Latest Odisha News

BREAKING NEWS

Yearly Archives

2022

ଜାନକୀ ଦାସଙ୍କ ତୃତୀୟ ଗୀତି କବିତା ସଙ୍କଳନ ‘ବିଦୀର୍ଣ୍ଣ ହୃଦୟ ‘ ଉନ୍ମୋଚିତ

ପୁରୀ : ଅଗ୍ରଣୀ ସାହିତ୍ୟ ପରିଷଦ 'ଶନିବାର ସାହିତ୍ୟ ସନ୍ଧ୍ୟା ସଂସଦ' ଆନୁକୂଲ୍ୟରେ କବି ଜାନକୀ ଦାସଙ୍କ ତୃତୀୟ ଗୀତି କବିତା ସଙ୍କଳନ 'ବିଦୀର୍ଣ୍ଣ ହୃଦୟ ' ଉନ୍ମୋଚିତ ହୋଇଯାଇଛି । ଉମାକାନ୍ତ ମହାପାତ୍ରଙ୍କ ପ୍ରାରମ୍ଭିକ ବକ୍ତବ୍ୟ ସହ ଆରମ୍ଭ ହୋଇଥିବା ଏହି ସାରସ୍ୱତ ସଭାରେ, ସଂସଦର ସଭାପତି…

ତାତିରୁ ମିଳୁନି ତ୍ରାହି, ସୋନପୁର ଦେଶର ସବୁଠୁ ଦ୍ୱିତୀୟ ଉତ୍ତପ୍ତ ସହର : ୫ମ ସ୍ଥାନରେ ଭୁବନେଶ୍ୱର

ଭୁବନେଶ୍ୱର: ପ୍ରଚଣ୍ଡ ତାତିରେ ସନ୍ତୁଳି ହେଉଛି ସାରା ଓଡିଶା । ଲାଗାତାର ତୃତୀୟ ଦିନ ଲାଗି ସାରା ଓଡିଶାର ସ୍ଥାନରେ ନିଆଁ ବର୍ଷା ହୋଇଛି । ୨୮ରୁ ଅଧିକ ସ୍ଥାନର ତାପମାତ୍ରା ୪୦ ଡିଗ୍ରିୀ ଉପରେ ରହିଛି । ୪୨ ଡିଗ୍ରୀ ଉପରେ ୮ଟି ସ୍ଥାନର ତାପମାତ୍ରା ରହିଛି । ସୋନପୁର ରାଜ୍ୟର ସବୁଠୁ ଉତ୍ତପ୍ତ…

ସତୀଚଉରା ଶ୍ମଶାନରେ ସମ୍ପନ୍ନ ହେଲା ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ

କଟକ: ସତୀଚଉରା ଶ୍ମଶାନଠାରେ ସମ୍ପନ୍ନ ହେଲା ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ। ରାଜ୍ୟ ସରକାରଙ୍କ ପକ୍ଷରୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟିନୀ, ଡିସିପି ପ୍ରତିକ ସିଂହ, ଚୌଦ୍ୱାର-କଟକ ପୂର୍ବତନ ବିଧାୟକ…

[ଦେଖନ୍ତୁ ଭିଡିଓ] ନବନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷ ମାନଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କ ସାଥିରେ ରୁହ ଓ ଲୋକଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ନିଜ ନିଜ ସହରକୁ ଶ୍ରେଷ୍ଠ କରିବା କ୍ଷେତ୍ରରେ ନେତୃତ୍ୱ…

ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ପାଇଁ ନିର୍ଦ୍ଦେଶ ଦେଲେ ଓଡ଼ିଶା ସରକାର

ଭୁବନେଶ୍ୱର:  ଭୁବନେଶ୍ୱର: ରାଜ୍ୟରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ପାଇଁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ପରେ ମୁଖ୍ୟ ଶାସନ ସଚିବ ଏହି ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ସବୁ ସହରାଞ୍ଚଳ ଓ ଗ୍ରାମାଞ୍ଚଳକୁ ବିଦ୍ୟୁତ୍‌ ଯୋଗାଣ ନିଶ୍ଚିତ କରିବାକୁ…

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି : ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ମହାପ୍ରଭୁଙ୍କ ପଇତାଲାଗି ନୀତି ପାଇଁ ସୋମବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଆସନ୍ତାକାଲି ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ପଇତା ଲାଗି ନୀତି ଥିବାରୁ ଆପାତତଃ ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ନୀତି…

କଳାରାହାଙ୍ଗ ଗ୍ରାମପଞ୍ଚାୟତର ଜିଆରଏସଙ୍କ ଘରେ ଭିଜିଲାନ୍ସ ରେଡ

ଭୁବନେଶ୍ୱର:ଜିଆରଏସଙ୍କ ଘରେ ଭିଜିଲାନ୍ସ ରେଡ ।  କଳାହରାହଁଙ୍ଗ ଗ୍ରାମ ପଞ୍ଚାୟତ ଅଫିସର ଗ୍ରାମ ରୋଜଗାର ସେବକ ବାବୁଲି ଚରଣ ପଢ଼ିହାରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବାବୁଲିଙ୍କ ୬ଟି ଠିକଣାରେ ରେଡ୍ ଚାଲିଛି । ୩ଜଣ ଡିଏସପି ଓ ୧୦ଜଣ ଇନସପେକ୍ଟର ଚଢ଼ାଉରେ…

ବସ୍‌ରେ ନିଆଁ ଲଗାଇଲେ ନକ୍ସଲ, ଓଡ଼ିଶାରୁ ହାଇଦ୍ରାବାଦ ଯାଉଥିଲେ ୫୦ ଯାତ୍ରୀ

ମାଲକାନଗିରି: ମାଲକାନଗିରି ସୀମାନ୍ତରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି । ଆଜି ନକ୍ସଲଙ୍କ ପକ୍ଷରୁ ବନ୍ଦ ପାଳନ କରାଯାଉଥିବାବେଳେ ବନ୍ଦକୁ ନେଇ ନକ୍ସଲ ହିଂସାତ୍ମକ ହୋଇପଡିଛନ୍ତି । ଗତକାଲି ରାତିରେ ସୀମାନ୍ତ ତେଲେଙ୍ଗାନାର ଚିନ୍ତୁର ଥାନା ଅନ୍ତର୍ଗତ କତୁର ଗ୍ରାମ ନିକଟରେ ନବରଙ୍ଗପୁରରୁ…

ଧାରାବାହିକ ଉପନ୍ୟାସ : ଚୋରାବାଲି (୭୯)

ସ୍ୱର୍ଣ୍ଣଲତା ମହାପାତ୍ରଙ୍କ ଧାରାବାହିକ ଉପନ୍ୟାସ ‘ଚୋରାବାଲି’ ଭାଗ : ୭୯   ସନ୍ଧ୍ୟା ହେଉହେଉ କୁମାର ଆସି ହାଜର । ଥାଙ୍କ୍ ଗଡ଼୍ ,ଅରୁ ଏଇଠି । ତା’ ଅନୁମାନ ଠିକ୍ ଥିଲା । କୁମାର ତୁମେ, ଜାଣିଥିଲି ତୁମେ ଦିନେ ଆସିବ ବୋଲି । କିନ୍ତୁ ଏତେ ଜଲ୍‌ଦି ବୋଲି ଭାବିନଥିଲି । ଜାଣିଥିଲ ? ଥରେ…

କବିତା : ପୂର୍ଣ୍ଣମୀ ରାତି

ଦେବୀ ପ୍ରସନ୍ନ ନନ୍ଦ ଶାନ୍ତ ଶୀତଳ ପୂର୍ଣ୍ଣମୀ ରାତିରେ କେହିଜଣେ ସବାର ହୁଏ ମୋ ଭିତରେ ତ କିଛି ଦିବ୍ଯଶକ୍ତି ଜାଗ୍ରତ ହୁଏ ମୁଁ ଉଡିବୁଲେ ଉଲମ୍ବ ମୁଦ୍ରାରେ। ମତେ ଲାଗେ ଅନନ୍ତ ଆକାଶ ମୋ ହାତମୁଠାରେ , ଅନାୟାସେ ଛୁଁଇଯାଏ ଗ୍ରହରୁ ଗ୍ରହାନ୍ତର ଉଲ୍ଲସିତ ହୁଏ ମଧୁର ଆଘାତରେ କୁନି…