Latest Odisha News

BREAKING NEWS

Yearly Archives

2021

ସ୍ଥଗିତ ରହିଲା ଓଜେଇଇ ପରୀକ୍ଷା, ଜୁଲାଇରେ ହେବ ନୂଆ ତାରିଖ ଘୋଷଣା

ଭୁବନେଶ୍ବର : ପୁଣି ସ୍ଥଗିତ ରହିଲା ଓଜେଇଇ ପରୀକ୍ଷା । ମହାମାରୀ କୋରୋନା ସଂକ୍ରମଣ କାରଣରୁ ଓଜେଇଇ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ପରୀକ୍ଷା କେବେ ହେବେ, କୋଭିଡ ପରିସ୍ଥିତିକୁ ଅନୁଧ୍ୟାନ କରିବା ପରେ ଆସନ୍ତା ଜୁଲାଇର ପ୍ରଥମ ସପ୍ତାହରେ ଏନେଇ ନିଷ୍ପତ୍ତି ନିଆଯିବ ବୋଲି ଓଜେଇଇ ଅଧ୍ୟକ୍ଷ…

କେନ୍ଦୁପତ୍ର ଫଡିରେ ବଜ୍ରାଘାତ, ୨ ମୃତ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବର୍ଡାକଟା ଅଭାବନୀୟ ଘଟଣା । ବଜ୍ରାଘାତରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଅନ୍ୟ ଜଣେ ଆହତ ହୋଇଛନ୍ତି । କେନ୍ଦୁପତ୍ର ଫଡିରେ ପତ୍ର ବାନ୍ଧୁ ଥିବା ବେଳେ ଘଟିଛି ଏପରି ଅଘଟଣ । ସୂଚନା ଅନୁସାରେ, ଆଜି ମଧ୍ୟାହ୍ନରେ ଖାଇ…

ଛୁଇଁଲା ମୌସୁମୀ, ପ୍ରଥମ ବର୍ଷାରେ ଭିଜିଲା ରାୟଗଡା

ରାୟଗଡା: ଗ୍ରୀଷ୍ମ ପ୍ରବାହରୁ ରାୟଗଡା ଜିଲ୍ଲାକୁ ନିସ୍ତାର ମିଳିଛି । ଲଗାତାର ଭାବେ ଦୁଇଦିନ ଧରି ଅବିଶ୍ରାନ୍ତ ବର୍ଷା ଓ କୋହଲା ପାଗ ଲୋକଙ୍କୁ ରୌଦ୍ର ତାପରୁ ଆସ୍ୱସ୍ତି ଦେଇଛି । ପାଣିପାଗ ବିଭାଗ ଦ୍ୱାରା ଜୁନ୍ ଦ୍ୱିତୀୟ ସପ୍ତାହ ସୁଦ୍ଧା ସାରା ରାଜ୍ୟରେ ମୌସୁମୀ ପ୍ରବେଶ ଆକଳନ ସତ ହୋଇଛି ।…

ନକଲି ଔଷଧ କାରବାରର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ବର : ନକଲି ଔଷଧ କାରବାରର କ୍ରାଇମବ୍ରାଞ୍ଚ କରିବ ତଦନ୍ତ । କ୍ରାଇମବ୍ରାଞ୍ଚ ତଦନ୍ତ ନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକରୁ ବିପୁଳ ପରିମାଣର ନକଲି ଔଷଧ ଠାବ ହେବା ପରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ଚଢ଼ାଉ ବେଳେ ଫାଭିପିରାଭିର ସହ…

ଗଛ ମଣିଷ ବୁଦ୍ଧିଆ ସେଠୀ

ରାୟଗଡା: କମିବାରେ ଲାଗିଛି ପ୍ରାକୃତିକ ଜଙ୍ଗଲ । କାୟା ବିସ୍ତାର କରୁଛି କଂକ୍ରିଟ୍ ଦୁନିଆ । ସବୁଜିମା ପ୍ରକୃତି ବଦଳରେ ଆଜିର ଆଧୁନିକ ସମାଜ ଚିକମିକ୍ ଲମ୍ବାଲମ୍ବା ବିଲ୍ଡିଂକୁ ଅଧିକ ପ୍ରାଧାନ୍ୟ ଦେଉଛି । କଟା ଚାଲିଛି ଗଛ, ନିର୍ମିତ ହେଉଛି ସୁଉଚ୍ଚ ଅଟ୍ଟାଳିକା । ହେଲେ ଏହାରି ଭିତରେ ଜଣେ…

କରୋନାରେ ଶିଳ୍ପପତି ତଥା ଦୈନିକ ‘ଇଶ୍ବର’ର ପରିଚାଳନା ସମ୍ପାଦକ ସୁନୀଲ ମହାପାତ୍ରଙ୍କ ବିୟୋଗ

ଭୁବନେଶ୍ବର : ରାଉରକେଲାର ଜଣାଶୁଣା ଶିଳ୍ପପତି ତଥା ଦୈନିକ ‘ଇଶ୍ବର’ର ପରିଚାଳନା ସମ୍ପାଦକ ସୁନୀଲ ମହାପାତ୍ରଙ୍କ ପରଲୋକ । କରୋନାରେ ଆକ୍ରାନ୍ତ ହେବା ପରେ ଆପୋଲୋ ହସପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ…

ଗଞ୍ଜାମ ପାଟପୁରରୁ ନକଲି ମୃଦୁ ପାନୀୟ କାରଖାନା ଠାବ

ଗଞ୍ଜାମ : ଗଞ୍ଜାମ ପାଟପୁରରୁ ଠାବ ହେଲା ନକଲି ଥଣ୍ଡା ଓ ମୃଦୁ ପାନୀୟ କାରଖାନା । ପୋଲିସର ଚଢ଼ାଉ ବେଳେ ଠାବ ହୋଇଛି ଏହି ନକଲି ମୃଦୁ ପାନୀୟ କାରଖାନା । ଏହାସହ କୁରକୁରେ କାରଖାନା ମଧ୍ୟ ଠାବ କରିଛି ପୋଲିସ । ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ପାଟପୁର ପୋଲିସ । ଖବର ପାଇଁ ଆଜି ପାଟପୁର…

କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ପାଇଁ ଟିକାର ଗୋଟିଏ ଡୋଜ ଯଥେଷ୍ଟ!

ନୂଆଦିଲ୍ଲୀ: ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ କରୋନାରୁ ଆରୋଗ୍ୟ ଲାଗ କରିଥିବା ରୋଗୀଙ୍କ ଲାଗି ଗୋଟିଏ ଡୋଜ ଟିକା ଯଥେଷ୍ଟ। ହାଇଦ୍ରାବାଦର ଏଆଇଜି ହସ୍ପିଟାଲ ପକ୍ଷରୁ ଏହି ରିପୋର୍ଟ ପ୍ରକାଶ ପାଇଛି। ହସ୍ପିଟାଲ ପକ୍ଷରୁ ହୋଇଥିବା ଏକ ଅଧ୍ୟୟନରେ କୁହାଯାଇଛି ଯେ କୋଭିଡରୁ ସୁସ୍ଥ ହୋଇଥିବା…

୧୬ରୁ ଖୋଲିବ ସମସ୍ତ କେନ୍ଦ୍ରୀୟ ଐତିହ୍ୟ ସ୍ଥଳୀ

ନୂଆଦିଲ୍ଲୀ : ଜୁନ୍‌ ୧୬ରୁ ଖୋଲିବ ଦେଶର ସମସ୍ତ ଐତିହ୍ୟ ସ୍ଥଳୀ । ଏଏସଆଇ ଦ୍ବାରା ପରିଚାଳିତ ଏହି କୀର୍ତ୍ତିରାଜୀ ବା ଐତିହ୍ୟସ୍ଥଳୀ କରୋନା ମହାମାରୀ କାରଣରୁ ବନ୍ଦ ଥିଲା । ଏବେ ଏହି ଐତିହ୍ୟସ୍ଥଳୀ ଓ ସଂଗ୍ରହାଳୟକୁ ଆସନ୍ତା ୧୬ ତାରିଖରୁ ଖୋଲିବାକୁ ନିଷ୍ପତ୍ତି ନେଇଛି ଏଏସଆଇ । ଏହି ସମୟରେ…

ଲମ୍ବା କେଶ ପାଇଁ ଜେଲ୍‌ ଗଲେ ଏହି କଳାକାର

ନୂଆଦିଲ୍ଲୀ: ଲମ୍ବା କେଶ ପାଇଁ ଜେଲ୍‌ ଗଲେ କଳାକାର। ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିବ ନିଶ୍ଚିତ। କିନ୍ତୁ ଏହା ସତ। ପାକିସ୍ତାନର ଜଣେ କଳାକାର ଅବୁଜାର ମଧୁଙ୍କୁ ତାଙ୍କ ଲମ୍ବା କେଶ ଯୋଗୁ ଗିରଫ ହୋଇଥିଲେ। ଲାହୋରରେ ପୋଲିସ ତାଙ୍କୁ ଗିରଫ କରିଥିଲା ​​ଏବଂ ତାଙ୍କୁ ଜେଲରେ ଗୋଟିଏ ରାତି କଟାଇବାକୁ…