ନୂଆଦିଲ୍ଲୀ: ଖୁବ୍‌ ଶୀଘ୍ର କରୋନା ବିରୋଧରେ ଆଉ ଏକ ଟିକା ଆଣିବ ସେରମ୍‌। କରୋନା ବିରୋଧରେ 'କୋଭୋଭାକ୍ସ' ଟିକା ଅତ୍ୟନ୍ତ ପ୍ରଭାବଶାଳୀ ବୋଲି ଘୋଷଣା ହେବାର ଦୁଇ ଦିନ ପରେ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ପକ୍ଷରୁ ଏ ନେଇ ଘୋଷଣା କରାଯାଇଛି। ସେପ୍ଟେମ୍ବର ସୁଦ୍ଧା ଭାରତରେ ଏହାକୁ ଲଞ୍ଚ୍‌…

ପରଲୋକରେ ବଲିଉଡ୍‌ ଅଭିନେତା ଚନ୍ଦ୍ରଶେଖର

ମୁମ୍ବାଇ: ବଲିଉଡ୍‌ ଅଭିନେତା ଚନ୍ଦ୍ରଶେଖରଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳେକୁ ତାଙ୍କୁ ୯୮ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି। "ଚା ଚା ଚା", "ସୁରଙ୍ଗ" ଭଳି ଚଳଚ୍ଚିତ୍ରରେ ଅଭିନୟ ପ୍ରଦର୍ଶନ କରି ଅନେକ ପ୍ରଶଂସା ସାଉଁଟିଥିଲେ…

ମନୋଜ ମ୍ୟାଜିକ୍ …

ଭୁବନେଶ୍ୱର : ମୋଷ୍ଟ ପପୁଲାର ବଲିଉଡ଼ ଆକ୍ଟର ମନୋଜ ବାଜପାୟୀ । ୱେବ୍ ସିରିଜ୍ ଅଭିନୟ ସାଙ୍ଗକୁ କରୋନା ସଚେତନତା ନେଇ ପାଲଟିଛନ୍ତି ରୋଲ୍ ମଡେଲ୍ । ୱେବ୍ ସିରିଜ୍ ‘ଦ ଫ୍ୟାମିଲି ମ୍ୟାନ୍ -୨’ରେ ଦମଦାର ଆକ୍ଟିଂରେ ସମସ୍ତଙ୍କ ଫେଭରେଟ ପାଲଟିଯାଇଛନ୍ତି । ତା ସହିତ ଏଥିରେ ସରକାର ମଧ୍ୟ ପ୍ରଭାବିତ…

ଏହି ରାଜ୍ୟରେ ଜୁନ୍‌ ୩୦ ଯାଏ ବଢିଲା ଲକ୍‌ଡାଉନ

ନାଗାଲାଣ୍ଡ: ନାଗାଲାଣ୍ଡରେ ବଢିଲା ଲକ୍‌ଡାଉନ୍‌ ଅବଧି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନାଗାଲାଣ୍ଡ ସରକାର ରାଜ୍ୟରେ ଚାଲିଥିବା ଲକ୍‌ଡାଉନ୍‌କୁ ୩୦ ଜୁନ୍ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଜାରି ରହିଥିବା ଲକ୍‌ଡାଉନ ଅବଧି ଏହି ଜୁନ୍ ୧୮ରେ ଶେଷ…

କଟକଣା ଭିତରେ ଦେବ ଦମ୍ପତିଙ୍କ ବାହାଘର

ସମ୍ବଲପୁର : ମହମାରୀ ଭିତରେ ବି ସମ୍ପନ୍ନ ହୋଇଛି ଦେବ ଦମ୍ପତିଙ୍କ ବାହାଘର । କୋଭିଡ କଟକଣା ଭିତରେ ସମସ୍ତ ରୀତିନୀତି ସହକାରେ କରାଯାଇଛି ବିବାହ । ସମ୍ବଲପୁରର ଝାଡୁଆପଡାରୁ ନେଇ ମୁଦିପଡା ଓ ବଡ଼ବଜାରରେ ବିବାହ କାର୍ଯ୍ୟ ଅନୁଷ୍ଠିତ ହୋଇଛି । ମନ୍ଦିରରେ ମହାଦେବଙ୍କ ମହାଆଳତୀ କରାଯାଇ…

ଲକ୍‌ଡାଉନ୍‌ କଟକଣାକୁ ଆଂଶିକ କୋହଳ କଲେ ରାଜ୍ୟ ସରକାର; ୧୭ ଜିଲ୍ଲାରେ ସକାଳ ୬ରୁ ସନ୍ଧ୍ୟା ୫ ଯାଏ ଖୋଲା ରହିବ ଦୋକାନ

ଭୁବନେଶ୍ୱର: ସମ୍ପୂର୍ଣ୍ଣ ଲକ୍‌ଡାଉନକୁ ଆଂଶିକ କୋହଳ କଲେ ରାଜ୍ୟ ସରକାର। ଓଡିଶା ସରକାର ବୁଧବାର ଦିନ ଜୁଲାଇ ୧ ସକାଳ ୫ଟା ପର୍ଯ୍ୟନ୍ତ ଏହି କଟକଣା ଲାଗୁ କରିଛନ୍ତି। ୧୭ ଟି ଜିଲ୍ଲାରେ ସକାଳ ୭ ଟାରୁ ସନ୍ଧ୍ୟା ୫ ଟା ଯାଏ ଦୋକାନ ଖୋଲା ରହିବ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର…

ନକ୍ସଲ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ; ୬ ମାଓବାଦୀ ମୃତ

ମାଲକାନଗିରି: ମାଲକାନଗିରି ଆନ୍ଧ୍ର ସୀମାନ୍ତ ବିଶାଖାପାଟଣା ଜିଲ୍ଲାରେ ନକ୍ସଲ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ୬ ଜଣ ହାଡକୋର ମାଓବାଦୀ ପ୍ରାଣ ହରାଇଥିବା ବେଳେ ଘଟଣା ସ୍ଥଳରୁ ଯବାନ ମାନେ ୭ ଟି ବନ୍ଧୁକ ସହ ବହୁ ପରିମାଣରେ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି । ମାମ୍ପା…

ଚିକିତ୍ସା ନପାଇ ମୃତ୍ୟୁ ସହ ସଂଗ୍ରାମ କରୁଛି ଯୁବକ

ବାରିପଦା: ଚିକିତ୍ସା ନପାଇ ମୃତ୍ୟୁ ସହ ସଂଗ୍ରାମ କରୁଛି ଯୁବକ । ହସପିଟାଲ କର୍ତ୍ତୃପକ୍ଷଙ୍କ ଅବହେଳା ଅଭିଯୋଗ  । ଆଉ ମୃତ୍ୟୁ ସହ ସଂଗ୍ରାମ କରୁଛି ଜଣେ ଯୁବକ । ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲରେ ଯୁବକ ଜଣକ ଜୀବନ ବଂଚିବାକୁ ସଂଘର୍ଷ କରୁଛନ୍ତି । ପାରିବାରିକ କଳହ ଯୋଗୁ ମହୁଳିଆ…

ନକଲି ଔଷଧର ଅସଲି ଚେର

ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ଆଗରୁ ସବୁ ନକଲି ହୋଇ ସାରିଥିଲା । ଖାଦ୍ୟ, ବସ୍ତ୍ର, ବାସଗୃହ, ଶିକ୍ଷା । ଯାହା ଆମେ ନିତିଦିନିଆ ଜୀବନରେ ଦେଖୁ, ବ୍ୟବହାର କରୁ । ସେସବୁର ନକଲି ସାମଗ୍ରୀ ପ୍ରସ୍ତୁତ ହୋଇ ବର୍ଷ ବର୍ଷ ଧରି ବିକ୍ରି ହୋଇ ଆସୁଛି । ଗରିବ,…

ଆଗକୁ ଖାଦ୍ୟ ସଙ୍କଟର ସମ୍ମୁଖୀନ ହୋଇପାରେ ଦେଶ; କିମ୍‌ଙ୍କ ଚେତାବନୀ

ସିଓଲ: ଉତ୍ତରକୋରିଆରେ ଆଗକୁ ଦେଖାଦେଇପାରେ ଘୋର ଖାଦ୍ୟ ସଙ୍କଟ। ଏ ନେଇ ଉତ୍ତର କୋରିଆର ନେତା କିମ ଜୋଙ୍ଗ ଉନ ଚେତାବନୀ ଦେଇଛନ୍ତି। ଭୁଶୁଡି ଯାଇଥିବା ଅର୍ଥନୀତିକୁ ଉଦ୍ଧାର କରିବା ପାଇଁ ସେ ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ସୂଚନା ଅନୁଯାୟୀ କିମ୍‌ ବର୍ତ୍ତମାନର 'ଅନ୍ତର୍ଜାତୀୟ…