Latest Odisha News

BREAKING NEWS

Yearly Archives

2021

ରସୁଲଗଡ଼ ଓଭରବ୍ରିଜ ଉପରେ ପିସିଆର ଗାଡ଼ିକୁ ଧକ୍କା ଦେଲା ଟ୍ରକ୍

ଭୁବନେଶ୍ୱର: ରସୁଲଗଡ଼ ଓଭରବ୍ରିଜ୍ ଉପରେ ସଡ଼କ ଦୁର୍ଘଟଣା  । ପିସିଆର ଗାଡ଼ିକୁ ପଛ ପଟୁ ଧକା ଦେଲା ଏକ ମାଲ ବୋଝେଇ ଟ୍ରକ୍ । ଦୁର୍ଘଟଣାରେ ୨ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି  । ଅଳ୍ପକେ ବର୍ତ୍ତି ଯାଇଛନ୍ତି ଆଉ ୫ ଜଣ । ଆଜି ଭୋରରୁ ଏହି ଦୁର୍ଘଟଣା ଘଟିଛି । ପିସିଆର ଗାଡ଼ିକୁ ପଛ ପଟୁ…

କେମିତି ହେବ +୨ ମୂଲ୍ୟାୟନ ? ଆଜି ବିଶେଷଜ୍ଞ କମିଟିର ଶେଷ ବୈଠକ

ଭୁବନେଶ୍ୱର: ରାଜ୍ୟରେ କେମିତି ହେବ ଯୁକ୍ତ ଦୁଇ ମୂଲ୍ୟାୟନ ? ବିକଳପ୍ ମୂଲ୍ୟାନ ନେଇ ଏଯାଏ କୌଣସି ନିଷ୍କର୍ଷ ବାହାରି ପାରିନି । ଏଥିପାଇଁ ରାଜ୍ୟ ସରକାର ଏକ ୧୪ ଜଣିଆ ବିଶେଷଜ୍ଞ କମିଟି ଗଠନ କରିଥିଲେ । ଏହି କମିଟି ୧୦ ଦିନ ଭିତରେ ରିପୋର୍ଟ ଦେବ ବୋଲି ସମୟସୀମା ଥିଲା । ତେବେ କଣ୍ଟ ପୂରିଥିଲେ…

ଡବ୍ଲ୍ୟୁଟିସି ଫାଇନାଲ: ବାୟୋ ବବଲ ନିୟମ ଉଲ୍ଲଂଘନ କରିଛନ୍ତି ନ୍ୟୁଜିଲାଣ୍ଡ ଖେଳାଳି, ଅଭିଯୋଗ କରିବ ବିସିସିଆଇ

ସାଉଥାମ୍ପଟନ: ୧୮ରୁ ୨୨ ଜୁନ ପର୍ଯ୍ୟନ୍ତ ଏଠାରେ ଖେଳାଯିବାକୁ ଥିବା ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳି ବାୟୋ ବବଲ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ଆସିଛି । କ୍ରିକବିଜରେ ପ୍ରକାଶିତ ଖବର ଅନୁସାରେ ନ୍ୟୁଜିଲାଣ୍ଡର ୬ଜଣ ଖେଳାଳି କୋଭିଡ ନିୟମ ଉଲ୍ଲଂଘନ…

ଦେଶରେ ଆଇନଗତ ସୁରକ୍ଷା ହରାଇଲା ଟ୍ୱିଟର

ନୂଆଦିଲ୍ଲୀ: ଟ୍ୱିଟର ପାଇଁ ବଢିଲା ଅଡୁଆ। ଆଇଟି ନିୟମ ମାନିବାରେ ବିଫଳ ହେତୁ ଦେଶରେ ଆଇନଗତ ସୁରକ୍ଷା ହରାଇଲା ଟ୍ୱିଟର। ସୂଚନା ଅନୁଯାୟୀ ଆଇଟି ନିୟମ ପାଳନ ନ କରିଥିବା ଏକମାତ୍ର ସୋସିଆଲ ମିଡିଆ ପ୍ଲାଟଫର୍ମ ହେଉଛି ଟ୍ୱିଟର। ଏହାର ଅର୍ଥ ଯଦି କୌଣସି ଲୋକ ଟ୍ୱିଟରରେ ଅପରାଧିକ, ଅନୈତିକ…

ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି: ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ । ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ କୁଲାବେଡ଼ା ଜଙ୍ଗଲରେ ଗୁଳି ବିନିମୟ । ଉଭୟ ପକ୍ଷ ମଧ୍ୟରେ କିଛି ସମୟ ଧରି ଗୁଳି ବିନିମୟ ଚାଲିଥିଲା । ଏଥିରେ ମାଓବାଦୀଙ୍କ ମୃତାହତ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ । କୁଲାବେଡ଼ା…

ଗୋଟିଏ ମ୍ୟାଚରେ ୬ ରେକର୍ଡ କଲେ କ୍ରିଷ୍ଟିଆନୋ ରୋନାଲ୍ଡୋ

ବୁଡାପେଷ୍ଟ: ଆଧୁନିକ ଫୁଟବଲର ଶ୍ରେଷ୍ଠ ଖେଳାଳି ଭାବେ ପରିଚିତ ପର୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଚଳିତ ୟୁରୋକପରେ ଗୋଟିଏ ମ୍ୟାଚରେ ୬ଟି ରେକର୍ଡ ସୃଷ୍ଟି କରିଛନ୍ତି । ହଙ୍ଗେରୀ ବିପକ୍ଷ ମ୍ୟାଚରେ ରୋନାଲ୍ଡୋଙ୍କ ଚମତ୍କାର ପ୍ରଦର୍ଶନ ବଳରେ ପର୍ତୁଗାଲ ୩-୦ରେ ବିଜୟ ଅଭିଯାନ ଆରମ୍ଭ କରିଛି ।…

ଦେଶରୁ ୬୨ ହଜାର କରୋନା ପଜିଟିଭ୍ ଚିହ୍ନଟ, ୯ ଲକ୍ଷ ତଳେ ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ କରୋନା କାୟା କମିବାରେ ଲାଗିଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ଖସୁଛି ଆକ୍ଟିଭ୍ କେସ୍ । ୨୪ ଘଣ୍ଟାରେ ଦେଶରୁ ଚିହ୍ନଟ ହୋଇଛନ୍ତି ୬୨ହଜାର ୨୨୪ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ସଂକ୍ରମିତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି । ଗତକାଲି ଚିହ୍ନଟ…

ଗାଜା ଉପରେ ପୁଣି ଥରେ ଏୟାର ଷ୍ଟ୍ରାଇକ୍ ଗଲା ଇସ୍ରାଏଲ୍

ଜେରୁଜେଲମ୍: ଗାଜା ଉପରେ ଏୟାର ଷ୍ଟ୍ରାଇକ୍ କରିଛି ଇସ୍ରାଏଲ୍ । ବିମାନରୁ ଆକ୍ରମଣ ହୋଇଥିବା କଥାକୁ ସ୍ୱୀକାର କରିଛି ଇସ୍ରାଏଲ୍ ସେନା । ଆଜି ସକାଳେ ଗାଜା ଷ୍ଟ୍ରିପରେ ଥିବା ହମାସ ଆତଙ୍କୀ ସଂଗଠନର ସାମରିକ କମ୍ପ୍ଲେକ୍ସ ଓ ସମ୍ମିଳନୀ କକ୍ଷରେ ଲଢୁଆ ବିମାନ ଯୋଗେ ହମଲା ହୋଇଥିଲା । ଏଥିରେ ମୃତାହ…

ଓଡ଼ିଶାରୁ ଆଉ ୪୪ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୨୪ ଘଣ୍ଟାରେ କରୋନା ନେଇଛି ଆଉ ୪୪ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ୧୮ ଜିଲ୍ଲାରୁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣଙ୍କର ଜୀବନ ଯାଇଛି ।…

ଆଜି ଓଡ଼ିଶାରେ ଅନଲକ୍ ନିଷ୍ପତ୍ତି: କେଉଁ ଜିଲ୍ଲା ଖୋଲିବ, କେଉଁଠି କଣ ରହିବ କଟକଣା ?

ଭୁବନେଶ୍ୱର: ଆସନ୍ତାକାଲି ସକାଳ ୭ଟାରେ ଓଡ଼ିଶାରେ ସରୁଛି ଲକଡାଉନ୍ । ଆଜି ଆସିବ ରାଜ୍ୟ ସରକାରଙ୍କ ନୂଆ ଗାଇଡଲାଇନ୍ । ପର୍ୟ୍ୟାୟକ୍ରମେ ଅନଲକ୍ ଘୋଷଣା କରିପାରନ୍ତି ସରକାର । କେଉଁ ଜିଲ୍ଲା ଅନଲକ୍ ହେବ ? କେଉଁ ଜିଲ୍ଲାରୁ ଖୋଲିବ ନାହିଁ ତାଲା ? ନିଷ୍ପତ୍ତି ଉପରେ ସମସ୍ତଙ୍କ ନଜର ରହିଛି ।…