Latest Odisha News

BREAKING NEWS

Yearly Archives

2021

ଓଡ଼ିଶାରେ ନିମ୍ନଗାମୀ କରୋନା ସଂକ୍ରମଣ: ଆଜି ୩୫୩୫ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ । କ୍ରମାଗତ ଖସୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ୪ହଜାର ତଳକୁ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩ହଜାର ୫୩୫ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୨ହଜାର ୧୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫ଶହ ୧୯ ।…

ଠିଆ ହୋଇଥିବା ଗାଡ଼ିକୁ ପଛରୁ ପିଟିଲା ପିକଅପ୍ ଭ୍ୟାନ୍, ୨ ମୃତ ଓ ଜଣେ ଗୁରୁତର

କଟକ: ଅଶୁଭ ମଙ୍ଗଳବାର । ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା । କଟକ ମଙ୍ଗୁଳି ଛକରେ ରାସ୍ତାକଡ଼ରେ ଠିଆ ହୋଇଥିବା ଏକ ଟ୍ରେଲରକୁ ପଛରୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍ । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛନ୍ତି । ଜଣେ ଗୁରୁତର ଅଛନ୍ତି । ତାଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି…

ଏକାମ୍ର ପରମ୍ପରା : ଶୀତଳ ଷଷ୍ଠୀ

ସୁକାନ୍ତ ପଣ୍ଡା ମହାପ୍ରଭୁ ଲିଙ୍ଗରାଜଙ୍କ ଚତୁର୍ଦ୍ଦଶ ଯାତ୍ରା ମଧ୍ୟରୁ ଶୀତଳ ଷଷ୍ଠୀ ଅନ୍ୟତମ ପ୍ରଧାନ ଯାତ୍ରା। ଜଗନ୍ନାଥ ମହାପ୍ରଭୁଙ୍କର ବାର ମାସରେ ତେର ଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ,ଲିଙ୍ଗରାଜ ମହାପ୍ରଭୁଙ୍କର ଚଉଦ ଯାତ୍ରା । ଶିବବିବାହ ପରଦିନ ଦେବଦମ୍ପତିଙ୍କ ମନ୍ଦିରକୁ ବାଣ…

ସରିଲା ଦେବଦମ୍ପତି ବିବାହ, ଆଜି ଯୁଗଳ ଦର୍ଶନ

ସମ୍ୱଲପୁର: ଶୀତଳଷଷ୍ଠୀରେ ହେଲା ଦେବଦମ୍ପତି ବିବାହ । ଦେବୀ ପାର୍ବତୀଙ୍କ ହାତ ଧରିଲେ ଦେବ ଦେବ ମହାଦେବ । ଧାର୍ଯ୍ୟ ଲଗ୍ନ ଅନୁସାରେ ଗତକାଲି ବିଳମ୍ବିତ ରାତିରେ ହର-ପାର୍ବତୀଙ୍କ ବିବାହ ସମ୍ପାଦିତ ହୋଇଥିଲା । କୋଭିଡ୍ କଟକଣା ଭିତରେ ନିରାଡମ୍ବର ଉତ୍ସବରେ ମନ୍ଦିର ପ୍ରାଙ୍ଗଣରେ ହୋଇଥିଲା ବିବାହ…

ବ୍ୟଙ୍ଗ : ଆକ୍ସିଡେଣ୍ଟ

ଓଁ ଅଭିଜ୍ଞାନ ସାହୁ  କିଛି ବର୍ଷ ତଳର କଥା । ମୋ ବାହାଘରକୁ ସେତେବେଳେ ବେଶି ବୟସ ହେଇନଥିଲା । ଦିନେ ରାସ୍ତାରେ ଯାଉଥିବା ବେଳେ ଗୋଟେ ଛୋଟ ଆକ୍ସିଡେଣ୍ଟ ହେଲା । ମୁଣ୍ଡରେ ମାଡ଼ ବାଜ଼ି ଆବୁ ହେବା ସହ ବାଜ଼ିବା ଜାଗାରେ ଟିକେ ଖଣ୍ଡିଆ ବି ହୋଇଥିଲା । ଆବୁଟାକୁ ହାତରେ ଘୋଡେଇ ଘରେ ପହଞ୍ଚିଲି…

ପରମ୍ପରା ଓ ପ୍ରଗତିର ଆଢ଼ୁଆଳରେ ରଜପର୍ବ

ମାନସ ରଞ୍ଜନ ନାୟକ  ମାନବୀୟ ସଭ୍ଯତା ପ୍ରଗତିଶୀଳ ହେବା ସହ ସମାନ୍ତରାଳରେ ପରିବର୍ତ୍ତିତ ତାର ପରମ୍ପରା । ବଦଳିଯାଉଛି ଜୀବନର ମୂଲ୍ଯବୋଧ, ସାମାଜିକତା, ଆଉ ଆଚରଣ। ବସ୍ତୁବାଦୀ ସଫଳତା, ବୃତ୍ତିଗତ ପ୍ରତିଦ୍ବନ୍ଦିତା , ବଦଳାଇ ଦେଇଛି ମଣିଷର ରୂଚି, ଆମୋଦ ପ୍ରମୋଦ ଆଉ ଆଡ଼ମ୍ବରର ପରିସୀମା।…

କବିତା : ଆମ ରଜ

ମିନାକ୍ଷୀ ଦ୍ବିବେଦୀ  ବର୍ଷ ପରେ ବର୍ଷ ଆସିଥାଏ ରଜ ଏମିିତି ଦିଗବଳୟ ଦୋହଲାଇ ଅସରା ଅଜଣା ମେଘ ନେଇ। ଲୋକ ଲହଡିର ସମୁ୍ଦ୍ର ବେଳାରେ କିନ୍ତୁ ଶୁଭୁ ନାହିଁ ଆଉ ଗଜ ଡାକ। ଡାଳେ ଡାଳେ , ପତ୍ରେ ପତ୍ରେ କଢ ଓ ଫୁଲରେ ଝିପି ଝିପି ବର୍ଷାର ଛନ୍ଦରେ ଲୁଚି ଯାଇଛି ସୁନ୍ଦର ପୃଥିବୀର ମହକ।…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୧୬-୬-୨୦୨୧ ବୁଧବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଜୁନ ତା ୧୬ ରିଖ ବୁଧବାର ମିଥୁନ ୨ ଦିନ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ଷଷ୍ଠୀ ତିଥି ମଘା ନକ୍ଷତ୍ର ସିଂହ ଚନ୍ଦ୍ର ଘାତ ବାର-: କର୍କଟ ରାଶିର ଘାତ ଚନ୍ଦ୍ର-: କର୍କଟ ଓ ମକର ରାଶି ପୁରୁଷଙ୍କର ଆଜିର ନିଷେଧ…

କରୋନା ମାଡରେ ଘାଇଲା, ଆତ୍ମସର୍ପଣ କଲେ ୧୯ ମାଓବାଦୀ

ମାଲକାନଗିରି: ଧ୍ୱସ୍ତ ହେବାରେ ଲାଗିଛି ମାଓବାଦୀଙ୍କ ମିଛ ଦମ୍ଭ । ମାଓ ଶିବିରରୁ ଛତ୍ରଭଙ୍ଗ ଦେଲେଣି ମାଓବାଦୀ । କିଛି କରୋନା ସଂକ୍ରମଣକୁ ଡରି ତ ଆଉ କିଛି ସତ୍ୟତା ହୃଦୟଙ୍ଗମ କରି ସମାଜର ମୁଖ୍ୟ ସ୍ରୋତକୁ ଫେରୁଛନ୍ତି । ମାଓବାଦୀ ଆଖ୍ୟାକୁ ଆଡେଇ ଆଜି ତେଲେଙ୍ଗାନା କୋତ୍ତାଗୁଡେମ୍ ଜିଲ୍ଲାରେ…

ଆଗେଇ ଚାଲିଛି ତିନି ରଥ କାମ

ପୁରୀ : ରଥ ନିର୍ମାଣ ବେଶ ଆଗୁଆ ଚାଲିଛି । ୯ ଦିନ ପୂର୍ବରୁ ଉଠିଛି ତିନି ରଥର ଚାରିନାହାକା ।  ଗତକାଲି ରଥର ଦଣ୍ଡା ଉପରେ କଣ୍ଟା ବାଡ଼ିଆ ପରେ ଗରଗରା ଓ ପୋଲ ଗୟଳ ପଡିଥିଲା । ଜକଯନ୍ତ୍ର ଓ ଗୁଜ ସ୍ଥାପନ ସରି ଆଜି ଭୋଇ ସେବକ ମହାରଣାଙ୍କ ନିର୍ଦେଶରେ ତିନିରଥର ଚାରି ନାହାକା ଉଠାଇଛନ୍ତି ।…