ଆସନ୍ତା ଗୁଜୁରାଟ ବିଧାନସଭା ନିର୍ବାଚନରେ ସମସ୍ତ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ ଆପ୍; କେଜ୍ରିୱାଲ
ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି ମୁଖ୍ୟ ତଥା ସିଏମ୍ ଅରବିନ୍ଦ କେଜ୍ରିୱାଲ ସୋମବାର କହିଛନ୍ତି ଯେ ଆସନ୍ତା ବର୍ଷ ଗୁଜୁରାଟ ବିଧାନସଭା ନିର୍ବାଚନରେ ଦଳ ସମସ୍ତ ୧୮୨ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ।
କେଜ୍ରିୱାଲ କହିଛନ୍ତି ଯେ ତାଙ୍କ ଦଳ ଦିଲ୍ଲୀ ମଡେଲ୍ ଗୁଜୁରାଟକୁ ଆଣିବ ନାହିଁ। କାରଣ…