Latest Odisha News

BREAKING NEWS

Yearly Archives

2022

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୫୫   ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସାକାର ବିଗ୍ରହ ଉପାସନା କରିବା ବେଳେ ଆମେ ଲକ୍ଷ୍ୟ କରୁ ଜଣେ ସାଧାରଣ ମଣିଷ ପରି ସମସ୍ତ କ୍ରିୟାରେ ପ୍ରଭୁ ଲିପ୍ତ ରହନ୍ତି। ଯାହାକୁ ଶାସ୍ତ୍ର…

ଜିଆରଏସଙ୍କ ମାସକୁ ଦରମା ୮ ହଜାର ୫୦୦, ସମ୍ପତ୍ତି କୋଟି କୋଟି ଟଙ୍କାର

ଭୁବନେଶ୍ୱର: ଜେଲ ଗଲେ କୋଟିପତି ଜିଆରଏସ। ଯିଏ ମାସକୁ ପାଆନ୍ତି ସାଢେ ଆଠ ହଜାର ଟଙ୍କା ଦରମା। ହେଲେ ରୁହନ୍ତି ସେହି ତିନିମହଲା ଘରେ ଯାହାର ଦାମ ୧କୋଟି ୨୪ଲକ୍ଷ। କେବଳ ସେତିକି ନୁହେ ଭୁବନେଶ୍ୱର ରେ ଗୋଟିଏ ୧୪ଲକ୍ଷ, ଆଉ ଗୋଟିଏ ୩୨ ଲକ୍ଷର ୨ଟି ଘର ସହ ୧୪ଲକ୍ଷର ଏକ ଫ୍ଲାଟ । ଏଥି ସହ ୫ଲକ୍ଷର…

ଓଡ଼ିଶାର ଚାରୋଟି ଜାତୀୟ ରାଜପଥ ପ୍ରକଳ୍ପର ସମୀକ୍ଷା କଲେ ଧର୍ମେନ୍ଦ୍ର ଓ ଗଡକରୀ

ନୂଆଦିଲ୍ଲୀ: ନୂଆଦିଲ୍ଲୀ ଠାରେ ମଙ୍ଗଳବାର କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟି ଓଡ଼ିଶାର ସାମାଜିକ ଆର୍ଥିକ ଦୃଷ୍ଟିରୁ ଗୁରୁତ୍ୱ ବହନ କରୁଥିବା 4ଟି ଜାତୀୟ ରାଜପଥ ପ୍ରକଳ୍ପର ସମୀକ୍ଷା…

ପିସିସି ସଭାପତିଙ୍କ ନୋଟିସର ଜବାବ ରଖିଲେ ସୁର ରାଉତରାୟ

ଭୁବନେଶ୍ୱର: ଓଡ଼ିଶା କଂଗ୍ରେସର ସଭାପତି କିଏ ହେବେ ତାହା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନିଅନ୍ତି । ରାଜ୍ୟରେ ପିସିସି ପରିବର୍ତ୍ତନ ହେବ ବୋଲି ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଜଟଣୀ ବିଧାୟକ ତଥା ବରିଷ୍ଠ କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କ ଏହି ବୟାନ ଚର୍ଚ୍ଚା…

ପ୍ରଶାନ୍ତ କିଶୋର, ସିଦ୍ଧୁଙ୍କ ଓଲ୍ଡ ୱାଇନ୍ ଗୋଲ୍ଡ ଫ୍ରେଣ୍ଡ

ଭୁବନେଶ୍ୱର: ‘ଓଲ୍ଡ ୱାଇନ୍, ଓଲ୍ଡ ଗୋଲ୍ଡ, ଓଲ୍ଡ ଫ୍ରେଣ୍ଡ’ । ପଂଜାବ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ପୁରୁଣା ବନ୍ଧୁ ପ୍ରଶାନ୍ତ କିଶୋରଙ୍କୁ ଭେଟିବା ପରେ ଏମିତି ଲେଖା ସହ ସେଲଫି ଟ୍ୱିଟ୍ କରିଛନ୍ତି। ମଂଗଳବାର ଭେଟ ପରେ ନିଜ ଷ୍ଟାଇଲରେ ସିଦ୍ଧୁ ଦୋସ୍ତି ୟାରି କଥା ଲେଖିଛନ୍ତି। ଜାଗା…

ଲକଡାଉନ ବେଳେ ଅତ୍ୟଧିକ ମଦ୍ୟପାନ ବଢ଼ାଇଛି ଯକୃତ ରୋଗ ସମସ୍ୟା !

ନୂଆଦିଲ୍ଲୀ: କୋଭିଡ ମହାମାରୀ ଏବଂ ଏହାର ଚିକିତ୍ସା ବେଳେ ବିଭିନ୍ନ ଔଷଧ ଖାଇବା ଦ୍ୱାରା ଅନେକ ସମସ୍ୟା ମଣିଷର ଶରୀରରେ ଦେଖିବାକୁ ମିଳିଛି । କିନ୍ତୁ ଏବେ ପରୋକ୍ଷରେ ଆଉ ଏକ ରୋଗ ବଢିଛି । ଯାହାକି ଜାଣିଲେ ଆପଣ ତାଜୁବ ହୋଇଯିବେ । କରୋନା ପାଇଁ ଲକଡାଉନ ହୋଇଥିଲା । ଅନେକ ଲୋକ ଘରେ ରହି…

ଜୁନ୍ ପ୍ରଥମ ସପ୍ତାହରେ ଜୟପୁର ରୁ ବିମାନ ଚଳାଚଳ ଆରମ୍

ଜୟପୁର: ଦକ୍ଷିଣ ଓଡ଼ିଶା ବାସୀଙ୍କ ପାଇଁ ଖୁସି ଖବର। ଖୁବ୍ ଶୀଘ୍ର କୋରାପୁଟର ଜୟପୁରରୁ ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ଜୁନ ପ୍ରଥମ ସପ୍ତାହରେ ବିମାନ ଚଳାଚଳ ଆରମ୍ଭ ହେବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ଯୁଗ୍ମ ସଚିବ ଉଷା ପାଢୀ ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ଯାୟରେ…

ଦ୍ୱିତୀୟ ଥର ପ୍ରୟାସ କରି ପ୍ରଶାନ୍ତ କିଶୋର କାହିଁକି କଂଗ୍ରେସରେ ଯୋଗ ଦେଲେନି ?

ନୂଆଦିଲ୍ଲୀ: ସମସ୍ତ ପ୍ରୟାସ ସତ୍ତ୍ୱେ କଂଗ୍ରେସର ପ୍ରସ୍ତାବକୁ ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର ପ୍ରତ୍ୟାଖ୍ୟାନ କରିଛନ୍ତି । କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସହ ଅନେକ ଥର ଆଲୋଚନା ପରେ ଦଳରେ ପିକେଙ୍କ ଭୂମିକାକୁ ନେଇ କଂଗ୍ରେସ ସହମତି ପ୍ରକାଶ କରିନଥିବା ସୂଚନା ରହିଛି । ତେଣୁ…

ଗୁଣୁପୁରରେ ବଜ୍ରପାତ ହୋଇ ଜଣେ ମୃତ

ଗୁଣୁପୁର: ମଙ୍ଗଳବାର ପୂଜାରୀପୁଟ ଧାନ ମିଲ୍ ନିକଟରେ ବଜ୍ରାଘାତରେ ଜଣଙ୍କ ପ୍ରାଣ ଚାଲିଯାଇଛି । ଭାଲେରି ଗ୍ରାମର କରୁଣାକର କୁମ୍ଭାର ଚାଷ କାମ ସାରି ଘରକୁ ଫେରୁଥିଲେ । ଏହି ସମୟରେ ବଜ୍ରାଘାତ ପଡ଼ି ତାଙ୍କ ଜୀବନ ଚାଲିଯାଇଥିଲା । ସ୍ଥାନୀୟ ଲୋକେ ଖବର ଦେବା ପରେ ଘଟଣାସ୍ଥଳରେ ଅଗ୍ନିଶମ ପହଞ୍ଚି…

କମଲା ହାରିସ୍ କରୋନା ସଂକ୍ରମିତ ଚିହ୍ନଟ

ୱାଶିଂଟନ: ଆମେରିକା ଉପରାଷ୍ଟ୍ରପତି କମଲା ହାରିସ ମଙ୍ଗଳବାର କରୋନା ସଂକ୍ରମିତ ହୋଇଛନ୍ତି । ମଙ୍ଗଳବାର କମଲାଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସଂକ୍ରମିତ ଚିହ୍ନଟ ହେବା ପରେ ତାଙ୍କ ଶରୀରରେ କୌଣସି ଲକ୍ଷଣ ଦେଖାଯାଇନି । ଏବଂ ସେ ଶାରୀରିକ ଭାବେ ସୁସ୍ଥ ଥିବା ପ୍ରକାଶ…